କରୋନା: ବନ୍ୟଜନ୍ତୁ ବି କଲବଲ
କେନ୍ଦୁଝର, ୪ା୫ (ସ୍ବ.ପ୍ର.): ଏକ ପକ୍ଷରେ ବ୍ୟାପକ ଜଙ୍ଗଲ ଧ୍ୱଂସ ଯୋଗୁ ବନ୍ୟ ଜନ୍ତୁ ବାସହରା ହୋଇଯାଇଥିବାବେଳେ ଖାଦ୍ୟାଭାବ ଯୋଗୁ ଜଙ୍ଗଲ ଛାଡି ଜନବସତି ମୁହାଁ ହେଉଛନ୍ତି । ଏଭଳି ବାଂଶପାଳ ଓ ତେଲକୋଇ ବ୍ଲକ ଅଞ୍ଚଳର ବଣ ଜଙ୍ଗଲରେ...
ଡାଇଗ୍ନୋଷ୍ଟିକ ସେଣ୍ଟରକୁ ୧ ଲକ୍ଷ ଜରିମାନା
କେନ୍ଦୁଝର, ୩।୫: କେନ୍ଦୁଝରଗଡ଼ ପୌରାଞ୍ଚଳରେ କୋଭିଡ୍ ଆଇନ ଉଲ୍ଲଂଘନ ଅଭିଯୋଗରେ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ସାଇଦେବ ଡାଇଗ୍ନୋଷ୍ଟିକ ସେଣ୍ଟର ମାଲିକଙ୍କଠାରୁ ୧ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। କରୋନା ସଂକ୍ରମଣ ପାଇଁ କଟକଣା...
ବଜ୍ରପାତରେ ଜଳିଗଲା ୨୯ ବଖରା
ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ ରବିବାର କାଳବୈଶାଖୀ ପ୍ରଭାବରେ ବୁଢ଼ୀକାପୁଡି ମହାନ୍ତ ସାହିରେ ବଜ୍ରପାତ ହୋଇଥିଲା। ଉକ୍ତ ଗ୍ରାମର...
ପାଟଣା ବଜାରର ସମସ୍ତ ଦୋକାନ ବନ୍ଦ
ପାଟଣା,୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଉଛି। ସହରାଞ୍ଚଳରେ ସରକାର ସପ୍ତାହାନ୍ତ ଶନିବାର ଓ ରବିବାର ଶଟ୍ଡାଉନ କରିଥିବା ବେଳେ ପାଟଣା ବଜାର କମିଟି ପକ୍ଷରୁ ଶନିବାରଠାରୁ ସପ୍ତାହାନ୍ତ ଶଟ୍ଡାଉନ ଘୋଷଣା କରାଯାଇଛି।...
କାଳବୈଶାଖୀର ତାଣ୍ଡବ: ଉଡ଼ିଲା ଘର ଛପର, ଭାଙ୍ଗିଲା ଶହ ଶହ ଗଛ
ପାଟଣା,୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ଓ ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘର ଛପର ଉଡ଼ିଯିବା ସହ ଶହ ଶହ ଗଛ ଭାଙ୍ଗି ପଡ଼ିଛି। ସାହାରପଡ଼ା ବ୍ଲକ ଖଡ଼ିକା ପଦା ପଞ୍ଚାୟତ ବୈଶାଖୀର ତାଣ୍ଡବ ବ୍ୟାପକ...
ରାତିରେ ପର ଘରେ ଆଶ୍ରୟ
ଚମ୍ପୁଆ, ୧।୫ (ଡି.ଏନ.ଏ.)-ଘର ଭାଙ୍ଗି ଯାଇଥିବାରୁ ଯେକୌଣସି ମୁହୂର୍ତ୍ତରେ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ଅର୍ଥ ଅଭାବ ଯୋଗୁ ଘରେ ଖଣ୍ଡେ କରିବା ତାଙ୍କ ପକ୍ଷେ କଷ୍ଟକର। ବହୁ କଷ୍ଟରେ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିପାରୁଛନ୍ତି। ଏପରି...
ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ
ବଣାଇ/ବଡ଼ବିଲ/ଟେନ୍ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ନିୟୁ...
ପାଟଣାରେ କୁଆପଥର ବର୍ଷା
ପାଟଣା,୨୯।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର କାଳବୈଶାଖୀ ପ୍ରଭାବରେ କୁଆପଥର, ଘଡ଼ଘଡ଼ି ସହ ବର୍ଷା ହୋଇଛି। ପାଟଣା ମୁଖ୍ୟାଳୟ, କେନ୍ଦେଇପଶି ଓ ତୁରୁମୁଙ୍ଗା ଅଞ୍ଚଳରେ କୁଆପଥର ବର୍ଷା ହୋଇଥିଲା। ବର୍ଷା ପରଠାରୁ ବିଦ୍ୟୁତ୍ ସରବରାହ ବ୍ୟାହତ...
ଶୁଖିବାକୁ ବସିଛି କାନଝରୀ ଡ୍ୟାମ୍
କେନ୍ଦୁଝର, ୨୯।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଜଳସେଚନ ପ୍ରକଳ୍ପ ବିଭିନ୍ନ କାରଣରୁ ଶୁଖିବାକୁ ବସିଛି। ବର୍ଷା ଅଭାବରୁ କାନଝରୀ ନଦୀର ଜଳସ୍ରୋତ ପ୍ରବାହ ବନ୍ଦ ହୋଇ ଯାଇଥିବାରୁ ବନ୍ଧକୁ ଜଳ ପ୍ରବେଶ କରୁନାହିଁ। ଫଳରେ ଡ୍ୟାମର...
୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ
କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ ଏହାର ସ୍ଥିତି ଅଧିକ ଗୁରୁତର ହୋଇ ପଡୁଛି। ଏଥିପାଇଁ ଜିଲାପାଳ ଆଶିଷ ଠାକରେ...
ଔଷଧ ଦୋକାନ ବାରଣ୍ଡାରେ ରୋଗୀଙ୍କୁ ଦିଆଯାଉଛି ସାଲାଇନ
ପାଟଣା,୨୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ମୁଖ୍ୟାଳୟଠାରେ ସେମବାର ସ୍ବାସ୍ଥ୍ୟ ସେବାର କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ବ୍ୟସ୍ତ ବହୁଳ ୪୯ନଂ. ରାଜପଥ ପାର୍ଶ୍ୱରେ ଏକ ଔଷଧ ଦୋକାନ ବାରଣ୍ଡାରେ ଜଣେ...
ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ୧୪ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍
କେନ୍ଦୁଝର,୨୬।୪(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଆସୁଥିବା ଲୋକଙ୍କ ପାଇଁ ଜିଲା ପ୍ରଶାସନ କଟକଣା ଜାରି କରିଛି। ଏଠାରୁ ଆସୁଥିବା ଲୋକ ୧୪ ଦିନ ଅନୁଷ୍ଠାନ କ୍ୱାରାଣ୍ଟାଇନ୍ ବାଧ୍ୟତାମୂଳକ। ସରପଞ୍ଚ ଓ ଓ୍ବାଡମେମ୍ବର ତଥା ସାମାଜିକ କର୍ମୀମାନେ ସଚେତନତା ସୃଷ୍ଟି କରିବା ସହ ବାହାରୁ...
Archives


