କେନ୍ଦୁଝର

ହଦଗଡ଼ ଅଭୟାରଣ୍ୟରୁ ମିଳିଲା ହାତୀ ମୃତଦେହ

କେନ୍ଦୁଝର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ହଦଗଡ଼ ରେଞ୍ଜର କାଠକଟା ଜଙ୍ଗଲରୁ ଏକ ଅଣ୍ଡିରା ହାତୀର ମୃତଦେହ ଜବତ ହୋଇଛି। ହାତୀର ବୟସ ପାଖାପାଖି ୩୦ ବର୍ଷ ହେବ। ଏହା ହଦଗଡ ଅଭୟାରଣ୍ୟ ମଧ୍ୟରେ ରହିଛି। ଦୁଇ ଅଣ୍ଡିରା…

ଖଲିପତ୍ରରେ ଚଳୁଛି ସଂସାର

ଆନନ୍ଦପୁର,୧୧।୬ ରାତି ପାହିଲେ ପେଟ ଚିନ୍ତା। ଘଞ୍ଚ ଜଙ୍ଗଲକୁ ଯାଇ ଶାଳ ପତ୍ର ଆଣି ଖଲି ତିଆରି ନ କଲେ କୁଟୁମ୍ବ ଉପାସ। ରାଶନ ଚାଉଳ ଗଣ୍ଡେ ମିଳୁଛି ସିନା, ହେଲେ ତେଲ ଲୁଣ ପାଇଁ ଖଲି ତିଆରି ନ କଲେ…

ବସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଜି ଭୋର ପ୍ରାୟ ୩ଟା ସମୟରେ ରାଉରକେଲାରୁ କେନ୍ଦୁଝର ଫେରୁଥିବା ପାଢ଼ୀ ବସ୍‌ରେ ନିଆଁ ଲାଗି ସମ୍ପୂର୍ଣ ଜଳିଯାଇଛି। ତେବେ ବସ୍‌ରେ ଥିବା ପାଖାପାଖି ୪୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ…

ବ୍ୟବସାୟୀଙ୍କ ଘରେ ଜିଏସ୍‌ଟି ଚଢ଼ାଉ

କେନ୍ଦୁଝର,୧୦ା୬(ସ୍ବ.ପ୍ର.): କେନ୍ଦୁଝରଗଡ଼ ପାୈରପାଳିକାର ପୂର୍ବତନ ଅଧ୍ୟକ୍ଷ ତଥା ବ୍ୟବସାୟୀ ସରୋଜ କୁମାର ସାହୁଙ୍କ ରିଦ୍ଧିସିଦ୍ଧି ଅଫିସ ଓ ଅନ୍ୟାନ୍ୟ ସ୍ଥାନରେ ଶୁକ୍ରବାର କେନ୍ଦ୍ରୀୟ ଜିଏସ୍‌ଟି (ଇଣ୍ଟେଲିଜେନ୍ସ) ପକ୍ଷରୁ ଚଢାଉ ଜାରି ରହିଛି। ସେ ଜଣେ ପୂର୍ବତନ ବିଧାୟକଙ୍କ ଅନୁଗତ। ପୋଲିସ ସୁରକ୍ଷା…

ବଜ୍ରପାତ ନେଲା ୨ ଜୀବନ

ପାଟଣା/ଢେଙ୍କିକୋଟ,୯।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଗୁରୁବାର ସନ୍ଧ୍ୟାରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଘସିପୁରା ଥାନା ରାଇଘାଟି ଗ୍ରାମର ବଳରାମ ପିଙ୍ଗୁଆ (୭୫) ଓ ଘଟଗାଁ ବ୍ଲକ ରୁଟିଶିଳା ଗ୍ରାମର ମଙ୍ଗୁଳି ମୁଣ୍ଡା।…

ବାହାର ପିଲାଙ୍କୁ ନିଯୁକ୍ତି ଦାବିର ପ୍ରତିବାଦ

କେନ୍ଦୁଝର,୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ମେଡିକାଲ କଲେଜରେ ଠିକାସଂସ୍ଥା ଜରିଆରେ ବାହାର ଜିଲାର ପିଲାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରତିବାଦରେ ଗୁରୁବାର ସ୍ଥାନୀୟ ବେକାର ଶିକ୍ଷିତ ଯୁବତୀ/ଯୁବକମାନେ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦେଇଛନ୍ତି। କର୍ମ ନିୟୋଜନ ସଂସ୍ଥା ଜରିଆରେ…

