କେନ୍ଦୁଝର

ମା’ ତାରିଣୀଙ୍କ ଚଇତି ପର୍ବ: ଆଜିଠୁ ଚଳଚଞ୍ଚଳ ଘଟଗାଁ

କେନ୍ଦୁଝର,୯।୪(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀଙ୍କ ଚଇତି ପର୍ବ ଶନିବାରଠାରୁ ଆରମ୍ଭ ହୋଇଛି। ଚଇତି ପର୍ବ ଦିନ ମା’ଙ୍କ ଆବିର୍ଭାବ ହୋଇଥିଲା। ମା’ଙ୍କ ଜନ୍ମ ବାର୍ଷିକୀକୁ ବଡ ଧୁମଧାମରେ ଆଜିଠୁ ବିଷୁବ ପଣା ସଂକ୍ରାନ୍ତି ଯାଏ ପାଳନ କରାଯିବ। ଏହି ସମୟରେ ମା’ଙ୍କୁ…

ଧାରଣାରେ କ୍ଷତିଗ୍ରସ୍ତ ଚାଷୀ

ଆନନ୍ଦପୁର, ୯।୪(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବ୍ୟାରେଜ ପ୍ରୋଜେକ୍ଟ ବାମପାର୍ଶ୍ୱ କେନାଲ ଦ୍ୱାରା କ୍ଷତିଗ୍ରସ୍ତ ପଦ୍ମପୁର ଗ୍ରାମର ଚାଷୀମାନେ ଶୁକ୍ରବାର କେନାଲ ନିର୍ମାଣ ସ୍ଥାନରେ ଧାରଣାରେ ବସିଛନ୍ତି। ସେମାନେ ବିଭିନ୍ନ ସମୟରେ ସରକାରଙ୍କ ନିକଟରେ ଉପଯୁକ୍ତ କ୍ଷତିପୂରଣ ଦାବି କରିଆସିଛନ୍ତି।…

ମାଛଘାଟ ସାହିରେ ପହଞ୍ଚିିଲେ ଅଧିକାରୀ, ନେତା

ଚମ୍ପୁଆ,୯।୪(ଡି.ଏନ.ଏ) କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅଧୀନ ଗୋଧୂଳି ଗ୍ରାମ ମାଛଘାଟ ସାହି ବାସିନ୍ଦା ନାଳରେ ଚୁଆ ଖୋଳି ଜଳ କଷ୍ଟ ମେଣ୍ଟାଉଥିବା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନର ଚେତା ପଶିଛି। ନବ ନିର୍ବାଚିତ ଏନ୍‌ଏସି ଅଧ୍ୟକ୍ଷ ଗିରିଜା…

ଏବେ ବି ଚୁଆ ପାଣି ଭରସା

ଚମ୍ପୁଆ, ୮ା୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସିରେ ଦେଖିବାକୁ ମିଳିଛି ଏକ ବିକଳ ଚିତ୍ର। ଆଜି ପାଣି ପାଇଁ ଚୁଆ ଉପରେ ନିର୍ଭର କରୁଛନ୍ତି ମାଛଘାଟ ସାହି ବାସୀନ୍ଦା। ଚମ୍ପୁଆ ପଞ୍ଚାୟତରୁ ଏନ୍‌ଏସି ଘୋଷଣା ହେବା ପ୍ରାୟ ୬ ବର୍ଷ ବିତି…

ସାନଘାଗରା ନିକଟରେ ୧୬ ଟିକିଆ ହାତୀପଲ

କେନ୍ଦୁଝର,୮ା୪ (ସ୍ବ.ପ୍ର.) ପ୍ରସିଦ୍ଧ ସାନଘାଗରା ଜଳ ପ୍ରପାତକୁ ପର୍ଯ୍ୟଟକଙ୍କ ଆଗମନ ବଢୁଛି। ଜଳପ୍ରପାତ ବୁଲିବା ସହ ପ୍ରାକୃତିକ ପରିବେଶ ଓ ବୋଟିଂର ମଜା ଉଠାଉଛନ୍ତି। ତେବେ କିଛି ଦିନ ହେଲା ଜଳପ୍ରପାତ ନିକଟ ଜଙ୍ଗଲରେ ୧୬ ଟିକିଆ ହାତୀ ପଲ ରହୁଥିବାରୁ…

