କେନ୍ଦୁଝର

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି ନ…

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି ଜିଲାର…

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ ଶୁକ୍ରବାର…

ଛେଳିର ଅନ୍ତ୍ୟେଷ୍ଟିକ୍ରିୟା

ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ ମିଳିଛି। ପୁଅ ଭଳି ପାଳି ଆସିଥିବା ଖାସି ଛେଳି ‘ମାତାଲ’ର ମୃତ୍ୟୁରେ ମ୍ରିୟମାଣ ହେବା…

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର ଶିକାର…

କରୋନା କଟକଣା ମଧ୍ୟରେ ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ

କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ ମନ୍ଦିର ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିରରେ ମଧ୍ୟ ଅନୁରୂପ ଭାବେ ଶିବ ପାର୍ବତୀଙ୍କ ବିବାହ ମଙ୍ଗଳବାର…

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି ଧକ୍କା…

ଏଥର ବି ରଜ ଫିକା

କେନ୍ଦୁଝର, ୧୪।୬ (ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତବର୍ଷ କେନ୍ଦୁଝର ଜିଲାର ପ୍ରମୁଖ ଗଣପର୍ବ ରଜ ମହୋତ୍ସବ ଫିକା ପଡ଼ିଯାଇଛି । ଏହି ଉତ୍ସବ ପାଳନ ନେଇ ପୂର୍ବରୁ ପ୍ରଶାସନ ଗାଇଡଲାଇନ ପ୍ରସ୍ତୁତ କରି ସାର୍ବଜନୀନ ପାଳନ ଏବଂ ସମାବେଶକୁ ବାରଣ…

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ ଲାଇନର…

ଦରବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଂଗ୍ରେସ ତରଫରୁ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଙ୍ଗକୁ ଆର୍ଥିକ ମାନ୍ଦା ଅବସ୍ଥା ଓ ବେକାରୀ ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ବ୍ଲକ କଂଗ୍ରେସ ତରଫରୁ ତୁରୁମୁଙ୍ଗା…

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩…

ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଭଦ୍ରାସାହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri