କେନ୍ଦୁଝର

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋଧିରାମପଡ଼ା ଗ୍ରାମରେରେ ଭାଲୁ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଘନଶ୍ୟାମ ମୁଣ୍ଡା। ଗୁରତର ଅବସ୍ଥାରେ ପ୍ରଥମେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ଦୋଳିରୁ ଖସି ନାବାଳକ ଗୁରୁତର

କେନ୍ଦୁଝର,୧୫।୬:(ସ୍ବ.ପ୍ର.): କେନ୍ଦୁଝର ପୌରପାଳିକା ୨୧ନଂ ତଥା ବ୍ରାହ୍ମଣୀଗାଁରେ ଦୋଳିରୁ ପଡ଼ି ଜଣେ ନାବାଳକ ଆହତ ହୋଇଛନ୍ତି। ସେ ହେଲେ ସିବୁ ନାଏକ(୧୨)। ଗତକାଲି ସାରେ ଦୋଳିରେ ଖେଳୁଥିବା ସମୟରେ ଦୋଳିରୁ ଖସିପଡ଼ି ଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର…

କଳାପାଟ ଜଙ୍ଗଲରୁ ଗିରଫ ହେଲେ ୪ ଶିକାରୀ

କେନ୍ଦୁଝର,୧୪।୬(ସ୍ବ.ପ୍ର): କେନ୍ଦୁଝର ଜିଲା ବନଖଣ୍ଡ ତେଲକୋଇ ବନାଞ୍ଚଳ ତାଳପଦା କଳାପାଟ ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ୍‌ ତାର ହୁକିଂ କରି ଶିକାର କରିବା ବେଳେ ୪ ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ସେମାନେ ହେଲେ ଶିବନାରାୟଣପୁର ଗୋଡ଼ା ଗାଁର…

ଦୋକାନ ଟାଇଲ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସାମଗ୍ରୀ

ପାଟଣା,୧୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ମୁଖ୍ୟ ବଜାରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏଥିରେ ଅଶୋକ ସାହୁଙ୍କ ତେଜରାତି ଦୋକାନର ଟାଇଲ ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସହ ନଗଦ ୮ ହଜାର ଟଙ୍କା ଚୋରି…

ରଜ ପାଇଁ ଉତ୍ସବମୁଖର କେନ୍ଦୁଝର

କେନ୍ଦୁଝର,୧୪।୬ କେନ୍ଦୁଝରର ଗଣପର୍ବ ହେଉଛି ରଜ। ଏହାକୁ ଲୋକେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ପାଳନ କରିଥାନ୍ତି। ଝିଅବୋହୂମାନେ ବିଭିନ୍ନ ପ୍ରକାର ରଙ୍ଗ ବେରଙ୍ଗର ବସ୍ତ୍ର ପରିଧାନ କରି ଉତ୍ସବକୁ ପାଳନ କରିଥାଆନ୍ତି। ବିଭିନ୍ନ ରଜ ଗୀତ ଗାଇ ଏହି ଉତ୍ସବକୁ…

ଚାଷ ଜମିରୁ ମିଳିଲା ମା, ପୁଅଙ୍କ ମୃତଦେହ

ହାଟଡିହୀ/କେନ୍ଦୁଝର.୧୪l୬(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାବଳେଶ୍ୱର ପଞ୍ଚାୟତ ମଙ୍ଗରାଜପୁର ଆଦିବାସୀ ସାହି ନିକଟ ଏକ ଚାଷ ଜମିରୁ ପୋଲିସ ମା’, ପୁଅଙ୍କ ମୃତଦେହ ମଙ୍ଗଳବାର ଜବତ କରିଛି। ସେମାନେ ହେଲେ ମା’ ଜେମା ଦାସ (୫୫) ଏବଂ ପୁଅ ସନ୍ତା…

