କେନ୍ଦୁଝର

୨ ଫୁଟ ଉଠିଲା ୨ ମହଲା କୋଠା

କେନ୍ଦୁଝର,୨୧ା୧: ଅତ୍ୟାଧୁନିକ ଜ୍ଞାନ କୌଶଳରେ ଏକ ଦୁଇ ମହଲା କୋଠାଘରକୁ ୨ଫୁଟ ଉପରକୁ ଉଠାଯିବା ଘଟଣା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି। ବିହାର ଅଞ୍ଚଳର ପପୁ ଯାଦବ ଏବଂ ତାଙ୍କ ସାଥୀଙ୍କ ସହଯୋଗରେ ଜେକ ଲଗାଇ ଏହି ଘରକୁ ଉଠାଯାଇଛି।...

କୃଷି ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ

କେନ୍ଦୁଝର,୨୦।୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ତିନି ନୂଆ କୃଷି ଆଇନକୁ ବିରୋଧ କରି ବୁଧବାର ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଙ୍ଗଠନ ପକ୍ଷରୁ କେନ୍ଦୁଝର ଠାରେ ଏକ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଶୋଧନ ଆଇନ, ଘରୋଇ...

ଜଙ୍ଗଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ପାଟଣା,୧୯।୧: କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଉଦୟପୁର ବିଟ୍‌ ବଲାଣି ପଶି ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର କିଛି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଫଳରେ ୧୫ ଶହରୁ ଊର୍ଦ୍ଧ୍ୱ ଆକାଶିଆ ଗଛ ପୋଡି ନଷ୍ଟ ହୋଇଯାଇଛି। ଖବର...

ଯୋଡ଼ାରେ ଲିଖିତ ପରୀକ୍ଷା, ଝାଡ଼ଖଣ୍ଡରେ ସାକ୍ଷାତକାର

ଯୋଡ଼ା,୧୯ା୧(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ଥିବା ଏକ କମ୍ପାନୀରେ ବିଭିନ୍ନ ପଦ ପଦବୀରେ ନିଯୁକ୍ତି ପାଇଁ ହୋଇଥିବା ପ୍ରାର୍ଥୀ ଚୟନ ପ୍ରକ୍ରିୟାରେ ଅର୍ଥ କାରବାର ହୋଇ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି ା ଅଭିଯୋଗ ଅନୁଯାୟୀ, ଉକ୍ତ କମ୍ପାନୀର ଖଣ୍ଡବନ୍ଧ...

ଖୋଲିଲା ଘଟଗାଁ ତାରିଣୀ ପୀଠ

ଘଟଗାଁ/କେନ୍ଦୁଝର,୧୮।୧: ଦୀର୍ଘ ୧୦ମାସ ପରେ ଖୋଲିଲା ଘଟଗାଁ ମା’ତାରିଣୀ ପୀଠ। ସୋମବାର ସକାଳେ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ପରେ ସାଧାରଣ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତଙ୍କ ପରିବାର ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ମା’ଙ୍କୁ ଦର୍ଶନ...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ

ପାଟଣା,୧୮। ୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଗୋଡିପୋଖରୀ ଗ୍ରାମ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଉଛନ୍ତି ଗୋଡିପୋଖରୀ ଗ୍ରାମର ରୁଷିକାନ୍ତ ମହାନ୍ତ । ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନ...

ପାଟଣାରେ କରୋନା ଯୋଦ୍ଧାଙ୍କୁ ଟିକାକରଣ

ପାଟଣା,୧୮।୧( ସ୍ବ.ପ୍ର):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାରଠାରୁ କରୋନା ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦେବାର ବ୍ୟବସ୍ଥା ହୋଇଛି। କାର୍ଯ୍ୟକ୍ରମକୁ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା. ଚିତ୍ତରଞ୍ଜନ ନାଏକଙ୍କ ଉପସ୍ଥିତିରେ ପାଟଣା...

ଭାଜପାକୁ ଟାର୍ଗେଟ କଲେ ନିରଞ୍ଜନ, ଆକ୍ରମଣ ଘଟଣାରେ ଜଣେ ଅଟକ

କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ ଉଦ୍ୟମ ଜାରି ରଖିଛି ବୋଲି ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁ କହିଛନ୍ତି।...

ଆଜି ଖୋଲିଲା ମା’ ତାରିଣୀଙ୍କ ମନ୍ଦିର

କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତ ପରିବାରଙ୍କ ପାଇଁ ୮ରୁ ୯...

ଦୋକାନ ଆଜବେଷ୍ଟସ୍‌ ଭାଙ୍ଗି ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି

ପାଟଣା,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ପାଟଣା ମୁଖ୍ୟ ବଜାରର ଏକ ଗହଣା ଦୋକାନରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦୋକାନରୁ ୨୦ଲକ୍ଷରୁ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଓ ରୁପା ଗହଣା ଚୋରି ହୋଇଥିବା ପାଟଣା ଥାନାରେ...

କେନ୍ଦୁଝରରେ ଡାକ୍ତର, ମହିଳା ସୁଇପର ନେଲେ ପ୍ରଥମ ଟିକା

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ୬ଟି କେନ୍ଦ୍ରରେ କରୋନା ଟିକାକରଣ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଡାକ୍ତରଖାନାରେ ଜିଲାପାଳ ଆଶିଷ ଥାକରେ ଓ ସିଡିଏମଓଙ୍କ ତତ୍ତ୍ୱାବଧାନରେ ଆରମ୍ଭ ହୋଇଛି। ମେଡିକାଲର ଜଣେ ସୁଇପର ବୀଣାପାଣି ବାରିକ ଏବଂ ଯକ୍ଷ୍ମା...

ଖେଳଣା ଗିଳି ଶିଶୁପୁତ୍ର ମୃତ

କେନ୍ଦୁଝର/ଆନନ୍ଦପୁର, ୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ଅର୍ଜୁନବଣିଆ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପ୍ଲାଷ୍ଟିକ୍‌ ଖେଳଣା ଗିଳି ଦେବାରୁ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଗଁାର ମନୁ ନାଇକଙ୍କ ପୁଅ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri