କେନ୍ଦୁଝର

ଖୋଲିପାରୁନି ଜଳଛତ୍ର

କେନ୍ଦୁଝର, ୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ତାପାମାତ୍ରା ପାଖାପାଖି ୩୮ ଡିଗ୍ରୀ ଉପରେ ରହୁଥିବାରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଅଂଶୁଘାତ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି।…

କେନ୍ଦୁଝର ଜିଲାପାଳଙ୍କ ନାଁରେ ଆରେଷ୍ଟ ଓ୍ବାରେଣ୍ଟ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ ଠାକରେଙ୍କ ନାଁରେ ଆରେଷ୍ଟ ଓ୍ବାରେଣ୍ଟ ଜାରି ହୋଇଛି। ଜାତୀୟ ଅନୁସୂଚିତ ଜନଜାତି କମିଶନ ପକ୍ଷରୁ ଏହି ଓ୍ବାରେଣ୍ଟ ଅଫ ଆରେଷ୍ଟ ଜାରି କରାଯାଇଛି। ତେବେ ତାଙ୍କୁ ଗିରଫ କରି ନୂଆଦିଲ୍ଲୀ ସ୍ଥିତ କମିଶନଙ୍କ କାର୍ଯ୍ୟାଳୟରେ ହାଜର…

ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା: ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ଯୋଡ଼ା, ୧୧।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ସମଗ୍ର ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ପ୍ରଶାସନର ମଧ୍ୟସ୍ଥତା ପରେ ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ…

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ କରିବାରେ ଲାଗିଛନ୍ତି। ହେଲେ ସଂପୃକ୍ତ ସରକାରୀ କଳର ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାରେ କୃଷି…

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ହେଁ ଅଦ୍ୟାବଧି ସୂଚନାଫଳକ ଲଗାଯାଇ ନ ଥିବାରୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା…

ମନ୍ଦିରରେ ଝଣ୍ଡା ଲଗାଇବା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ଯୋଡାରେ ୧୪୪ ଧାରା ଜାରି

ଯୋଡ଼ା, ୧୧।୪ (ଡି.ଏନ.ଏ.): ରାମନବମୀ ଅବସରରେ ଏକ ଶିବ ମନ୍ଦିରରେ ଝଣ୍ଡା ଲଗାଇବାକୁ ନେଇ କେନ୍ଦୁଝର ଜିଲା ଯୋଡ଼ା ସହରରେ ସୋମବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ଗୋଷ୍ଠୀ ମାର୍‌ପିଟ୍‌ ହେବା ସହ ପରସ୍ପରକୁ ଟେକାପଥର ମାଡ କରିଥିଲେ। ପୋଲିସ…

ସ୍ବାମୀଙ୍କୁ ବାନ୍ଧିବାକୁ ଆସିଥିଲା ପୋଲିସ ସ୍ତ୍ରୀଙ୍କୁବି ନେଲା ସାଙ୍ଗରେ

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌର ପରିଷଦ ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଉମେଶ ପାଢ଼ୀ। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନାରେ ରୁଜୁ ହୋଇଥିବା…

କୋଟିଏ ଟଙ୍କା ଠକିନେଇ ବନ୍ଧା ହେଲେ ଦମ୍ପତି

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌରପରିଷଦ ୧୩ ନମ୍ବର ଓ୍ବାର୍ଡରୁ ପୋଲିସ ଦମ୍ପତିଙ୍କୁ ସୋମବାର ଗିରଫ କରିଛି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ କୋଟିଏ ଟଙ୍କା ଠକେଇ ହୋଇଥିବା ନେଇ…

୫୦୦ ମିଟର ରାସ୍ତା ପାଇଁ ବୁଲିବାକୁ ପଡୁଛି ୭ କିଲୋମିଟର

କେନ୍ଦୁଝର,୯ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ବାଉରିପଦା ପଞ୍ଚାୟତ କେମ୍ପସଡ଼ା-କୁଶପଦା-ରଜାବନ୍ଧ ରାସ୍ତାଟି ମରଣଯନ୍ତା ପାଲଟିଛି। ଏହି ରାସ୍ତାଟି କ୍ଷୁଦ୍ର ଜଳସେଚନ ବିଭାଗର ହୋଇଥିବା ବେଳେ ଦୀର୍ଘବର୍ଷ ଧରି ମରାମତି ହୋଇପାରୁ ନାହିଁ। ସାମାନ୍ୟ ବର୍ଷା ହେଲେ କର୍ଦ୍ଦମାକ୍ତ ହୋଇପଡୁଛି। ସବୁଠାରୁ ବଡ଼ ସମସ୍ୟା…

ଯୁବତୀଙ୍କୁ ଅସଦାଚରଣ: ଠିକାସଂସ୍ଥା କର୍ମଚାରୀଙ୍କ ବିରୋଧରେ ମାମଲା

କେନ୍ଦୁଝର,୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଜମ୍ବିରିପଶି ଗ୍ରାମର ଜଣେ ଯୁବତୀଙ୍କୁ ସ୍ଥାନୀୟ ଅଞ୍ଚଳରେ ପାଇପ୍‌ ବିଛା କାମ କରୁଥିବା ଏକ ଠିକାସଂସ୍ଥାର ଜଣେ କର୍ମଚାରୀ ଅସଦାଚରଣ କରିବା ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଚାପା ଉତ୍ତେଜନା…

ଶୁଆକାଟି ଗନ୍ଧମାର୍ଦ୍ଦନ ଖଣିରେ ଲୋଡିଂ ବିବାଦ

କେନ୍ଦୁଝର,୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣିରେ ଲୁହାପଥର ଲୋଡିଂକୁ ନେଇ ବିବାଦ ଦେଖାଦେଇଛି। ଖଣିସଂସ୍ଥା ପକ୍ଷରୁ ଆଗ ଭଳି ଲୋଡିଂ ସ୍ଲିପ୍‌ (ବାରକୋଡ) କେନ୍ଦୁଝର ଜିଲା ଟ୍ରକମାଲିକ ସଂଘକୁ ନ ଦେବାରୁ ମାଲିକମାନେ ଲୋଡିଂ ପାଇପାରି ନ…

ମା’ ତାରିଣୀଙ୍କ ଚଇତି ପର୍ବ: ଆଜିଠୁ ଚଳଚଞ୍ଚଳ ଘଟଗାଁ

କେନ୍ଦୁଝର,୯।୪(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀଙ୍କ ଚଇତି ପର୍ବ ଶନିବାରଠାରୁ ଆରମ୍ଭ ହୋଇଛି। ଚଇତି ପର୍ବ ଦିନ ମା’ଙ୍କ ଆବିର୍ଭାବ ହୋଇଥିଲା। ମା’ଙ୍କ ଜନ୍ମ ବାର୍ଷିକୀକୁ ବଡ ଧୁମଧାମରେ ଆଜିଠୁ ବିଷୁବ ପଣା ସଂକ୍ରାନ୍ତି ଯାଏ ପାଳନ କରାଯିବ। ଏହି ସମୟରେ ମା’ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?