ଶିକ୍ଷକଙ୍କ ଗୋ ସେବା ନିଶା

କେନ୍ଦୁଝର, ୮ା୪ ଶିକ୍ଷକତା କରିବା ସହ ସ୍ବଦେଶୀ ବିଚାର ଧାରା ରଖି ଚାଷ ଓ ଗୋସେବା କରି ଏକ ନିଆରା ପରିଚୟ ସୃଷ୍ଟି କରିଛନ୍ତି ପାଟଣା ବ୍ଲକ ଡେଣୁଆ ଗ୍ରାମର ଡମ୍ବରୁଧର ମହାନ୍ତ। ମୁରୁସୁଆଁ ନୋଡାଲ ହାଇସ୍କୁଲରେ ହିନ୍ଦି ଶିକ୍ଷକ ଭାବେ…

୫୦ଫୁଟ୍‌ ତଳକୁ ଓଲଟିଲା ଜିପ୍‌

କେନ୍ଦୁଝର,୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଅଞ୍ଚଳରୁ ନୟାକୋଟ ଥାନା ଅଧୀନ ବାଂଶପାଳ ସାପ୍ତାହିକ ହାଟକୁ ଗୁରୁବାର ଯାତ୍ରୀ ନେଇ ଯାଉଥିବା ଏକ ସବାରୀ ଜିପ(ଓଆର୍‌-୦୯ଏଲ୍‌/୬୨୩୩) ଗୁଣ୍ଡୁଳା ଘାଟିରେ ଓଲଟି ପଡିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ…

ବିନା ପ୍ରଶିକ୍ଷଣରେ ସଫଳ ଚିତ୍ରଶିଳ୍ପୀ

ପାଟଣା, ୭ା୪: କୁହାଯାଏ ବିଭୁଦତ୍ତ ପ୍ରତିଭା ଓ ନିଷ୍ଠା ଅନେକ ଅସମ୍ଭବକୁ ସମ୍ଭବ କରିବାର ସାମର୍ଥ୍ୟ ରଖେ। ଆଉ ପରେ ସଫଳତାର ଶୀର୍ଷ ସୋପାନରେ ଉପନୀତ କରିଥାଏ। କୌଣସି ପ୍ରଶିକ୍ଷଣ କିମ୍ବା ଚିତ୍ର କଳା ପ୍ରତିଷ୍ଠାନରେ ଅଧ୍ୟୟନ ନ କରି କିମ୍ବା…

ନିୟମିତ ଶିକ୍ଷକ ମାନ୍ୟତା ଦାବି

କେନ୍ଦୁଝର,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଶିକ୍ଷାଦାନ କରୁଥିବା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ଆଜି ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିକ୍ଷକମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ୨୦୧୫ ମସିହାରୁ ଶିକ୍ଷା ସହାୟକ/ସହାୟିକା…

୮ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବଡ଼ବିଲ,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଜଣେ ୮ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ଘଟଣାରେ ଅଟକ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଭଦ୍ରାସାହି ପଞ୍ଚାୟତର ସୁନିଆ ଓରଫ ଟିରୁ ଚାମ୍ପିଆ। ସୂଚନାଯୋଗ୍ୟ, ରବିବାର…

କାଳବୈଶାଖୀରେ ଗଛପଡ଼ି ଚାଲିଗଲା ମହିଳାଙ୍କ ଜୀବନ

କେନ୍ଦୁଝର,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ମାରଦା ଗ୍ରାମରେ ବୁଧବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଏକ ଗଛ ଉପୁଡ଼ିପଡ଼ିବାରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ତାଙ୍କ ନାମ ରସବତୀ ଦେହୁରୀ (୫୦)। ଆଜି ଅପରାହ୍ନରେ ଏହି ଘଟଣା ଘଟିଥିଲା। ଖବର…

ଧାନ ବିକ୍ରିରୁ ବଞ୍ଚିତ ୯୭୪ ଚାଷୀ

ଚମ୍ପୁଆ, ୬।୪(ଡି.ଏନ୍‌.ଏ.) – କେନ୍ଦୁଝର ଜିଲା ଚମ୍ପୁଆ ଓ ଭଣ୍ଡା ଲ୍ୟାମ୍ପର ୯୭୪ ଜଣ ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହୋଇଛନ୍ତି। ୨୦୨୧-୨୨ର ଖରିଫ ଋତୁରେ ଟୋକନ୍‌ ପାଇ ମଧ୍ୟ ଧାନ ବିକ୍ରି କରିପାରି ନାହାନ୍ତି। ସୂଚନା ଅନୁସାରେ, ଚମ୍ପୁଆ ଲ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?