କେନ୍ଦୁଝର

ପ୍ରଶିକ୍ଷଣ ଦେଇ ପୁରସ୍କୃତ କଲା ଟିପିଏନ୍‌ଓଡିଏଲ୍‌

କେନ୍ଦୁଝର, ୨୬।୪(ସ୍ବ.ପ୍ର.) ଟାଟାପାୱାର ନର୍ଦ୍ଦନ ଓଡ଼ିଶା ଡିଷ୍ଟିବ୍ୟୁଶନ୍‌ ଲିମିଟେଡ୍‌ (ଟିପିଏନଓଡିଏଲ୍‌) ପକ୍ଷରୁ ଚଳିତମାସ ୬ତାରିଖରେ ବାରିପଦା ଓ ୨୦ ତାରିଖରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ନେଇ କେନ୍ଦୁଝର ସଂସ୍କୃତି ଭବନ ଅଡିଟୋରିୟମ୍‌ରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଅନୁଷ୍ଠିତ…

୧୫ ଦିନ ଅନ୍ଧାରରେ ଖୁଣ୍ଟାପଡ଼ାବାସୀ

ପାଟଣା,୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମରେ ଦୀର୍ଘ ୧୫ ଦିନ ହେବ ୨୫ କେଭିର ବିଦ୍ୟୁତ ଟ୍ରାନ୍ସଫର୍ମର ବଜ୍ରପାତରେ ପୋଡ଼ିଯିବା ପରେ ୪୦ରୁ ଉଦ୍ଧର୍‌ବ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ…

ପେଭର ବ୍ଲକ ବଢ଼ାଉଛି ଉତ୍ତାପ

କେନ୍ଦୁଝର, ୨୫।୪ (ସ୍ବ.ପ୍ର.): ଥଣ୍ଡା ପରିବେଶ ପାଇଁ ପ୍ରସିଦ୍ଧି ଲାଭ କରିଥିବା କେନ୍ଦୁଝର ଜିଲାରେ ଗତ କିଛି ବର୍ଷ ହେଲା ବ୍ୟାପକ ଜଙ୍ଗଲ କ୍ଷୟ ଓ ବହୁ ମାତ୍ରାରେ କଙ୍କ୍ରିଟ ଜଙ୍ଗଲ ସୃଷ୍ଟି ଯୋଗୁ ଏହାର ପୁରୁଣା ଗୌରବ ହ୍ରାସ ପାଇବାକୁ…

କାଞ୍ଜିପାଣି ଘାଟିରେ ନିଆଁ

କେନ୍ଦୁଝର, ୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅନ୍ତର୍ଗତ କାଞ୍ଜିପାଣି ଘାଟି ଜଙ୍ଗଲର ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବାରୁ ବ୍ୟାପକ ଜଙ୍ଗଲ ପୋଡ଼ି ଯାଇଛି। କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିଥିବାବେଳେ ଏଭଳି ନିଆଁ ପରିବେଶକୁ ଅଧିକ ଉତ୍ତପ୍ତ କରିଦେଉଛି।…

ଖରାଛୁଟିକୁ ନେଇ ବଢ଼ୁଛି ଅସନ୍ତୋଷ

ଆନନ୍ଦପୁର,୨୫।୪(ସ୍ବ.ପ୍ର): କରୋନା ମହାମାରୀ ପାଇଁ ଦୁଇ ବର୍ଷ ବ୍ୟବଧାନ ପରେ ବିଦ୍ୟାଳୟ ଗୁଡିକରେ ପାଠପଢା ସ୍ବାଭାବିକ ହେବାରେ ଲାଗିଛି। ସରକାରୀ ସ୍ତରରେ ଛାତ୍ରୀଛାତ୍ରୀଙ୍କ ପାଠ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ ଠିକଣା ସମୟରେ ଶେଷ କରିବା ତପତ୍ରତା ପ୍ରକାଶ ପାଇଛି। ଏହିକ୍ରମରେ ଗ୍ରୀଷ୍ମ ପ୍ରବାହ…

