ନାଇଟ୍ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ
ଯୋଡ଼ା,୨୦।୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍, ନାଇଟ୍ କର୍ଫ୍ୟୁ ଜାରି କରାଯାଇ ପୋଲିସ ପଇଁତରା ମାରୁଥିବା ବେଳେ ଅନ୍ୟପଟେ ଚୋରା ଖଣିଜ…
ଲୁହାପଥର ଚୋରା ଚାଲାଣ: ୨ ଗିରଫ
କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ବନ ବିଭାଗ ରବିବାର ରାତିରେ ୨ ଜଣଙ୍କୁ ଗିରଫ କରିଛି। ଏହା ସହ ଗୋଟିଏ ଟିପ୍ପର ଜବତ ହୋଇଛି । ଲୁହାପଥର ଚୋରା ଚାଲାଣ ଅଭିଯୋଗରେ ରାତିରେ ପାଟ୍ରୋଲିଂ ବେଳେ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରାଯାଇଥିବା…
୨୦ରୁ ୨୪ ପର୍ଯ୍ୟନ୍ତ ବନ୍ଦ ରହିବ କୋର୍ଟ
କେନ୍ଦୁଝର,୧୯।୪(ସ୍ବ.ପ୍ର.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋର୍ଟ କାର୍ଯ୍ୟରୁ ଓକିଲମାନେ ବିରତ ରହିବେ ବୋଲି ଜିଲା ଓକିଲ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଚଳିତମାସ ୨୦ ରୁ ୨୪ ପର୍ଯ୍ୟନ୍ତ ବାର୍ ବନ୍ଦ ରଖିବା ନେଇ ସଂଘ କାର୍ଯ୍ୟକାରୀ କମିଟି ନିଷ୍ପତ୍ତି…
ବଳାତ୍କାର ମାମଲାରେ ନାବାଳକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ
କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ମାମଲାରେ ସ୍ଥାନୀୟ ଅତିରିକ୍ତ ଜିଲା ଓ ସ୍ପେଶାଲ ଜଜ୍ ଲୋକନାଥ ସାହୁ ୧୭ ବର୍ଷର ନାବାଳକଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ଓ ୧୧ ହଜାର…
କାଳବୈଶାଖୀର ତାଣ୍ଡବ: ଭୁଷୁଡିଲା ୫ ବଖରା
ପାଟଣା,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ିକାପୁଡି ପଞ୍ଚାୟତ ନେଉଳୀପଶି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ୫ ବଖରା ଖପର ଘର ରବିବାର ବିଳମ୍ବିତ ରାତିରେ ଭୁଷୁଡି ପଡିଛି। ତେବେ ପରିବାର ଲୋକେ…
ଗାଁ ମୁହାଁ ବନ୍ୟଜନ୍ତୁ: ବଗିଚାକୁ ପଶି ଆସିଲା ହରିଣ
ପାଟଣା,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ା ସାଉଥ୍ ବିଟ ତାଳପଦା ଗ୍ରାମ ପ୍ରଧାନସାହିର ଜଣଙ୍କ ବଗିଚାରୁ ରବିବାର ସକାଳୁ ଏକ ମାଈ ହରିଣ ଛୁଆ ଉଦ୍ଧାର ହୋଇଛି। ଗ୍ରାମର ରାଇଚରଣ ମହାନ୍ତଙ୍କ ବଗିଚାକୁ ହରିଣଟି ପଶି ଆସିଥିଲା।…
କେନ୍ଦୁଝରରେ ବିକ୍ରି ହେଉନି କେନ୍ଦୁ
କେନ୍ଦୁଝର, ୧୮ା୪(ସ୍ବ.ପ୍ର): ବଣପାହାଡ଼ ଘେରା କେନ୍ଦୁଝର ଜିଲାର ଅନ୍ୟତମ ମୁଖ୍ୟ ପାହାଡିଆ ଫଳ ମଧ୍ୟରେ କେନ୍ଦୁର ସ୍ଥାନ ନିଆରା। ଏହି ସୁସ୍ବାଦୁ ଫଳ କେନ୍ଦୁଝର ଜିଲାର ନାମକୁ ସାର୍ଥକ କରୁଛି। ଖରା ଦିନରେ ଜିଲାର ବିଭିନ୍ନ ଜଙ୍ଗଲ ପାହାଡ଼ିଆ ଅଞ୍ଚଳ ତଥା…
ମରଣାନ୍ତକ ଆକ୍ରମଣ କରି ଲୁଟ୍: ୨ ଅଭିଯୁକ୍ତ ଗିରଫ
ବଡ଼ବିଲ,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମାଟକାମବେଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର ମରଣାନ୍ତକ ଆକ୍ରମଣ କରି ୪ ହଜାର ଟଙ୍କା ଓ ମୋବାଇଲ ଲୁଟ୍ ଘଟଣାରେ ପୋଲିସ ଶନିବାର ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ…
ଭୋଜି ଖାଇ ଫେରୁଥିବା ବେଳେ ଅଘଟଣ: ବାଲି ବୋଝେଇ ହାଇଓ୍ବାକୁ ପଛରୁ ଧକ୍କା ଦେଲା ଅଟୋ, ୭ ଗୁରୁତର
ପାଟଣା,୧୭।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ଶରଧାପୁର ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ବାଲି ବୋଝେଇ ହାଇୱାରେ ଅଟୋଟି ପିଟି ହୋଇଥିଲା। ଏଥିରେ ଥିବା ୭ ଜଣ…
ଗୋଟିଏ ପରିବାରରୁ ୮ ପଜିଟିଭ୍ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ପାଟଣା,୧୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପାଟଣା ବ୍ଲକ ସ୍ବାମ ଶାସନରେ ଗୋଟିଏ ଦି ପରିବାରରୁ ୮ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅତିରିକ୍ତ ଜିଲାପାଳ ଉକ୍ତ ପ୍ଲଟକୁ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍…
ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ, ଦୁଇଦିନ ବ୍ୟାଙ୍କ ବନ୍ଦ
ପାଟଣା,୧୫।୪(ସ୍ବ.ପ୍ର.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପାଟଣା ବ୍ଲକ ତୁରୁମୁଙ୍ଗା ବଜାରସ୍ଥିତ ଏକ ବ୍ୟାଙ୍କର ଦୁଇ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହା ପରେ ବ୍ୟାଙ୍କ ପକ୍ଷରୁ ଦୁଇଦିନ ପର୍ଯ୍ୟନ୍ତ ବନ୍ଦ କରାଯାଇଛି।…
ଆଶାରେ ରହିଗଲା ଇଞ୍ଜିନିୟର ହେବା
କେନ୍ଦୁଝର,୧୨ା୪: କେନ୍ଦୁଝର ଟାଉନ ଥାନା ଅଧୀନ ଜାମୁନାଳିଆଠାରେ ଥିବା ସରକାରୀ ଇଞ୍ଜିନିୟରିଂ କଲେଜ ପଛପଟ ଥିବା ପୋଖରୀରେ ବୁଡ଼ି ସୋମବାର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଇଞ୍ଜିନିୟରିଂ କଲେଜର ମେକାନିକାଲ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର…
Archives


