ସଙ୍କଟରେ କୌଳିକ ବୃତ୍ତି
କେନ୍ଦୁଝର, ୧୧।୫ (ସ୍ବ.ପ୍ର.)-ମାଟି ସହିତ ମଣିଷର ସମ୍ପର୍କ ଅତି ନିବିଡ଼। ଏଥିରୁ ଅନେକ ଜୀବନଜୀବିକା ନିର୍ବାହ କରିଆସୁଛନ୍ତି । ଏଭଳି ମାଟିରୁ ଜୀବିକା ନିର୍ବାହ କରି ବହୁ କାଳରୁ ବଞ୍ଚିଆସୁଥିବା ସମ୍ପ୍ରଦାୟ ହେଉଛନ୍ତି କୁମ୍ଭକାର ବା କୁମ୍ଭାର। ମାଟିରୁ ହାଣ୍ଡି,...
ପାଟଣା ଥାନାରେ ନୂତନ ଥାନାଧିକାରୀଙ୍କ ଯୋଗଦାନ
ପାଟଣା,୧୦।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ସୋମବାର ନୂତନ ଥାନାଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବର ସ୍ବାଇଁ ବାମୋବାରୀ ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ସୋମବାର କାର୍ଯ୍ୟରେ ଯୋଗ ଦେବା ପରେ ଏସ୍ଆଇ...
ବନ ବିଭାଗ ରୁଜୁ କଲା ମାମଲା: ହାତୀ ମୃତ୍ୟୁର ହେବ ତଦନ୍ତ
କେନ୍ଦୁଝର,୯।୫: ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ଦେଓଗାଁ ରେଞ୍ଜ ଶଗଡ଼ପଟା ଗ୍ରାମ ନିକଟରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀର ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାତୀର ପଛ ଡାହାଣ ଗୋଡ଼ରେ...
ହାତୀକୁ ଧକ୍କାଦେଲା ଟ୍ରେନ୍
କେନ୍ଦୁଝର,୯।୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧିନସ୍ଥ ଦେଓଗାଁ ରେଞ୍ଜ ଶଗଡ଼ପଟା ଗ୍ରାମ ନିକଟରେ ଶନିବାର ରାତିରେ ରେଳ ଦୁର୍ଘଟଣା ପରେ ଆହତ ହୋଇଥିବା ହାତୀର ଅବସ୍ଥାରେ ସୁଧାର ହେଉନି। ହାତୀର ଗୋଡ଼ରେ ମାଡ଼ ହୋଇଥିବାରୁ ଠିଆ ହୋଇପାରୁନି। ଏଣୁ ତଳେ...
ଟ୍ରେନ୍ ଧକ୍କାରେ ଦନ୍ତା ଗୁରୁତର
କେନ୍ଦୁଝର,୮।୫: କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଶଗଡ଼ପଟା ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ଦନ୍ତା ହାତୀ ଗୁରୁତର ଆହତ ହୋଇଛି। ହାତୀର ଆଗ ଗୋଡ଼ରେ ମାଡ଼ ହୋଇଥିବା ବେଳେ ବନ ବିଭାଗ କର୍ମଚାରୀ ପହଞ୍ଚି ଚିକିତ୍ସା ଆରମ୍ଭ...
୧୭ ହାତୀଙ୍କ ଉତ୍ପାତ, ନାକେଦମ ବନ ବିଭାଗ
ଚମ୍ପୁଆ,୮।୫: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଚମ୍ପୁଆ ଓ ଉଖୁଣ୍ଡା ଅଞ୍ଚଳରେ ୬ଦିନ ଧରି ହାତୀ ପଲଙ୍କ ଉପତ୍ାତ ଜାରି ରହିଛି। ଏଥିରେ ବନ ବିଭାଗ ନାକେଦମ ହୋଇଥିବା ବେଳେ ଉଖୁଣ୍ଡା ଓ ଚମ୍ପୁଆ ସେକ୍ସନର ସ୍କାଡକୁ ହାତୀ...
