ମରୁଡ଼ି ଅଞ୍ଚଳ ପରିଦର୍ଶନ କଲେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଟିମ୍
ପାଟଣା,୪ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ନିଅଣ୍ଟିଆ ବର୍ଷା ନେଇ ଶନିବାର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଏକ ଟିମ୍ ମରୁଡ଼ି ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ଟିମ୍ ପାଟଣା ବ୍ଲକ ଅଧୀନ ତୁରୁମୁଙ୍ଗା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ…
ଦୁର୍ଘଟଣାରେ ଗଲା ଦାଦାଙ୍କ ଜୀବନ, ପୁତୁରା ଗୁରୁତର
ଢେଙ୍କିକୋଟ, ୩।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ସାନ୍ତରାପୁର ପଞ୍ଚାୟତ ରାଇବଣ ସାହି ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବାଇକ୍ ଦୁର୍ଘଟଣା ଘଟିଛି। ଏଥିରେ ଦାଦାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ହୋଇଛନ୍ତି। ମୃତକ ହେଲେ ସଦର ଥାନା…
ମୃତ ହିତାଧିକାରୀଙ୍କ ନାଁରେ କୋଭିଡ୍ ସହାୟତା ହଡ଼ପ: ତଦନ୍ତ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ
କେନ୍ଦୁଝର,୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ପଞ୍ଚୟାତରେ କୋଭିଡ୍ ସହାୟତା ରାଶି ଓ ରାଶନ ସାମଗ୍ରୀ ହଡ଼ପ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗତବର୍ଷ ୧୪ଜଣ ମୃତ ହିତାଧିକାରୀଙ୍କ ନାମରେ ଆସିଥିବା ଏକ ହଜାର ଲେଖାଏ ସହାୟତା ବାବଦ…
ଶ୍ବଶୁର ଘର ଆସି ଆଉ ଫେରିଲେନି ଜ୍ୱାଇଁ
ପାଟଣା,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ଖୁଣ୍ଟାପିଙ୍ଗୁ ଗାଁ ନିକଟ ଏକ କାଜୁ ବଗିଚାରୁ ରବିବାର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା…
କେନ୍ଦୁଝରରେ ପ୍ରିୟ ବିଦେଶୀଙ୍କ ନାଲି ଚା’
କେନ୍ଦୁଝର, ୨୯ା୮(ସ୍ବ.ପ୍ର.): କେନ୍ଦୁଝର ସହରର ବିଭିନ୍ନ ସାହି ଗଳିରେ ଚା’ ଦୋକାନ ଖୋଲିଛି। କିନ୍ତୁ ସିନେମା ହଲ ନିକଟରେରେ ଥିବା ବିଦେଶୀ ନାୟକ(୭୧)ଙ୍କ ଦୋକାନରୁ ଚା’ପିଇବାର ମଜା ଅଲଗା। ଏଥିପାଇଁ ସକାଳ ଓ ସନ୍ଧ୍ୟାରେ ଭିଡ ଜମିଥାଏ। ଚାକିରିଆ ଲୋକଙ୍କ ଠାରୁ…
ଏମିତି ଆସେ ବିପଦ: ଶୋଇଥିଲେ, ରାତିରେ ଛପର ଫଟେଇ ଘରେ ଗଛ
ପାଟଣା,୨୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଗ୍ରାମ ନାଏକ ସାହିର ପ୍ରଦୀପ ଦାସଙ୍କ ଘର ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଗଛ ପଡ଼ିଯାଇଛି। ଏଥିରେ ତାଙ୍କର ୨ ବଖରା ଭାଙ୍ଗି ଯାଇଛି। ଏହି ସମୟରେ ଘରେ ଶୋଇଥିବା ପ୍ରଦୀପଙ୍କ ସ୍ତ୍ରୀ…
ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା
କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି କରିଛି। ଗତ ଜୁଲାଇ ୩୦ ତାରିଖ ଅପରାହ୍ନରେ ଏକ ବଡ଼ ପଥର ଖସିବାରୁ…
ଡିଡି କଲେଜ ପାଚେରି ଭଙ୍ଗାକୁ ନେଇ ବିବାଦ
କେନ୍ଦୁଝର,୨୫ା୮(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରାଞ୍ଚଳରେ ଥିବା ଧରଣୀଧର ସ୍ବୟଂଶାସିତ(ଡିଡି) ମହାବିଦ୍ୟାଳୟର ପାଚେରି ଭଙ୍ଗାକୁ ନେଇ ବିବାଦ ମୁଣ୍ଡ ଟେକିଛି। ଜବରଦଖଲ ଉଚ୍ଛେଦ ନାମରେ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ସୂଚନା ନ ଦେଇ କଲେଜ ପାଚେରି ଭଙ୍ଗା ଯାଇଥିବାରୁ ପରିସର ଅସୁରକ୍ଷିତ ହୋଇପଡ଼ିଛି। କେନ୍ଦୁଝର ସହରରେ…
ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି କନଷ୍ଟେବଳ ଗିରଫ
କେନ୍ଦୁଝର,୧୮ା୮(ସ୍ବ.ପ୍ର.): ଜିଲା ମୁଖ୍ୟ ଡାକ୍ତରଖାନାର ଟିକାକରଣ କେନ୍ଦ୍ରରେ କାର୍ଯ୍ୟରତ ଜଣେ ସ୍ବାସ୍ଥ୍ୟ ବିଭାଗ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି। ତାଙ୍କ ନାମ ପରମେଶ୍ବର ସେଠୀ ଏବଂ ଘର ପାଟଣା ବ୍ଲକ ଅଞ୍ଚଳରେ…
ଦେଶୀମଦ ରନ୍ଧାକୁ ନେଇ ରାସ୍ତାରୋକୋ କଲେ ମହିଳା, ଭାଙ୍ଗିଲେ ଭାଟି
ପାଟଣା,୧୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଡିଆନାଳି ଛକ ନିକଟରେ ବୁଧବାର ପୂର୍ବାହ୍ନରେ ଶତାଧିକ ମହିଳା ମିଶି ଗାଁରେ ପ୍ରସ୍ତୁତ ହେଉଥିବା ବେଆଇନ ଦେଶୀମହୁଲି ମଦକୁ ଜବତ କରିବା ସହ ଗାଁରେ ବିକ୍ରି…
ସ୍ଥାନୀୟ ଲୋକଙ୍କୁ ମିଳୁନି ନିଯୁକ୍ତି ସୁବିଧା: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଜୁରୁଡ଼ିବାସୀ
କେନ୍ଦୁଝର,୧୮ା୮(ସ୍ବ.ପ୍ର.): ଖଣି ଅଞ୍ଚଳରେ କାମ ଧନ୍ଦା ପାଉ ନ ଥିବାରୁ ଅସନ୍ତୋଷ ବଢ଼ୁଥିବା ବେଳେ କେତେକ ଖଣି ସଂସ୍ଥା ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ନ ଦେଇ ବାହାର ଲୋକଙ୍କୁ ନିଯୁକ୍ତି ଦେଉ ଥିବାରୁ ଅସନ୍ତୋଷ ତୀବ୍ର ରୂପ ଧାରଣ କରିବାକୁ ଯାଉଛି।…
ପାଟଣା ରେଞ୍ଜରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ
ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ସାଉଥ୍ ବିଟ୍ରେ ୧ ସପ୍ତାହରୁ ଊଦ୍ଧର୍ବ ସମୟ ହେବ ୨୬ ଟିକିଆ ଝାଡ଼ଖଣ୍ଡୀ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ସୋମବାର ବିଳମ୍ବିତ ରାତିରେ ହାତୀପଲ କୁଚିଆବେଡ଼ା ଓ ପଳାସପଡ଼ା ଗାଁରେ…
Archives