ରଙ୍ଗିନ ଅଣ୍ଡାକୁ ନେଇ ଚର୍ଚ୍ଚା

କେନ୍ଦୁଝର, ୨୪।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସଲିମ ବସ୍ତିର ଅଙ୍ଗନଓ୍ବାଡି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ଅଣ୍ଡାକୁ ନେଇ ଚର୍ଚ୍ଚାର ବିଷୟ ହୋଇଛି। ଏହି ରଙ୍ଗିନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ା ପିଲା…

ଶହେ ଟଙ୍କା ପାଇଁ ମା’ଙ୍କୁ ହତ୍ୟା

ବାରିପଦା ଅଫିସ,୨୪।୪: ମାତ୍ର ଶହେ ଟଙ୍କା ପାଇଁ ନୃଶଂସ ପୁଅ ଠେଙ୍ଗାରେ ପିଟି ପିଟି ନିଜ ମା’ଙ୍କୁ ହତ୍ୟା କରିବା ଆଲୋଡ଼ନ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ ହାଟପଡ଼ିଆ ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତ ମହିଳା…

ଦନ୍ତା ଆକ୍ରମଣରେ ବୃଦ୍ଧଙ୍କ ଜୀବନ ଗଲା

ଘସିପୁରା/ଆନନ୍ଦପୁର,୨୩ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଘସିପୁରା ବ୍ଲକ ଦେଓଗାଁ ରେଞ୍ଜ ଅଧୀନ ନୂଆବରିପାଳ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ନାରଙ୍ଗପୁର ଗ୍ରାମର ଦୁଃଶାସନ ଜେନା(୬୮)। ଦୁଃଶାସନ ଶନିବାର ସକାଳ ସମୟରେ ନୂଆବରିପାଳ ଜଙ୍ଗଲକୁ…

ଭୁଲ ଇଞ୍ଜେକ୍ସନ ଦେବାରୁ ଗାଈର ଜୀବନ ଗଲା: ନକଲି ଡାକ୍ତରଙ୍କୁ ପୋଲିସର ପଚରାଉଚରା

ଆନନ୍ଦପୁର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ କଲୋନୀ ସାହିର ବାଇନ ନାହାକଙ୍କ ଗର୍ଭଣୀ ଗାଈକୁ ୪ଟି ଇଞ୍ଜେକସନ୍‌ ଓ ଦୁଇଟି ପାଣି ଔଷଧ ଦିଆଯିବା ପରେ ଗାଈର ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗାଈକୁ ଇଞ୍ଜେକସନ୍‌ ଦେଇଥିବା ବ୍ୟକ୍ତି…

ନାବାଳିକାଙ୍କୁ ଅସଦାଚରଣ କରି ବୃଦ୍ଧ ଗିରଫ

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂ ହାଟିଂରେ ଶୁକ୍ରବାର ଅପରାହ୍ନରେ ଜଣେ ୧୦ ବର୍ଷର ନାବାଳିକାକୁ ଉକ୍ତ ଅଞ୍ଚଳର ୬୭ ବର୍ଷୀୟ ବୃଦ୍ଧ କ୍ରୀଷ୍ଣା ପ୍ରସାଦ କେଶରୀ ଉଲଗ୍ନ କରି ଅସଦାଚରଣ କରିବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ଗତକାଲି…

ଘର ସାମ୍ନାରୁ ଯୁବକ ଚୋରି କରିଥିଲେ ବାଇକ୍‌, ଆଜି ପଡ଼ିଲେ ଧରା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ପୋଲିସ ମୋଟର ସାଇକେଲ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କେନ୍ଦୁଝର ସହର ଗାୟତ୍ରୀ ମନ୍ଦିର ଲେନ୍‌ରେ ରହୁଥିବା ସନ୍ତୋଷ ବେହେରାଙ୍କ ଏକ ମୋଟରସାଇକେଲ ଓଡି-୦୯ ଏଫ୍‌ ୧୩୯୯ ତାଙ୍କ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ରଙ୍ଗୀନ ଅଣ୍ଡା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସ୍‌ଲିମ ବସ୍ତିର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ରଙ୍ଗୀନ ଅଣ୍ଡାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ରଙ୍ଗୀନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପିଲାମାନଙ୍କୁ ଦିଆଯାଇଥିବା ଅଣ୍ଡା ମଧ୍ୟରୁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?