ଗାଁ ପାଖରେ ବୁଲୁଛି ଗୋଠଛଡ଼ା ଦନ୍ତା
ପାଟଣା, ୭।୫: କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଳମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତା ହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଶବ ବ୍ୟବଚ୍ଛେଦ କେନ୍ଦ୍ର ପର୍ଯ୍ୟନ୍ତ ଆସିଥିଲା। ପରେ ପାଟଣା ଇଲେକ୍ଟ୍ରି ସେକ୍ସନ...
ଗାଁ ନିକଟରେ ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଭୟଭୀତ
ପାଟଣା,୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଲମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତାହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୃତଦେହ ବ୍ୟବଚ୍ଛେଦ କେନ୍ଦ୍ର ପର୍ଯ୍ୟନ୍ତ ଚାଲି ଆସିଥିଲା। ହାତୀଟି ପାଟଣା ଇଲେକ୍ଟ୍ରି ଅଫିସ କାର୍ଯ୍ୟାଳୟ...
ଅକ୍ସିଜେନ ମ୍ୟାନ ମୁନା
କେନ୍ଦୁଝର, ୭।୫ (ସ୍ବ.ପ୍ର.): କରୋନାର ଦ୍ୱିତୀୟ ଲହର ଏବେ ସାରା ଦେଶରେ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ମେଡିକାଲ ଭିତ୍ତିଭୂମି ଥିଲେ ମଧ୍ୟ ଅକ୍ସିଜେନ ଅଭାବ ସମସ୍ୟାକୁ ଜଟିଳ କରିଦେଉଛି। ଯେଉଁଥିପାଇଁ ବହୁ କରୋନା ଅକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି। ସେଥିଲାଗି...
ଲକ୍ଡାଉନ୍: ଟ୍ରକ୍ରେ ଚାଲାଣ ହେଉଥିଲା ଗୁଟ୍ଖା, ଅଟକ ରଖି ଯାଞ୍ଚ କରୁଛି ପୋଲିସ
କେନ୍ଦୁଝର,୬।୫(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଲକ୍ଡାଉନ୍ ସମୟରେ ଯାଉଥିବା ଏକ ଗୁଟ୍ଖା ବୋଝେଇ ଟ୍ରକକୁ ଏସ୍ଆଇ ବିଶ୍ୱଜିତ୍ ବେହେରାଙ୍କ ନେତୃତ୍ୱରେ ଅଟକ ରଖି ଯାଞ୍ଚ କରାଯାଉଛି। ନକଲି, ଏକ୍ସପାଏରି ଗୁଟ୍ଖା ବେଆଇନ ଚାଲାଣ ହେଉଥିବା ସନ୍ଦେହ କରାଯାଉଥିବା ବେଳେ ତଦନ୍ତ...
ଚମ୍ପୁଆ ସେକ୍ସନରେ ୧୭ ହାତୀ
ଚମ୍ପୁଆ, ୬।୫(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳକୁ ପୁଣି ଲେଉଟିଲେ ହାତୀ ପଲ। ୨ ଦିନ ହେବ ଏହି ହାତୀ ପଲ ଚମ୍ପୁଆ ଓ ଉଖୁଣ୍ଡା ସେକ୍ସନ ଅଞ୍ଚଳରେ ଘୁରିବୁଲୁଥିବା ବେଳେ ବନ ବିଭାଗ ପକ୍ଷରୁ ନଜର ରଖାଯାଇଛି। ବର୍ତ୍ତମାନ ଚମ୍ପୁଆ...
ଲକ୍ଡାଉନ ଗାଇଡ୍ଲାଇନ୍ କହିଲେ ଜିଲାପାଳ
କେନ୍ଦୁଝର,୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ ଥାକରେ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ଆସନ୍ତାକାଲି ଅର୍ଥାତ୍ ୫ ତାରିଖରୁ ରାଜ୍ୟ ସରକାର ଘୋଷଣା କରିଥିବା ଲକ୍ଡାଉନ୍ ପାଇଁ ଜିଲା ଗାଇଡଲାଇନ ଉପସ୍ଥାପନ କରିଛନ୍ତି। ଏହା ୧୯ ମେ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହା...
Archives


