କେନ୍ଦୁଝର

ସହରରେ କୁଲିଆରି ଶାଗର ପସରା

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): ଖରା ଦିନରେ ପତ୍ରଛଡା ପରେ ନୂଆପତ୍ର କଅଁଳିଥାଏ। ସେପରି କୁଲିଆରି ଗଛରେ ମଧ୍ୟ ଏହି ସମୟରେ ପତ୍ର କଅଁଳିଥାଏ। ଏହି କଅଁଳିଆ ପତ୍ରକୁ ଶାଗ ଭାବରେ ସମସ୍ତେ ଖାଇଥାନ୍ତି। ବଣପାହାଡ଼ରେ ପ୍ରାକୃତିକ ପରିବେଶରେ କୁଲିଆରି ଗଛ ଉଠିଥାଏ।…

କେନ୍ଦୁ ଦେଉଛି ଜୀବିକା

କେନ୍ଦୁଝର, ୧୮।୪: କେନ୍ଦୁଝର ଜିଲାର ବନବାସୀଙ୍କୁ ପ୍ରକୃତି ଦେଇଛି ବଞ୍ଚିବାର ବହୁ ସାଧନ। ଜଙ୍ଗଲଜାତ ଦ୍ରବ୍ୟ ସାଙ୍ଗକୁ ଫଳମୂଳ ଆଦି ସଂଗ୍ରହ କରି ନିଜେ ଖାଇଥାନ୍ତି ଏବଂ ବଳକା ହାଟ ବଜାରରେ ବିକି ତେଲ ଲୁଣ କିଣି ପରିବାର ଗୁଜୁରାଣ ଚଳାଇଥାନ୍ତି…

ଯୋଡ଼ାରେ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫ ସଂଖ୍ୟା ୧୩କୁ ବୃଦ୍ଧି

ଯୋଡ଼ା, ୧୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ପୋଲିସ ଉଭୟ ସମ୍ପ୍ରଦାୟର ଆଉ ଦୁଇ ଅଭିଯକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ ମାମଲା (ନଂ.୬୫/୨୨) ରୁଜୁ…

ଓଏସ୍‌ଏପି ବାଟାଲିୟନ ଅଫିସ ଏବେ ଭୂତକୋଠି

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହରରେ ଥିବା ପୋଲିସ ବିଭାଗର ଓଏସ୍‌ଏପି ୨ୟ ବାଟାଲିୟନ ଅଫିସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଜିଲାର ସୁରକ୍ଷା ପାଇଁ ଏଠାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ରହୁଥିଲେ। ଦୀର୍ଘ ବହୁ ବର୍ଷ ହେଲା ଏହା…

ଯୋଡ଼ା ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୧ ଗିରଫ

ଯୋଡ଼ା, ୧୭।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମ ନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ପୋଲିସ ଉଭୟ ଗୋଷ୍ଠୀର ୧୧ଜଣଙ୍କୁ ଗିରଫ କରିଛି। ଏନେଇ ପୋଲିସ ଏକ ମାମଲା (ନଂ.୬୫/୨୨) ରୁଜୁ କରି ଯୋଡ଼ା କଣ୍ଟ୍ରାକ୍ଟର…

ସ୍ବାଭାବିକ ହେଉଛି ଯୋଡ଼ା ସହର

ଯୋଡ଼ା,୧୬।୪(ଡି.ଏନ.ଏ.) ରାମଝଣ୍ଡା ସ୍ଥାପନକୁ ନେଇ ଅଶାନ୍ତ ହୋଇ ପଡ଼ିଥିବା କେନ୍ଦୁଝର ଜିଲା ଯୋଡ଼ା ସହର ଧିରେ ଧିରେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି। ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିତ୍ବା ୧୪୪ ସାମୟିକ କୋହଳ କରାଯାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ର କିଣାବିକା ପାଇଁ…

ରୋଗୀଙ୍କୁ ହସ୍ପିଟାଲ ନେଉଥିଲା ବୋଲେରୋ, ଅଧା ରାସ୍ତାରେ ଜଳିଗଲା

ପାଟଣା,୧୬।୪(ସ୍ବ.ପ୍ର.) ୪୯ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଟୋଲଗେଟ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବୋଲେରୋରେ ନିଆଁ ଲାଗି ଜଳି ଯାଇଛି। ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ତୁରୁମୁଙ୍ଗାରୁ ଜଣେ ରୋଗୀଙ୍କୁ…

ଭୁଶୁଡ଼ିଲା କାନଝରୀ ଡ୍ୟାମ୍‌ କେନାଲ ଆଡ଼ିବନ୍ଧ

କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍‌ର ୨୫ଫୁଟ୍‌ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ ଅଞ୍ଚଳର ଚାଷଜମିରେ ପାଣି ପଶି ଫସଲ କ୍ଷତି ହୋଇଛି। ମରାମତି ପାଇଁ ଲକ୍ଷାଧିକ…

ଯୋଡାରେ ୧୪୪ ଧାରା କୋହଳ

ଯୋଡା,୧୫।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ସହରରେ ଲାଗିଥିବା ୧୪୪ ଧାରା ଶୁକ୍ରବାର କୋହଳ କରାଯାଇଛି। ତେବେ ଅତ୍ୟାବଶ୍ୟୟ ସାମଗ୍ରୀ କିଣାକିଣି ପାଇଁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କୋହଳ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ। ସନ୍ଧ୍ୟା…

ସଙ୍କଟରେ ପଟିଠାକୁର ପରମ୍ପରା

କେନ୍ଦୁଝର,୧୫।୪ ପଣାସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲାର ଅନ୍ୟତମ ପୁରାତନ ଓ ଅନନ୍ୟ ପରମ୍ପରା ପଟି ଠାକୁର ପରିକ୍ରମା ଉତ୍ସବ ଆରମ୍ଭ ହୋଇଛି। ଗ୍ରାମବାସୀମାନେ ଏକ ପଟି ବା ମଶିିଣାରେ ବିଭିନ୍ନ ଦେବାଦେବୀ, ପଶୁପକ୍ଷୀ, ଯୋଗୀନୀଙ୍କ ରଙ୍ଗବେରଙ୍ଗ ଚିତ୍ର ଆଙ୍କି ଗଁାଗଁା ଓ…

ପୋଲିସ ଛାଉଣୀରେ ଲାଗିଲା ଝଣ୍ଡା

ଯୋଡ଼ା,୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ଗତ ସୋମବାର ରାମନବମୀରେ ଝଣ୍ଡା ଲଗାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସୃଷ୍ଟି ହୋଇଥିବା ବିବାଦ ୩ଦିନ ପରେ ହନୁମାନ ଜୟନ୍ତୀ ତଥା ପଣାସଂକ୍ରାନ୍ତିରେ ଅବସାନ ଘଟିଛି। ଗୁରୁବାର ପଣାସଂକ୍ରାନ୍ତି ଦିନ…

ଚଇତି ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଢେଙ୍କିକୋଟ, ୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀ ପୀଠ ସାରା ଜଗତରେ ଜଣାଶୁଣା। ପ୍ରତିବର୍ଷ ପଣା ସଂକ୍ରାନ୍ତି ଅବସରରେ ମା’ଙ୍କ ପ୍ରସିଦ୍ଧ ଚଇତି ପର୍ବ ଦୀର୍ଘ ସାତ ଦିନ ଧରି ଧୁମଧାମରେ ପାଳନ କରାଯାଇଛି। ଚଳିତ ମାସ ୯ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?