କେନ୍ଦୁଝର

ଓଢଣୀ ଲଗାଇ ଝୁଲି ପଡ଼ିଲେ ନାବାଳିକା

ପାଟଣା,୨।୫(ସ୍ବ.ପ୍ର.):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ମଲାରପଦା ଗାଁ ନିକଟ ଏକ ସିମିରିଆ ଗଛରୁ ଜଣେ ୧୭ ବର୍ଷୀୟା ନାବାଳିକାଙ୍କର ଝୁଲନ୍ତା ମୃତଦେହ ସୋମବାର ସକାଳୁ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା କରଞ୍ଜିଆ ଥାନା କାଠ କରଞ୍ଜିଆ ଗ୍ରାମର…

ଗ୍ୟାରେଜ ଭିତରକୁ ପଶିଗଲା ଟ୍ରକ୍‌, ଚାଳକ ଗୁରୁତର

ପାଟଣା,୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉକ୍ତ ଟ୍ରକ୍‌ଟି ରବିବାର ବିଳମ୍ବିତ ରାତିରେ ଏକ ଗ୍ୟାରେଜ ଘର ଭିତରକୁ ଭାରସାମ୍ୟ…

ଖର୍ଚ୍ଚ ଚାଲିଛିି, ତଦାରଖ ହେଉନି

କେନ୍ଦୁଝର,୩୦।୪(ସ୍ବ.ପ୍ର.) ଓଡ଼ିଶା ପ୍ରସିଦ୍ଧ ସାନଘାଗରା ଜଳପ୍ରପାତର ବିକାଶ ପାଇଁ ପର୍ଯ୍ୟଟନ ବିଭାଗ ବହୁ ଅର୍ଥ ଖର୍ଚ୍ଚ କରିବା ସହ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ ବିଭିନ୍ନ ପ୍ରକାରର ବ୍ୟବସ୍ଥା କରୁଛି। କିନ୍ତୁ ଉପଯୁକ୍ତ ତଦାରଖ ଅଭାବରୁ କାମର ମାନକୁ ନେଇ ଏବେ…

ଏନ୍‌ଜିଟିରେ ହାଜର ହେଲେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୩୦ା୪(ସ୍ବ.ପ୍ର.): ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି) କୋଲକାତା ବେଞ୍ଚରେ ଶୁକ୍ରବାର କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ ଏବଂ ଘଷିପୁରା ତହସିଲଦାର ବାବୁଲି ପେରେଇ ହାଜର ହୋଇ ସେମାନଙ୍କ ପକ୍ଷ ରଖିଛନ୍ତି। ପକ୍ଷ ରଖିବା ସମୟରେ ଧାର୍ଯ୍ୟ ହୋଇଥିବା ୭.୩୦ କୋଟି ଟଙ୍କା…

ସଞ୍ଜ ହେଲେ ତାଟିକବାଟ ବନ୍ଦ

ଯୋଡ଼ା/ଚମ୍ପୁଆ,୨୯ ।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମୟୂରଭଞ୍ଜ ଜିଲାରୁ ଆସିଥିବା ହାତୀପଲ ଆତଙ୍କ ଖେଳାଇଛନ୍ତି। ଦୁଇ ଦିନ ହେଲା ଏହି ହାତୀପଲ ଚମ୍ପୁଆ ରେଞ୍ଜର ରଜିଆ, ପତଳା,ବର୍ଦ୍ଧନା ପ୍ରଭୃତି ଅଞ୍ଚଳରେ ଉତ୍ପାତ କରୁଛନ୍ତି। ଯାହା ଫଳରେ ଗ୍ରାମବାସୀ ସା…

କେନ୍ଦୁଝର ଜିଲାପାଳଙ୍କୁ ପୁଣି ସମନ

କେନ୍ଦୁଝର, ୨୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ୍‌ ଠାକରେଙ୍କୁ ପୁଣି ସମନ କରିଛନ୍ତି ଜାତୀୟ ଜନଜାତି କମିଶନ। କମିଶନଙ୍କ ସଦସ୍ୟ ଅନନ୍ତ ନାୟକଙ୍କ ଇଜ୍‌ଲାସରେ ମେ’୯ ଦିନ ୧୧ଟାରେ ହାଜର ହେବା ପାଇଁ ଜିଲାପାଳଙ୍କୁ କୁହାଯାଇଛି। ପ୍ରତିନିଧି ନୁହେଁ, ବ୍ୟକ୍ତିଗତ ଭାବେ ହାଜର…

ହାଇଟେକ୍‌ ନର୍ସରିରେ ପ୍ରସ୍ତୁତ ହେଉଛି ଚାରା

କେନ୍ଦୁଝର,୨୮।୪(ସ୍ବ.ପ୍ର.): ଗତ କିଛି ବର୍ଷ ହେଲା କେନ୍ଦୁଝର ଜିଲାରେ ରାସ୍ତାଘାଟ ନିର୍ମାଣ ଓ ସଂପ୍ରସାରଣ ତଥା ଖଣିଖାଦାନ, କ୍ୱାରୀ ଆଦି ଯୋଗୁ ବ୍ୟାପକ ଜଙ୍ଗଲ ନଷ୍ଟ ହେଉଥିବାରୁ ଏହାର ପରିଣତି ଆଜି ଜିଲାବାସୀ ପ୍ରବଳ ଗରମ ଭୋଗୁଛନ୍ତି। ଏଣୁ ଏବେ ବନ…

୧୭୬ ଦେଶରେ ବ୍ୟବହାର ହେଉଛି ଓଡ଼ିଆ ଛାତ୍ର ଦେବାଶିଷଙ୍କ ଆପ୍‌

ଯୋଡ଼ା,୨୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଛାତ୍ର ଦେବାଶିଷ ବେହେରା ଫିଜବି ମୋବାଇଲ ଆପ୍‌ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି। ଏହି ଆପ୍‌ ଜରିଆରେ ଫ୍ରି ଆଣ୍ଡ୍‌ ସିକ୍ୱର ଭାବେ ଭିଡିଓ କନଫରେନ୍ସିଂ ସେବା ଉପଲବ୍ଧ ରହିଛି। ଏକକାଳୀନ ୭୦ ଜଣ…

ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପୁରୁମୁଣ୍ତା ପଞ୍ଚାୟତରେ ୨୦୧୭ ମସିହା ମଧ୍ୟରେ ପଟାବାରୀ ଗ୍ରାମରେ ଚାଲିଥିବା ମନରେଗା ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି। ଏହି ଘଟଣାରେ ଜିଲା ପ୍ରଶାସନ ତୁରନ୍ତ ତଦନ୍ତ କରିବାକୁ ଦାବି ହୋଇଛି।…

ସିଗାରେଟ୍‌ ଦେବାରେ ବିଳମ୍ବ ହେବାରୁ ଫୁଟିଲା ଗୁଳି, ଜଣେ ଗୁରୁତର

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବାହାଳୀ ଛକରେ ସିଗାରେଟ ଦେବାରେ ବିଳମ୍ବ ହେବାରୁ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଜଣେ ଗ୍ରାହକ ସାମାନ୍ୟ ସିଗାରେଟ ଟାଣିବା ପାଇଁ ବଚସା ପରେ ଦୋକାନୀଙ୍କୁ ଗୁଳିମାଡ଼ କରିଥିବା…

ଘରୁ ଡାକି ନେଇ ପିଟିପିଟି ମାରିଦେଲେ

କେନ୍ଦୁଝର,୨୬ା୪(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ମନୋହରପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଚାରିଜଣ ଯୁବକ ଲୁହାଛଡ଼ରେ ପିଟିପିଟି ହତ୍ୟା କରିଛନ୍ତି। ମୃତକ ହେଲେ ମନୋହରପୁର ଗ୍ରାମର ଭାଗ୍ୟଧର ଘଣା(୩୯)। ସୂଚନାଯୋଗ୍ୟ,…

ପଲିଥିନ ନ ଘୋଡ଼ାଇ ପରିବହନ

ଚମ୍ପୁଆ, ୨୬।୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଖଣି ଖାଦାନ ଅଞ୍ଚଳ ଭାବେ ବେଶ ପରିଚିତ। ଉକ୍ତ ଖଣି ଖାଦାନରୁ ଦୈନିକ ହଜାର ହଜାର ଟ୍ରକ ଏବଂ ଟ୍ରେଲର୍‌ରେ ଲୁହା ପଥର ଓ ଗୁଣ୍ଡ(ଫାଇନ୍ସ) ବାହାର ରାଜ୍ୟକୁ ଚାଲାଣ କରାଯାଉଛି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?