ଗରିମା ହରାଇଲାଣି ବୈତରଣୀ

ଆନନ୍ଦପୁର,୯ା୬(ସ୍ବ.ପ୍ର.): ଉତ୍କଳର ପ୍ରାଚୀନ ଗଙ୍ଗା ପୁଣ୍ୟତୋୟା ବୈତରଣୀ। କେନ୍ଦୁଝର ଜିଲାର ଗୋନାସିକା ଗୀରି କନ୍ଦରରୁ ଜନ୍ମ ଲାଭ କରି ନିମ୍ନ ଶଯ୍ୟାକୁ ବୋହିଯାଇ ତା’ର ସୁଶୀତଳ ଜଳ ଧାରାରେ କେତେ ପ୍ରାଣୀଙ୍କୁ ଆତ୍ମସନ୍ତୋଷ ପ୍ରଦାନ କରିଛି। ବନଭୂମୀ ଦେଇ ବହି ଆସିଥିବାରୁ…

ପୁଅର ଶାବଳ ମାଡ଼ରେ ମା’ଙ୍କ ଜୀବନ ଗଲା

କେନ୍ଦୁଝର,୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ନୂଆଗାଁ ମୁଣ୍ଡା ସାହିରେ ଜଣେ ନିଶାଶକ୍ତ ପୁଅ ବିଧବା ମା’ଙ୍କୁ ଶାବଳରେ ପିଟି ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ଜଣକ ହେଲେ ଟୁଲେଇ ମୁଣ୍ଡା(୬୦)। ପୋଲିସ ଅଭିଯୁକ୍ତ…

ପାଟଣା ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଯୋଗ ଦେଲେ ଯୁବ ଡାକ୍ତର

ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ ବିଶେଷଜ୍ଞ ଡାକ୍ତର ପଦବୀ ଖାଲିପଡିଥିବା ବେଳେ ମଙ୍ଗଳବାର ଜଣେ ଯୁବ ଏମ୍‌ବିବିଏସ୍‌ ଡାକ୍ତର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଯୁବ ଡାକ୍ତର ଜଣକ ହେଉଛନ୍ତି ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମର ହିମାଂଶୁ…

ଜବରଦଖଲ ଉଚ୍ଛେଦ

ଚମ୍ପୁଆ, ୮।୬(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଭୂଇଁପୁରଠାରେ ମଙ୍ଗଳବାର ରାଜସ୍ବ ବିଭାଗ ଦ୍ୱାରା ଜବରଦଖଲ ଉଚ୍ଛେଦ କରାଯାଇଛି। ଚମ୍ପୁଆ ତହସିଲଦାର ସାଇ ସସ୍ମିତା ହୋତାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ନାୟକ, ସୁପରଭାଇଜର ଶୁଭକାନ୍ତ କର, ଜ୍ୟୋତିପୁର…

ପାରିବାରିକ କଳହରୁ ମହିଳା ନେଲେ ଚରମ ନିଷ୍ପତ୍ତି

ପାଟଣା,୭।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଦାଶରଥିପୁର ଗ୍ରାମର ପତଳା ସାହି ନିକଟ ବିଲ ମଝିରେ ଥିବା ଏକ ମହୁଲ ଗଛରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ ମହିଳା ଜଣକ…

ଜାତୀୟ ପୁରସ୍କାର ପାଇବେ ଦମୟନ୍ତୀ

କେନ୍ଦୁଝର,୭।୬(ସ୍ବ.ପ୍ର.) ଉଲ୍ଲେଖନୀୟ ସେବା କାର୍ଯ୍ୟ ପାଇଁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅଧୀନ ଗାୈଣିଘଷା ସ୍ବାସ୍ଥ୍ୟ ଉପକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନ୍‌ଏମ୍‌) ଦମୟନ୍ତୀ ରାଉତ ଜାତୀୟ ସ୍ତରରେ ପୁରସ୍କୃତ ହେବା ପାଇଁ ମନୋନୀତ ହୋଇଛନ୍ତି। ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ନର୍ସ ସମ୍ମାନ-୨୦୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?