କେନ୍ଦୁଝର

‘ମୁଁ ଯାଉଛି ଧନ, ମୋତେ ଭୁଲ ବୁଝିବ ନାହିଁ’

ହାଟଡିହୀ,୧୮।୩(ଡି.ଏନ୍‌.ଏ.): ‘ମୋ’ ଦୁଇ ଭଉଣୀ ମୋ’ କଥାରେ ରାଜି ହେଲେ ନାହିଁ । ତେଣୁ ମୋ ଦେହ,ମନ ଭଲ ରହିଲା ନାହିଁ । ସେଥିପାଇଁ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲି । ଝିଅ ପକ୍ଷର କିଛି ଦୋଷ ନାହିଁ । ମୋ…

ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଧକ୍କା ଦେଲା ଟ୍ରକ୍‌

ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ୧୪ ଚକିଆ ଟ୍ରକ ଧକ୍କାରେ ଜଣେ ୧୯ ବର୍ଷୀୟ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ…

କୂଅରେ ପଡ଼ିଗଲେ ବୃଦ୍ଧା

ପାଟଣା, ୧୮।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଶୁକ୍ରବାର କୂଅରେ ପଡ଼ି ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପ୍ରଭାସ ବାରିକ(୭୫)। ମିଳିଥିବା ସୂଚନା ମୁତାବକ, ପ୍ରଭାସ ବାଡ଼ିକୁ ଶୌଚ ପାଇଁ…

ଏପ୍ରିଲ ୨୯ରେ ହାଜର ହେବାକୁ ଜିଲାପାଳ,ତହସିଲଦାରଙ୍କୁ ନିର୍ଦ୍ଦେଶ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅଧୀନ ମଦନପୁର ମାଙ୍କଡ଼ାପଥର ଖଣିରୁ ବେଆଇନ ଖନନ ଓ ଚୋରା ଚାଲାଣ ମାମଲାର ବିଚାର କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) କେନ୍ଦୁଝର ଜିଲାପାଳ ଓ ଘଷିପୁରା ତହସିଲଦାରଙ୍କୁ ଏପ୍ରିଲ ୨୯ରେ ବ୍ୟକ୍ତିଗତ ହାଜର ପାଇଁ…

ପରୀକ୍ଷାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ଧାରଣା

ଯୋଡ଼ା,୧୮ା୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଡ଼କାଳିମାଟି ପଞ୍ଚାୟତର ଦୁବୁନା ଠାରେ ଥିବା ଆସେର୍ର୍ଲର୍‌ ମିତ୍ତଲ ନିପନ ଷ୍ଟିଲ କମ୍ପାନୀ ଖଣିରୁ ଟ୍ରକ ଯୋଗେ ଖଣିଜ ପଦାର୍ଥ ପରିବହନ ଯୋଗୁଁ ନୟାଗଡ଼ରୁ କାଳିମାଟି ପର୍ଯ୍ୟନ୍ତ ରାସ୍ତା ଜାମ ହୋଇଥିଲା। ଏଥିରେ ସ୍କୁଲ…

‘ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ’

କେନ୍ଦୁଝର,୧୮ା୩ (ସ୍ବ.ପ୍ର.) କେନ୍ଦୁଝରଗଡ ପାୈରପରିଷଦ ନିର୍ବାଚନ ପରିପ୍ରେକ୍ଷୀରେ ପୌରାଞ୍ଚଳର ସାମୂହିକ ବିକାଶ ପାଇଁ ଭାଜପା ପକ୍ଷରୁ ବିଂଶସୂତ୍ରୀ ଘୋଷଣାନାମା ଗୁରୁବାର ଜାରି କରାଯାଇଛି। ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସଭାରେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ…

ମୁଖ୍ୟ ରାସ୍ତାରୁ ଉଠିଲା ପିଚୁ

କେନ୍ଦୁଝର, ୧୭ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ରାସ୍ତାର ମରାମତି ପାଇଁ ବହୁ ଅର୍ଥ ଖର୍ଚ୍ଚ କରାଯାଉଥିଲେ ହେଁ ଉପଯୁକ୍ତ ତଦାରଖ ଅଭାବରୁ ନିମ୍ନମାନର କାମ ଯୋଗୁ କିଛି ଦିନ ମଧ୍ୟରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷା ଓ ରାତିରେ…

ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ହାଟଡ଼ିହୀ,୧୭ା୩(ଡିି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢା ପଞ୍ଚାୟତ ସରପଞ୍ଚ ପଦବୀ ଲାଗି ହୋଇଥିବା ନିର୍ବାଚନରେ ଭୋଟ ଗଣତିକୁ ନେଇ ବିବାଦ ଦେଖାଦେଇଛି। ଏନେଇ ପରାଜିତ ସରପଞ୍ଚ ପ୍ରାର୍ଥନୀ ରାଜ୍ୟ ନିର୍ବାଚନ କମିଶନଙ୍କଠାରେ ଅଭିଯୋଗ କରିଛନ୍ତି। କମିଶନ ତାଙ୍କ ଆବେଦନକୁ…

ଗୁଣିଗାରେଡ଼ି ସନ୍ଦେହରେ ଗାଁରୁ ବିତାଡ଼ିତ ପରିବାର ମାଗିଲେ ସୁରକ୍ଷା

କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ଜାବୁଡ଼ି ଧରି ବାଂଶପାଳ ବ୍ଲକର ବାୟାପଣ୍ଡାଧାର ଗ୍ରାମର କେତେକ ଲୋକଙ୍କ ଆକ୍ରମଣର ଶିକାର ହୋଇଥିବା ପୀଡ଼ିତା ସୁଲତାନୀ ଜୁଆଙ୍ଗଙ୍କ ପରିବାର ଏବେ ରାସ୍ତାରେ ସୁରକ୍ଷା ପାଇଁ ବୁଲୁଛନ୍ତି। ଏନେଇ ସେମାନେ ଶୁଆକାଠି ଫାଣ୍ଡିକୁ ମଙ୍ଗଳବାର…

ଧରିତ୍ରୀ ପ୍ରଭାବ: ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ନିର୍ବାଚନ ଆୟୋଗ

ହାଟଡିହୀ୧୬ା୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢ଼ା ପଞ୍ଚାୟତ ୧୪ଟି ଓ୍ବାର୍ଡକୁ ନେଇ ଗଠିତ। ସରପଞ୍ଚ ପଦବୀ ପାଇଁ ଭାରତୀ ପାତ୍ର ,ସାଗରିକା ଜେନା,ସୁକାନ୍ତି ପାତ୍ର ମୋଟ୍‌ ୩ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଥିଲେ। ମୋଟ ୪୫୭୦ ଜଣ ମତଦାନ କରିଥିବା…

ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଷ୍ଟାର ପ୍ରଚାରକ

କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀ ନିକୁ ସାହୁଙ୍କ ପ୍ରଚାର ପାଇଁ ଷ୍ଟାର ପ୍ରଚାର ଭାବେ ଓଡ଼ିଆ ସିନେ ତାରକା ଓହ୍ଲାଇଛନ୍ତି। ସିନେଷ୍ଟାର ପୁପିନ୍ଦର ସିଂ, ଲିପ୍‌ସା ମିଶ୍ର, ପ୍ରିୟଙ୍କା ମହାପାତ୍ର ଓ କମେଡିଆନ ସୁମନ ମହାରଣା ବୁଧବାର ନିକୁଙ୍କ ପାଇଁ ୧୨…

ଗଛରେ ଝୁଲୁଛି ବ୍ୟକ୍ତିଙ୍କ ମୃତଦେହ

ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ସାନ ଜାମୁପଶି ଗ୍ରାମରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ରାଜକିଶୋର ମୁଣ୍ଡା। ବୁଧବାର ସକାଳୁ ବକ୍ତିଙ୍କ ଘର ପାଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?