କେନ୍ଦୁଝର

କରୋନା କଟକଣା ମଧ୍ୟରେ ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ

କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ ମନ୍ଦିର ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିରରେ ମଧ୍ୟ ଅନୁରୂପ ଭାବେ ଶିବ ପାର୍ବତୀଙ୍କ ବିବାହ...

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି...

ଏଥର ବି ରଜ ଫିକା

କେନ୍ଦୁଝର, ୧୪।୬ (ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତବର୍ଷ କେନ୍ଦୁଝର ଜିଲାର ପ୍ରମୁଖ ଗଣପର୍ବ ରଜ ମହୋତ୍ସବ ଫିକା ପଡ଼ିଯାଇଛି । ଏହି ଉତ୍ସବ ପାଳନ ନେଇ ପୂର୍ବରୁ ପ୍ରଶାସନ ଗାଇଡଲାଇନ ପ୍ରସ୍ତୁତ କରି ସାର୍ବଜନୀନ ପାଳନ ଏବଂ ସମାବେଶକୁ...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ...

ଦରବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଂଗ୍ରେସ ତରଫରୁ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଙ୍ଗକୁ ଆର୍ଥିକ ମାନ୍ଦା ଅବସ୍ଥା ଓ ବେକାରୀ ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ବ୍ଲକ କଂଗ୍ରେସ ତରଫରୁ...

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା...

ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ...

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ...

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର...

ମାଲବାହୀ ଟ୍ରେନ୍‌ର ୩ ବଗି ଲାଇନ୍‌ଚ୍ୟୁତ

କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହେବା ଫଳରେ ଟ୍ରେନ୍‌ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା...

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥି ସହ ଉକ୍ତ ଦୋକାନ ସଂଲଗ୍ନ...

ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri