କରୋନା ଟିକା ନେଲେ ଜିଲାପାଳ, ଏସ୍ପି
କେନ୍ଦୁଝର,୬।୨(ସ୍ବ.ପ୍ର.): ବିଶ୍ୱ ମହାମାରୀ କୋଭିଡ୍-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗ ଧାଡ଼ିିର କୋଭିଡ୍ ଯୋଦ୍ଧାଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି। ଶନିବାର ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଜିଲାପାଳ ଆଶିଷ ଠାକ୍ରେ ଏବଂ ଏସ୍ପି ମିତ୍ରଭାନୁ ମହାପାତ୍ର ଟିକା ନେଇ…
ଖଣିଜ ପରିବହନ ପାଇଁ ଜଙ୍ଗଲ କଟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ
କେନ୍ଦୁଝର,୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଉପର କାଦକଳାଠାରୁ ବସନ୍ତପୁର ପର୍ଯ୍ୟନ୍ତ ଜଙ୍ଗଲରେ ଖଣିଜ ପଥର ପରିବହନ ପାଇଁ ଜଙ୍ଗଲ କଟାଯାଇଥିବା ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏଥିରେ ସ୍ଥାନୀୟ ବସନ୍ତପୁର ଅଞ୍ଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତଙ୍କ ସମ୍ପୃକ୍ତି…
୩ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସିଆର୍ସିସିି
ବାରିପଦା ଅଫିସ/ଠାକୁରମୁଣ୍ଡା(ଡି.ଏନ୍.ଏ.),୧।୨- ଦରମା ବିଲ୍ କରାଇ ଦେବାକୁ କହି ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଆର୍ସିସି ମଧୁସୂଦନ ନାଏକ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…
ସାରଦା ଖଣିକୁ ୨୦୫୬ କୋଟି ଟଙ୍କା ଜରିମାନା
କେନ୍ଦୁଝର,୩୧।୧(ସ୍ବ.ପ୍ର.) : ବେଆଇନ ଖଣି ଖନନ ପାଇଁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ ଉପରେ ୨ ହଜାର ୫୬ କୋଟି ୩୮ ଲକ୍ଷ ୪୩ ହଜାର ଟଙ୍କାର ଜରିମାନା କରାଯାଇଥିବା ଯୋଡ଼ା ସ୍ଥିତ ଖଣି ଯୁଗ୍ମ ନିର୍ଦ୍ଦେଶକ ସଲିଲ ବେହେରା କହିଛନ୍ତି।…
କେନ୍ଦୁଝରର ଯୁବ ବୈଜ୍ଞାନିକ ଇସ୍ରୋରେ ପୁରସ୍କୃତ
କେନ୍ଦୁଝର, ୩୧।୧(ସ୍ବ.ପ୍ର./ଡି.ଏନ୍.ଏ.): ଅନ୍ତରୀକ୍ଷ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳ କୃଷ୍ଣ ଖଟୁଆ ଇସ୍ରୋ ପକ୍ଷରୁ ବିକ୍ରମ ସରାଭାଇ କ୍ୱାଲିଟି ପୁରସ୍କାର ୨୦୨୦ ପାଇଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଇସ୍ରୋ ସଂସ୍ଥାର ବିକ୍ରମ…
ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ
କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ ଟ୍ରେନ ଚଳାଚଳ ବ୍ୟାହତ ହୋଇଛି l ଖବର ପାଇ ଜିଆର୍ପି, ଆରପିଏଫ୍ ଓ ରେଳ…
ମହିଳାଙ୍କୁ ଯୌତୁକ ନିର୍ଯାତନା: ବନ୍ଧା ହେଲେ ଶାଶୁ-ଶ୍ୱଶୂର, ଦେଢଶୂର
ବଡବିଲ, ୨୯।୧: କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚ୍ଡି ଅଞ୍ଚଳରେ ଜଣେ ମହିଳାଙ୍କୁ ଯୌତୁକ ଜନିତ ନିର୍ଯାତନା ଓ ତଣ୍ଟି ଚିପି ହତ୍ୟା ଉଦ୍ୟମ ଅଭିଯୋଗରେ ସମ୍ପୃକ୍ତ ଶାଶୁ, ଶ୍ୱଶୂର, ଦେଢଶୂରଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ…
ସାପଲତା ପାଲଟିଛି ଦର୍ଶନୀୟ ସ୍ଥାନ
କେନ୍ଦୁଝର, ୨୯।୧(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ନେକଡା ଘର (ଜାମୁନାଳିଆ) ନିକଟରେ ଜାତୀୟ ରାଜପଥ ୨୦ କଡ଼ରେ ରହିଛି ପ୍ରକୃତିଦତ୍ତ ସାପଲତା ପଥର ଚଟାଣ ା ଏହ ପଥର ଚଟାଣ ପ୍ରାୟ ୨୫ ଏକର ପରିମିତ ଅଞ୍ଚଳ ବ୍ୟାପିଥିବା କୁହାଯାଉଛି। ତେବେ ଏହି…
୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍
କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ…
ଜାତୀୟ ପତାକାକୁ ଅସମ୍ମାନ କଲେ ଅଙ୍ଗନଓ୍ବାଡି ଦିଦି: ରାତିସାରା ଉଡ଼ିଲା ତ୍ରିରଙ୍ଗା
ପାଟଣା,୨୭।୧(ସ୍ବ.ପ୍ର.): ସାରାଦେଶରେ ମଙ୍ଗଳବାର ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ତେବେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଡିକାପଦା ଗ୍ରାମ ପଞ୍ଚାୟତ ଗୋହିରା ସାହି ଅଙ୍ଗନଓ୍ବାଡି କେନ୍ଦ୍ରରେ ଜାତୀୟ ପତାକା ରାତିସାରା ଉଡିଛି। ଏହି ଦିବସକୁ ଅସମ୍ମାନ ଘଟଣା ସ୍ଥାନୀୟ ଅଞ୍ଚଳରେ…
ଠିଆ ହୋଇଥିବା ବସ୍ରେ ହଠାତ୍ ଲାଗିଗଲା ନିଆଁ
କେନ୍ଦୁଝର,୨୭।୧(ସ୍ବ.ପ୍ର.): କେନ୍ଦୁଝର ସହର ମାଇନିଂ ରୋଡ୍ ଏଲ୍ଆଇସି କଲୋନୀରେ ଠିଆ ହୋଇଥିବା ଏକ ବସ୍ରେ ନିଆଁ ଲାଗି ଯିବାରୁ ପୋଡ଼ିଯାଇଛି। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ ହେଁ ବସ୍ଟି ସମ୍ପୂର୍ଣ୍ଣ ପୋଡ଼ିଯାଇଥିଲା। କେହି ମୃତାହତ ହୋଇନାହାନ୍ତି। ନିଆଁ…
ନିରାଡମ୍ବର ଭାବେ ପାଳିତ ହେଲା ୭୨ ତମ ସାଧାରଣତନ୍ତ୍ର ଦିବସ
ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କୋଭିଡ ଗାଇଡ ଲାଇନ ମଧ୍ୟରେ ମଙ୍ଗଳବାର ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟାଳୟ ସ୍ଥିତ ଷ୍ଟାଡିୟମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଧାୟକ ନାଏକ ସମ୍ମିଳିତ…
Archives