ପୃଥକ୍‌ ଘଟଣାରେ ମିଳିଲା ୨ ଝୁଲନ୍ତା ମୃତଦେହ

ପାଟଣା,୧୩ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ସୋମବାର ପୃଥକ୍‌ ଘଟଣାରେ ୨ଜଣଙ୍କ ଝୁଲନ୍ତା ମୃତଦେହ ଜବତହୋଇଛି। ପାଟଣା ଥାନା ମାଛଗଡ଼ ପଞ୍ଚାୟତ ବାଉଁଶନାଳି ଗ୍ରାମ ସୋମବାର ଜଣେ ୨୦ ବର୍ଷ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି।…

ମାଣ୍ଡିଆ ଚାଷ ପ୍ରତି ବଢୁଛି ଆଦର

କେନ୍ଦୁଝର,୧୩।୬: ମାଣ୍ଡିଆ ଏପରି ଏକ ଶସ୍ୟ ଯାହା ସମ୍ପୂର୍ଣ୍ଣ ଭାବେ ସ୍ବାସ୍ଥ୍ୟ ପାଇଁ ହିତକାରୀ। ଆଜିକା ବ୍ୟସ୍ତବହୁଳ ଜୀବନରେ ଧନୀ ଠୁ ନେଇ ଗରିବ ସମସ୍ତଙ୍କ ପାଖରେ ମାଣ୍ଡିଆ ବେଶ୍‌ ପରିଚିତ। ପାହାଡ଼ିଆ ଅଞ୍ଚଳରେ ଏହାର ବହୁଳ ଚାଷ ହେଉଛି। କେନ୍ଦୁଝର…

ଖରାରେ ପକାଇ ପୁଅକୁ ମାରିଦେଲେ

ଢେଙ୍କିକୋଟ,୧୩।୬ (ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅଧୀନ ସାନମସିଣାବିଲା ଗ୍ରାମରେ ହାତଗୋଡ଼ ବାନ୍ଧି ଖରାରେ ପକାଇଦେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ପୋଲିସ ତାଙ୍କ ବାପାଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ସୂଚନା…

ଓମ୍ବାଡସି ସିଇଓଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୨।୬(ଡି.ଏନ୍‌.ଏ.) ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିୟରିଂ ଏରିଆସ୍‌ ଡେଭଲପମେଣ୍ଟ କର୍ପୋରେଶନ) ସିଇଓ ଜି. ରାଜେଶ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସି ଶୁକ୍ରବାର ଜିଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବାୟୁ ପ୍ରଦୂଷଣ ଯାଞ୍ଚ କରିବାକୁ ଲାଗିଥିବା ସିଏଏକ୍ୟୁଏମ୍‌ଏସ୍‌ ପରିଦର୍ଶନ…

ବଜାରରେ ଦେଶୀ ଆମ୍ବର ପସରା

କେନ୍ଦୁଝର, ୧୨।୬ (ସ୍ବ.ପ୍ର) ଜଙ୍ଗଲ ମଣିଷକୁ ବଞ୍ଚିବା ପାଇଁ ସବୁ କିଛି ଦେଇଛି ା ଖାଦ୍ୟ ପାଇଁ ବିଭିନ୍ନ ଋତୁରେ ବିଭିନ୍ନ ପ୍ରକାରର ଫଳମୂଳ ଆଦି ଜଙ୍ଗଲରୁ ମିଳିଥାଏ। ସେଥିମଧ୍ୟରୁ ଆମ୍ବ ଅନ୍ୟତମ। ତାହା ପୁଣି ଦେଶୀ। ଏହି ଆମ୍ବର ଚାହିଦା…

ବ୍ୟବଚ୍ଛେଦ ପରେ ପୋତାଗଲା ହାତୀ ମୃତଦେହ

କେନ୍ଦୁଝର/ଆନନ୍ଦପୁର,୧୧ା୬(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ହଦଗଡ଼ ହସ୍ତୀ ଅଭୟାରଣ୍ୟରୁ ବନ ବିଭାଗ ଏକ ଗଳିତ ଦନ୍ତାହାତୀ ମୃତଦେହ ଶନିବାର ସକାଳେ ଜବତ କରିଥିଲା। ହାତୀଟି ୩ /୪ ଦିନ ତଳେ ମରିଥିବା ସନ୍ଦେହ କରାଯାଉଛି। ହଦଗଡ଼ ହସ୍ତି ଅଭୟାରଣ୍ୟ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?