କେନ୍ଦୁଝର

ମରଣାନ୍ତକ ଆକ୍ରମଣ କରି ଲୁଟ୍‌: ୨ ଅଭିଯୁକ୍ତ ଗିରଫ

ବଡ଼ବିଲ,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମାଟକାମବେଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର ମରଣାନ୍ତକ ଆକ୍ରମଣ କରି ୪ ହଜାର ଟଙ୍କା ଓ ମୋବାଇଲ ଲୁଟ୍‌ ଘଟଣାରେ ପୋଲିସ ଶନିବାର ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ…

ଭୋଜି ଖାଇ ଫେରୁଥିବା ବେଳେ ଅଘଟଣ: ବାଲି ବୋଝେଇ ହାଇଓ୍ବାକୁ ପଛରୁ ଧକ୍କା ଦେଲା ଅଟୋ, ୭ ଗୁରୁତର

ପାଟଣା,୧୭।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ଶରଧାପୁର ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ବାଲି ବୋଝେଇ ହାଇୱାରେ ଅଟୋଟି ପିଟି ହୋଇଥିଲା। ଏଥିରେ ଥିବା ୭ ଜଣ…

ଗୋଟିଏ ପରିବାରରୁ ୮ ପଜିଟିଭ୍‌ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାଟଣା,୧୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପାଟଣା ବ୍ଲକ ସ୍ବାମ ଶାସନରେ ଗୋଟିଏ ଦି ପରିବାରରୁ ୮ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅତିରିକ୍ତ ଜିଲାପାଳ ଉକ୍ତ ପ୍ଲଟକୁ ମାଇକ୍ରୋ କଣ୍ଟେନମେଣ୍ଟ୍‌ ଜୋନ୍‌…

ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ, ଦୁଇଦିନ ବ୍ୟାଙ୍କ ବନ୍ଦ

ପାଟଣା,୧୫।୪(ସ୍ବ.ପ୍ର.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପାଟଣା ବ୍ଲକ ତୁରୁମୁଙ୍ଗା ବଜାରସ୍ଥିତ ଏକ ବ୍ୟାଙ୍କର ଦୁଇ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏହା ପରେ ବ୍ୟାଙ୍କ ପକ୍ଷରୁ ଦୁଇଦିନ ପର୍ଯ୍ୟନ୍ତ ବନ୍ଦ କରାଯାଇଛି।…

ଆଶାରେ ରହିଗଲା ଇଞ୍ଜିନିୟର ହେବା

କେନ୍ଦୁଝର,୧୨ା୪: କେନ୍ଦୁଝର ଟାଉନ ଥାନା ଅଧୀନ ଜାମୁନାଳିଆଠାରେ ଥିବା ସରକାରୀ ଇଞ୍ଜିନିୟରିଂ କଲେଜ ପଛପଟ ଥିବା ପୋଖରୀରେ ବୁଡ଼ି ସୋମବାର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଇଞ୍ଜିନିୟରିଂ କଲେଜର ମେକାନିକାଲ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର…

ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଡ଼ବିଲ,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ବଜାର ମଧୁସୂଦନ ଛକ ନିକଟରେ ଅଗ୍ନିକାଣ୍ଡ ଘଟି ୩ଟି ଦୋକାନ ଘର ପୋଡ଼ିଜଳି ପାଉଁଶ ହୋଇଯାଇଥିବା ଜଣାପଡ଼ଛି। ଏକ ଟାୟାର ରିପ୍ୟାରିଂ ଦୋକାନ, ସାଇକେଲ ରିପ୍ୟାରିଂ ଦୋକାନ ଏବଂ ଫୁଲ ଦୋକାନ ଏହି ଅଗ୍ନିକାଣ୍ଡରେ ଭସ୍ମୀଭୂତ…

ଜଙ୍ଗଲ କାଟି ପୋଡ଼ି ଦେଲେ

କେନ୍ଦୁଝର,୧୦।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଓ ତେଲକୋଇ ରେଞ୍ଜ ସୀମାନ୍ତରେ ଥିବା ଜଙ୍ଗଲ ବିଭିନ୍ନ କାରଣରୁ ପଦା ହେବାକୁ ବସିଛି। ସେହିପରି କାଞ୍ଜିପାଣି-ଓରିଆ-ତେଲକୋଇ ଘାଟି ରାସ୍ତାରେ ବ୍ୟାପକ ଜଙ୍ଗଲ କଟାଯାଇ ପୋଡ଼ି ଦିଆଯିବା ଘଟଣାକୁ ନେଇ ପରିବେଶବିତ୍‌ମାନେ…

ଆଜିଠୁ ଆରମ୍ଭ ହେଲା ମା’ ତାରିଣୀଙ୍କ ଚଇତି ପର୍ବ

ଘଟଗାଁ,୯।୪(ସ୍ବ.ପ୍ର.): ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ କେନ୍ଦୁଝର ଘଟଗାଁ ମା’ ତାରିଣୀଙ୍କ ଚଇତି ପର୍ବ । କରୋନା କଟକଣା ଭିତରେ ଚଳିତବର୍ଷ ଏହି ପର୍ବ ପାଳନ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ଏବଂ ମନ୍ଦିର କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ…

ପରିବା ବଗିଚାରୁ ହରିଣ ଉଦ୍ଧାର

ପାଟଣା,୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଉଦୟପୁର ବିଟ ଗଣିଆବରେଇ ଗ୍ରାମରୁ ଗୁରୁବାର ସକାଳୁ ଏକ ହରିଣ ଉଦ୍ଧାର ହୋଇଛି। ସୂଚନାଯୋଗ୍ୟ, ହରିଣଟି ପାଣି ପିଇବା ଉଦ୍ଦେଶ୍ୟରେ ଗାଁ ଭିତରକୁ ପଶି ଆସିଥିବା ବେଳେ ବାଡ଼ରେ ଥିବା ଜାଲରେ…

ତାରିଣୀ ପୀଠରେ ଜିଲାପାଳ, ଏସ୍‌ପି

କେନ୍ଦୁଝର/ଘଟଗାଁ, ୮।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶୀଷ ଠାକରେ ଓ ଏସ୍‌ପି ମିତ୍ରଭାନୁ ମହାପାତ୍ର ବୁଧବାର ଘଟଗାଁ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା ଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ପାଳନ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ କରାଯାଇଥିବା ପ୍ରସ୍ତୁତି…

ବର୍ଦ୍ଧିତ ବିଦ୍ୟୁତ୍‌ ଦର ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

କେନ୍ଦୁଝର,୭।୪(ସ୍ବ୍ର.ପ୍ର.): ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ଦାବିରେ ଜିଲା କଂଗ୍ରେସ ପକ୍ଷରୁ ଜିଲା ସଭାପତି ବିପ୍ଳବ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ, ନେତାମାନେ ଏକ ରାଲିରେ କଂଗ୍ରେସ ଭବନରୁ ବାହାରି ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜ୍ୟପାଳଙ୍କ…

ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ରୋଷେୟା ସମେତ ୫ ପଜିଟିଭ୍‌

କେନ୍ଦୁଝର,୫ା୪: ସ୍ଥାନୀୟ ସରକାରୀ ଡିଗ୍ରୀ ଇଞ୍ଜିନିୟରିଂ କଲେଜରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହିଳା ହଷ୍ଟେଲର ୪ ଛାତ୍ରୀ ଓ ଜଣେ ରୋଷେୟା ପଜିଟିଭ୍‌ ହେବା ପରେ କଲେଜ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ପୂର୍ବରୁ ହଷ୍ଟେଲରେ ରହୁଥିବା ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri