କେନ୍ଦୁଝର

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି । ଗିରଫ ଦୋକାନୀ ଜଣକ ଆନନ୍ଦପୁର ଗ୍ରାମ ୬ ନମ୍ବର ୱାର୍ଡର ବାସିନ୍ଦା…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ ୨ ସାଙ୍ଗ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ ମାନେ ଶିକାର କରି ମାଂସ କାଟି ବିକ୍ରି କରୁଥିଲେ । ଏହି ବନ…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ହେବାକୁ ଯାଉଛି । ସୋମବାରଠାରୁ ସୁନ୍ଦରଗଡ଼ ଠାରେ ଅନୁଷ୍ଠିତ ହେବାକୁଥିବା…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା ପାଇଁ ବୁଥ୍ ସ୍ତରୀୟ ଅଧିକାରୀ (BLO)ମାନେ ଘରେ ଘରେ ପରିଦର୍ଶନ କରୁଛନ୍ତି। ଏହି…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ ଜାରି ରହିଛି। ଶନିବାର ଘସିପୁରା ଥାନା ପୋଲିସ ଶାଳପଡ଼ା ହାଟପଡ଼ିଆଠାରେ ଚଢ଼ାଉ କରି…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରଚିଥିଲା। ପ୍ରବଳ ପବନ ଓ ବର୍ଷାର ପ୍ରଭାବରେ ଅଞ୍ଚଳରେ…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ଥାନା ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ ଅଟକାଇଥିଲା। ଗାଡ଼ିରେ ୬ଟି ବଳଦ ଥିବାବେଳେ ସେଗୁଡ଼ିକୁ ଅମାନବୀୟ ଭାବରେ ଚାଲାଣ କରାଯାଉଥିବା…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ଦୁଇ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି।…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର ବନବାସୀ କହି ଅପମାନିତ କରିବା ସହିତ ତାତ୍ସଲ୍ୟ କରିଥିଲେ। ଯାହାକି ଆଦିବାସୀ ସମାଜ…

ମାଜିଷ୍ଟ୍ରେଟ୍‌-ଫୋର୍ସଙ୍କ ଉପସ୍ଥିତିରେ ଚାଲିଛି ରାଜପଥ ନିର୍ମାଣ

ପାଟଣା,୨୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ରାସ୍ତାର ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ୍‌ ବୈତରଣୀ ନଦୀ ଉପରେ ନବ ନିର୍ମିତ ବ୍ରିଜ ସଂଲଗ୍ନ ରାସ୍ତା ନିର୍ମାଣ ପାଇଁ ଶୁକ୍ରବାର ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତି ଓ ୨ପ୍ଲାଟୁନ ପୋଲିସ ଫୋର୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ ଘଟଣାକୁ ନେଇ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?