କେନ୍ଦୁଝର

ଅରଡେଇ ନଦୀରେ ପୋଲ କାମ ସରୁନି

କେନ୍ଦୁଝର, ୨୩ା୬(ସ୍ବ.ପ୍ର.): ଆଗକୁ ବର୍ଷା ଦିନ ଆସୁଛି। ଏପଟେ ଭିତ୍ତିପ୍ରସ୍ତର ସ୍ଥାପନକୁ ୬ବର୍ଷ ବିତିଗଲାଣି କିନ୍ତୁ ଜାମୁଡିହା-ବିସ୍ତାପାଳ ରାସ୍ତାର ଅରଡେଇ ନଦୀ ଉପରେ ପୋଲ କାମ ସରିନାହିଁ। ତେଣୁ ଧାର୍ଯ୍ୟ ସମୟ ମଧ୍ୟରେ ପୋଲ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନେଇ ଆଶଙ୍କା…

ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

କେନ୍ଦୁଝର, ୨୩ା୬,(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ବଡଜାମୁପଶି ଠାରେ ଜଣେ ମହିଳାଙ୍କ ମୁଣ୍ଡରେ ପଥର ଛେଚି ହତ୍ୟା ଉଦ୍ୟମ ଘଟଣାରେ ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ସିଜେଏମ୍‌ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ ସହିତ ୩…

ଜଙ୍ଗଲରେ ଅସୁସ୍ଥ ଦନ୍ତା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ଖୁଣ୍ଟା କଟା ଜଙ୍ଗଲରେ ଏବେ ୨୫ ବର୍ଷ ବୟସ୍କ ଦନ୍ତା ହାତୀ କିଛି ଦିନ ହେଲା ଅସୁସ୍ଥ ହୋଇ ବୁଲୁଛି। ହାତୀଟି ଦୁଇଦିନ ତଳେ ଗୋଠରୁ ଅଲଗା ହୋଇ ଗୋଟିଏ ସ୍ଥାନରେ ଶୋଇଥିଲା।…

ନିର୍ମାଣର ମାସେ ନ ପୂରୁଣୁ ଭାଙ୍ଗିଲା ବର୍ଷା ଜଳ ଅମଳ ପ୍ରକଳ୍ପ

ଚମ୍ପୁଆ, ୨୨।୬(ଡି.ଏନ.ଏ.) – ବର୍ଷା ଜଳକୁ ସଂରକ୍ଷଣ କରିବା ଓ ଭୂତଳ ଜଳସ୍ତରକୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନା ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଚମ୍ପୁଆ…

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ନ ହେବାରୁ ଅସନ୍ତୋଷ

ପାଟଣା,୨୨।୬(ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଦଧିବାମନ ଜୀଉଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି।ତେବେ ଜିଲାର ଏହି ପୁରାତନ ମନ୍ଦିର ପ୍ରତି ଦେବୋତ୍ତର ବିଭାଗ ଅଣଦେଖା କରୁଥିବାରୁ ନୀତିକାନ୍ତି ସୁରୁଖୁରୁରେ ହୋଇପାରୁ ନାହିଁ…

ଅସରାଏ ବର୍ଷାରେ ଆଣ୍ଠୁଏ ପାଣି

ଯୋଡ଼ା, ,୨୧।୬ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ରବିବାର ମୌସୁମୀର ପ୍ରଥମ ବର୍ଷା ହୋଇଛି। ଫଳରେ ଲୋକେ ପ୍ରବଳ ଗରମରୁ ତ୍ରାହି ପାଇଥିବା ବେଳେ ଏହି ପହିଲି ବର୍ଷା ଯୋଡା ସହରବାସୀଙ୍କୁ ବେହାଲ କରିଦେଇଛି। ଯୋଡ଼ା ସହରରେ ଜଳ ନିଷ୍କାସନ…

ଟ୍ରକ୍‌ ମାଲିକଙ୍କ ଜୀବିକାରେ ଚଡ଼କ

ଯୋଡ଼ା,୨୧।୬ (ଡି.ଏନ.ଏ.) କେନ୍ଦୁଝର ଜିଲାର ଯୋଡ଼ା ଖଣି ମଣ୍ଡଳରେ ବହୁ ସଂଖ୍ୟକ ଲୋକ ଟ୍ରକ୍‌ ପରିବହନ ବ୍ୟବସାୟ ଉପରେ ନିର୍ଭରଶୀଳ ା ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ରକ୍‌ ଏହି ଖଣିଖାଦାନ ଓ କାରଖାନାରେ ନିୟୋଜିତ ହୋଇଛି। ବର୍ତ୍ତମାନ ଖଣି କ୍ଷେତ୍ରର…

ବିନା ସୂଚନାଫଳକରେ ଚାଲିଛି ନିର୍ମାଣ

ଚମ୍ପୁଆ, ୨୦।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସିରେ ନିର୍ମାଣ ନିୟମ ବାଟବଣା ହୋଇଛି। ଆବଶ୍ୟକ ସୂଚନା ନ ଦେଇ କରାଯାଉଛି ଲକ୍ଷ ଲକ୍ଷ ଟଙ୍କାର ନିର୍ମାଣ କାର୍ଯ୍ୟ। ଠିକାଦାର ଠାରୁ ପେଟି ଠିକାଦାରମାନେ କାମ ନେଇ କାମର ମାନ ଓ ନିୟମ…

ଖଣିକୁ ଅଡ଼ୁଆ ରପ୍ତାନି ଶୁଳ୍କ

ଯୋଡ଼ା,୨୦।୬(ଡି.ଏନ.ଏ.): ଖଣିଜ ସମ୍ପଦ ରପ୍ତାନି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ଶୁଳ୍କ ଓଡ଼ିଶାର ଖଣି ସମୃଦ୍ଧ ଅଞ୍ଚଳ ପାଇଁ ଅଭିଶାପ ସଦୃଶ ହୋଇଛି। ଗତ ମେ ମାସରେ କେନ୍ଦ୍ର ସରକାର ଲୁହାପଥର ରପ୍ତାନି ଉପରେ ୪୯% ଏବଂ ଲୁହାପଥର ଗୁଣ୍ଡ ବ୍ୟବହାର…

ପୋଲିସକୁ ଚକ୍‌ମା ଦେଇ ନାବାଳକଙ୍କ ଫେରାର ଉଦ୍ୟମ

କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋର୍ଟ ଥାନା ଅଞ୍ଚଳରେ ରଜ ପୋଷାକ ପାଇଁ ମା’ଙ୍କୁ ହତ୍ୟା କରିଥିବା ନାବାଳକ ପୁଅଙ୍କୁ ରବିବାର ରାଉରକେଲାସ୍ଥିତ ବାଳାଶ୍ରମକୁ ନିଆଯାଉଥିବା ବେଳେ ଲହୁଣୀପଡ଼ା ନିକଟରେ ସେ ଚମ୍ପଟ ମାରିଥିଲେ। କିଛି ସମୟରେ ପରେ ତାଙ୍କୁ ପୁଣି କାବୁ…

ଶାଶୁଙ୍କ ଉପରେ ବୋହୂ ପକାଇଲେ ଗରମ ପେଜ

କେନ୍ଦୁଝର,୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ଗ୍ରାମରେ ଜଣେ ମହିଳାଙ୍କ ଉପରେ ତାଙ୍କର ବୋହୁ ଗରମ ପେଜ ପକାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୁରୁତର ଅବସ୍ଥାରେ ଶାଶୁ ସୁକୁମତି ମୁଣ୍ଡାଙ୍କୁ ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

କୂଅରେ ପଡ଼ି ଶିଶୁର ଜୀବନ ଗଲା

କେନ୍ଦୁଝର,୧୮।୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାସୁଦେବପୁର ଗ୍ରାମର ରାଜକିଶୋର ଧୀବରଙ୍କ ୪ବର୍ଷର ପୁଅ ବିକାଶ ଧୀବର ଖେଳୁଥିବାବେଳେ ଘର ନିକଟରେ ଥିବା କୂଅ ମଧ୍ୟରେ ପଡିଯାଇଥିଲେ। କେନ୍ଦୁଝର ଦମକଳ ବାହିନୀ ପହଞ୍ଚି ୧୫ଫୁଟ ତଳୁ ଉଦ୍ଧାର କରି ୧୦୮ ଆମ୍ବୁଲନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?