କେନ୍ଦୁଝର

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ କୃଷକ ଓ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏହି ସଭା ଓଡ଼ିଶା…

ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ

କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ ଜିଉଙ୍କୁ ପହଣ୍ଡି କରି ସ୍ନାନ ବେଦୀକୁ ନିଆଯାଇଥିଲା। ସେଠାରେ ସୁଗନ୍ଧିତ ଜଳରେ ଶ୍ରୀ ଜିଉଙ୍କ…

ପ୍ରତିବର୍ଷ ହାତୀ ଭାଙ୍ଗୁଛି ଘର, ମିଳୁନି କ୍ଷତିପୂରଣ

ଯୋଡା/ଚମ୍ପୁଆ,୨୪।୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ ଅନ୍ତର୍ଗତ କୋଦଗାଡିଆ ଗ୍ରାମରେ ମଙ୍ଗଳବାର ରାତି ସାଢେ ୮ଟାରେ ହାତୀପଲ ଆସି ଉପଦ୍ରବ କରି ୪ ଘର ଭାଙ୍ଗିଛନ୍ତି। ଲୋକଙ୍କ ଘର ଭାଙ୍ଗିବା ପରେ ଗ୍ରାମରେ ଆତଙ୍କ ଖେଳିଯାଇଛି ା ପ୍ରତିବର୍ଷ ଏପରି ହାତୀପଲ…

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ନାବାଳକ ହେଲେ ବେଣୁଧର ସାହୁ(୧୬), ଦୀପକ କୁମାର ହାଂସଦା(୧୭), ରିତେଶ…

ଯୁବ ବିଜେଡି ଉପସଭାପତି ଗିରଫ

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଟେଣ୍ଡରଧାରୀଙ୍କ ଡ୍ରାଫ୍ଟ ଚିରି ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ ଯେ, ସାହାରପଡା…

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର…

ରାତିରେ ଶୋଇଥିଲେ, ଦଂଶିଲା ସାପ

ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ମଙ୍ଗଳୁ ମୁଣ୍ଡାଙ୍କ ସ୍ତ୍ରୀ ପାଙ୍ଗିଲା ମୁଣ୍ଡା। ମିଳିଥିବା ସୂଚନା ଅନୁଯାୟୀ, ପାଙ୍ଗିଲା…

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି ନ…

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି ଜିଲାର…

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ ଶୁକ୍ରବାର…

ଛେଳିର ଅନ୍ତ୍ୟେଷ୍ଟିକ୍ରିୟା

ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ ମିଳିଛି। ପୁଅ ଭଳି ପାଳି ଆସିଥିବା ଖାସି ଛେଳି ‘ମାତାଲ’ର ମୃତ୍ୟୁରେ ମ୍ରିୟମାଣ ହେବା…

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର ଶିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri