କେନ୍ଦୁଝର

ମାଗଣା ଚକ୍ଷୁ ଚିକିତ୍ସା ସହ ସ୍ବାସ୍ଥ୍ୟ ସେବା ଶିବିର

ପାଟଣା,୨୦।୪,(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେଗେନା ଠାରେ ରବିବାର ଇଣ୍ଡିଆନ ବାଇ ବାର୍ଥ ଫାଉଣ୍ଡେସନ ଏବଂ କେନ୍ଦୁଝର ସ୍ଥିତ ଭୂମିକା ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଓ ସ୍ବାସ୍ଥ୍ୟ ପରୀକ୍ଷା ଶିବିର...

ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୧ ହଜାରରୁ ଊଦ୍ଧର୍‌ବ ସକ୍ରିୟ ଆଗଧାଡ଼ିର କର୍ମୀଙ୍କୁ ସଂଗଠନ...

ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

କେନ୍ଦୁଝର,୧୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ ଘଟଗାଁ ମା’ତାରିଣୀଙ୍କ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ ଟାରେ ସେ ତାଙ୍କ...

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ ଠେଲାପେଲା ହୋଇଛି। ଉକ୍ତ ଘଟଣା ଦଳୀୟ ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛି। ସୂଚନା...

କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହେବା ସହ କିଛି ପରିବାରର ସର୍ବସ୍ବ ଉଜାଡି ଦେଇଛି ।...

ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ ସବୁକିଛି ଉଜାଡ଼ି ଦେଇଛି। କାଳବୈଶାଖୀ ପ୍ରଭାବରେ ମନହରପୁର ଗ୍ରାମରେ ବ୍ୟପକ କ୍ଷୟକ୍ଷତି ଘଟି...

ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ ବିରୋଧରେ ତାତିଲା ଭାଜପା

କେନ୍ଦୁଝର,୧୮ା(ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ରେ ୬ ହଜାର କୋଟିର ଅର୍ଥ ଲୁଟ୍‌ରେ ସିଧାସଳଖ ସଂପୃକ୍ତ ଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଶୁକ୍ରବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ସହରସ୍ଥିତ...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍‌ ସ୍ଲିପ୍‌ କରିବାରୁ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଘଟଣାସ୍ଥଳକୁ...

ସାଇବର ଠକଙ୍କୁ ସହଯୋଗ କରିବା ପଡ଼ିଲା ମହଙ୍ଗା

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପାଟଣା ଥାନା ସାହାରପଡ଼ାରୁ ସାଇବର ଠକଙ୍କୁ ସିମ୍‌କାର୍ଡ ବିକିବା ଅଭିଯୋଗରେ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ମିଟୁଆଣି ଗ୍ରାମର ସତ୍ୟଜିତ୍‌ ସିଦ୍ଧାର୍ଥ...

ସମାନ୍ୟ ବଚସାରୁ ଯୁବକଙ୍କ ନିର୍ମମ ହତ୍ୟା

ଆନନ୍ଦପୁର,୧୭।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ୮ନମ୍ବର ୱାର୍ଡ ବଡ଼ମଳିକ ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଭୁଜାଲି ବେକ କାଟି ଜଣେ ଯୁବକଙ୍କ ଅତି ନିର୍ମମ ଭାବେ ହତ୍ୟା...

ବିଜୁ ପଟ୍ଟନାୟକଙ୍କ ଜୀବନ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ

ପାଟଣା,୧୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ବିଜେଡି ପକ୍ଷରୁ ଗୁରୁବାର ଟାଙ୍ଗରପଡ଼ା ମଠରେ ପାଳିତ ହୋଇଛି। ପ୍ରବୀଣ ସାଧୀନତା ସଂଗ୍ରାମୀ, ଜନ ନାୟକ,ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ନିର୍ଭିକତା,କଳିଙ୍ଗକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri