୫୦୦ ଟଙ୍କା ପାଇଁ ମା’ଙ୍କୁ ହାଣିଲା ପୁଅ
ଆନନ୍ଦପୁର,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଞ୍ଚଳର ମଣ୍ଟୁ ଜେନା ଶନିବାର କୌଣସି କାରଣ ପାଇଁ ନିଜ ମା’ଙ୍କୁ ୫୦୦ ଟଙ୍କା ମାଗିଥିଲେ। ମା’ ଏତେ ଅର୍ଥ ଦେବାରେ ଅସମର୍ଥ ପ୍ରକାଶ କରି ମଣ୍ଟୁଙ୍କୁ ୩୦ ଟଙ୍କା ଦେବାରେ ସକ୍ଷମ ହୋଇଥିଲେ।…
ଦୁଇ ସଉତୁଣୀ କଳି ଲାଗି ଜଣେ କଲେ ଆତ୍ମହତ୍ୟା
ପାଟଣା,୧୧ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ବିଲ ପଞ୍ଚାୟତ ଖିଞ୍ଚିବେଡ଼ା ଗ୍ରାମର ମୁଣ୍ଡାସାହିରେ ଅଭାବନୀୟ ଘଟଣା ଘଟିଛି। ଶନିବାର ସକାଳୁ ଘର ଭିତରୁ ବିଷ୍ଣୁ ମୁଣ୍ଡାଙ୍କ ଦ୍ୱିତୀୟ ସ୍ତ୍ରୀ ରୀନା ମୁଣ୍ଡା (୩୫)ଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ପିନ୍ଧା…
କଲେଜ ଅଧ୍ୟକ୍ଷଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
ପାଟଣା,୧୦ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଝାରବେଡ଼ା ଗ୍ରାମରେ ଗୁରୁବାର ବିଲମ୍ବିତ ରାତିରେ ଗଜେନ୍ଦ୍ର ନାରାୟଣ ସାହୁଙ୍କ ଘର ପଛପଟ ଝରକା ଗ୍ରୀଲ ତାଡ଼ି ଘରେ ପଶି ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ…
ବିନା ପ୍ରଶିକ୍ଷଣରେ ସଫଳ
ପାଟଣା, ୯।୯ (ସ୍ବ.ପ୍ର.)-ଦୃଢ଼ ଇଛାଶକ୍ତି ଥିଲେ ଅସାଧ୍ୟ କାର୍ଯ୍ୟ ହାସଲ ହୁଏ। ସଫଳତାର ଶୀର୍ଷରେ ମଣିଷ ପହଞ୍ଚି ପାରେ। ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତର ଦୁର୍ଗାଦେଇପୁର ଶାସନ ଗ୍ରାମର ଯୁବ ସଙ୍ଗୀତ…
ଶ୍ରୀହୀନ ଗଡ଼ଖାଇ, ରାଜବାଟୀ
କେନ୍ଦୁଝର, ୮।୯(ସ୍ବ.ପ୍ର.)-ଚୂଳିଆ ପାହାଡ଼ରୁ ଜୁଡିଆ ଘାଟି ପର୍ଯ୍ୟନ୍ତ ବିସ୍ତୃତ ପର୍ବତ ପାଦ ଦେଶରେ ବିଦ୍ୟମାନ କେନ୍ଦୁଝର ପୁରାତନ ରାଜବାଟୀ। ଏହାର ସୁରକ୍ଷା ପାଇଁ ପଶ୍ଚିମ ଓ ପୂର୍ବରେ ରହିଛି ୨ଟି ଗଡ଼ଖାଇ। ଅନ୍ୟ ଦୁଇ ପାର୍ଶ୍ୱରେ ସୁଉଚ୍ଚ ପର୍ବତମାଳା। ବାହ୍ୟଶତ୍ରୁ ଆକ୍ରମଣରୁ…
ଫେକ୍ ଆକାଉଣ୍ଟରେ ନାବାଳିକାଙ୍କ ଅଶ୍ଳୀଳ ଫଟୋ, ଯୁବକ ଗିରଫ
ପାଟଣା, ୮।୯(ସ୍ବ. ପ୍ର.): ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା ଓ ତାଙ୍କ ମା’ ବାପାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କରିବା ସହ ବାରମ୍ବାର ଧମକ ଦେଉଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ କେନ୍ଦୁଝର…
କ୍ଷତି ସହୁଛନ୍ତି ମକା ଚାଷୀ
ଚମ୍ପୁଆ,୭।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍ଏସି ଅନ୍ତର୍ଗତ ଗୋଧୂଳି ଗ୍ରାମ ମକା ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି। ଗୋଧୂଳି ଅଞ୍ଚଳ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଧାନ ଚାଷ ଅପେକ୍ଷା ମକା ଚାଷକୁ ଏଠାକାର ଲୋକ ଗୁରୁତ୍ୱ ଦେଇଥାନ୍ତି।…
ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ, ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ
ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ସାହୁ କମ୍ପ୍ଲେକ୍ସ ଭିତରୁ ଏସ୍ବିଆଇର ଏଟିଏମ୍କୁ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଭାଙ୍ଗି ଲୁଟ୍ ଉଦ୍ୟମ କରିଛନ୍ତି। ସୋମବାର ସକାଳୁ କିଛି…
ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ
ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍ କରି ଫେସବୁକ୍ରେ ଛାଡ଼ିବା ଦୁଇ ଯୁବକଙ୍କୁ ମହଙ୍ଗା ପଡ଼ିଛି। ନାବାଳିକାଙ୍କ ବାପାଙ୍କ ନାମରେ ଫେକ୍ ଆକାଉଣ୍ଟ ଖୋଲି…
ତାଲା କାଟି ଦୋକାନରୁ କରୁଥିଲେ ଚୋରି, ଯୁବକଙ୍କୁ ଦେଖି ବାଇକ୍ ଛାଡ଼ି ମାରିଲେ ଚମ୍ପଟ
ପାଟଣା,୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ଉପରେ ଥିବା ଏକ ଦୋକାନରୁ ଚୋରି ଉଦ୍ୟମ ହୋଇଛି। ଚିରଞ୍ଜୀବ ଦାଶଙ୍କ ଜେରକ୍ସ ଭେରାଇଟି ଷ୍ଟୋରରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ତାଲା କାଟି ଚୋରି ଉଦ୍ୟମ କରୁଥିବା ସମୟରେ ରାସ୍ତାରେ ଯାଉଥିବା…
ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କୁ ଧକ୍କା ଦେଇ ବୋଲେରୋ ଫେରାର
ପାଟଣା,୪।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ନିରଞ୍ଜନ ସ୍ବାଇଁ ଶନିବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ନିଜ ଗ୍ରାମ ମଲହାରପଦାରୁ ସାହାରପଡା ଯାଉଥିବା ବେଳେ ଜାମୁଦା-ବିଲା ରାସ୍ତାର ଲୁଙ୍ଗା ଛକଠାରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଏକ ବୋଲେରୋ ତାଙ୍କୁ…
ପୁଅ ହତ୍ୟା ମାମଲା: ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ
ଚମ୍ପୁଆ,୪।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଦୋଳଗୋବିନ୍ଦ ବାରିକ ଏକ ହତ୍ୟା ମାମଲାର ବିଚାର କରି ଶନିବାର ଦୋଷୀ ଦମ୍ପତିଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ପ୍ରକାଶ ଯେ, ବାମେବାରୀ ଥାନା ଅଧୀନ ବଳଭଦ୍ରପୁର ଗ୍ରାମର ନାରାୟଣ ମହାନ୍ତ ଟ୍ରାନସ୍ପୋର୍ଟିଂ…
Archives


