କେନ୍ଦୁଝର

ବର୍ଷାରେ ଭୁଶୁଡ଼ିଲା ଘର: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

କେନ୍ଦୁଝର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେଣ୍ଟଲାପଶି ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଶୁକ୍ରବାର ରାତିରେ ବର୍ଷା ହୋଇ ଏକ ଭୁଶୁଡ଼ି ପଡ଼ିଛିି। ଗ୍ରାମର ହେବାରୁ ବେହେରାଙ୍କ ମାଟି ଘର କାନ୍ଥ ଭୁଶୁଡ଼ି ପଡିଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି...

ନାବାଳିକାଙ୍କୁ ଅସଦାଚରଣ କରି ଫସିଲେ ବିବାହିତ ବ୍ୟକ୍ତି

ପାଟଣା,୨୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ଗ୍ରାମର ୩୭ ବର୍ଷୀୟ ବିବାହିତ ବ୍ୟକ୍ତି ଜଣେ ୧୭ ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ହେଉଛନ୍ତି ସୁଜିତ ରାଉତ।...

କୃଷି ବିଲ୍‌କୁ ପାଟଣାରେ ବିରୋଧ

ପାଟଣା,୨୫ା୯(ସ୍ବ.ପ୍ର.): ଅଲ୍‌ ଇଣ୍ଡିଆ କିଷାନ ସଂଘର୍ଷ ସମନ୍ବୟ ସମିତି କେନ୍ଦ୍ର ସରକାରଙ୍କ କୃଷକ ବିରୋଧୀ ବିଲ୍‌୍‌କୁ ବିରୋଧ କରି ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ନବନିର୍ମାଣ କୃଷକ ସଙ୍ଗଠନ ମଧ୍ୟ ଏହି ଆନ୍ଦୋଳନକୁ...

ପଞ୍ଚାୟତରେ ଦୁର୍ନୀତି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପିଟାପିଟି ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ପାଇଁ ବୁଧବାର ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବହୁ ସଂଖ୍ୟାରେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟ ଯାଇ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ଗ୍ରାମରେ...

ପରିବା ଦର ଆକାଶ ଛୁଆଁ : ଚାହିଦା ମେଣ୍ଟାଉଛି ପାହାଡ଼ି କାକୁଡ଼ି

କେନ୍ଦୁଝର, ୨୧ା୯ (ସ୍ବ.ପ୍ର.) -କେନ୍ଦୁଝରରେ ପନିପରିବା ଦର ଆକାଶ ଛୁଆଁ । ଏଭଳି ପରିସ୍ଥିତିରେ ବେପାରୀ ମାନେ ପରିବା ଦରକୁ ଆହୁରୀ ଅଧିକ ବଢାଇ ଦେଉଥିବାରୁ ଗ୍ରାହକ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ବାଇଗଣ, ଭେଣ୍ଡି, ଜହ୍ନି, କାକୁଡି,...

ହନୁମାନ ପଇସା ପରେ ନୂଆ ଗୁଜବ: ଲକ୍ଷପତି ହେବା ଆଶାରେ ପୁରୁଣା ଟିଭି-ଫୋନ ପଛରେ ପଡ଼ିଛନ୍ତି ଯୁବପିଢ଼ି

ପାଟଣା,୨୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳର ବିଭିନ୍ନ ବଜାର ଅଞ୍ଚଳରେ ନୂଆ ଗୁଜବ। ପୁରୁଣା ଟିଭି ଓ ଫୋନ ରେ ଥିବା ନାଲି ବଲ୍‌ବରେ ଏଜ  ତରଳ ଧାତୁ ରହିଛି, ଯାହା ବହୁ ମୂଲ୍ୟବାନ ବୋଲି...

ଡିଜିଟାଲ ପେମେଣ୍ଟରେ ବାହାରୁଛି ପେଟ୍ରୋଲ: ମେଶିନ ତିଆରି କରି ଚର୍ଚ୍ଚାରେ ଯୁବକ

କେନ୍ଦୁଝର, ୨୦ା୯(ଡି.ଏନ.ଏ.)-ଟଙ୍କା ଭର୍ତ୍ତି କଲେ ପେଟ୍ରୋଲ ବାହାରୁଥିବା ମେଶିନ ତିଆରି କରି ଲୋକଙ୍କୁ ଚକିତ କରିଦେଇଥିବା ଆଦିବାସୀ ଯୁବକ ଏବେ ଆଉ ପାଦେ ଆଗକୁ ବଢିଛନ୍ତି। ସେ ଦୃଢ ଇଛାଶକ୍ତି ବଳରେ ନିଜର ଉଦ୍ଭାବନକୁ ଅତ୍ୟାଧୁନିକ ରୂପ ଦେବାରେ ସଫଳ...

ସ୍କୁଟିକୁ ପଛରୁ ଧକ୍କା ଦେଲା ବସ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀ...

ଅଦରକାରୀ ଜରିରୁ ଜୀବିକା

କେନ୍ଦୁଝର, ୧୮ା୯ (ସ୍ବ.ପ୍ର.)-ନିର୍ମାଣ କାର୍ଯ୍ୟରେ ଲାଗୁଥିବା ସିମେଣ୍ଟ ବସ୍ତାଗୁଡ଼ିକ ପରବର୍ତ୍ତୀ ସମୟରେ ଅଦରକାରୀ ହୋଇପଡ଼େ। ତେଣୁ ଏହାକୁ ଏଣେ ତେଣେ ଫୋପାଡ଼ି ଦିଆଯାଏ। ଏହି ଜରି ବସ୍ତା ପରିବେଶ ପାଇଁ ହାନିକାରକ ହୋଇଥାଏ। କିନ୍ତୁ ତେଲକୋଇ ବ୍ଲକର ଛାମୁଣ୍ଡା ଗ୍ରାମର...

ମୂଷାଖରୀ ସରପଞ୍ଚ କରୋନା ସଂକ୍ରମିତ

ପାଟଣା,୧୭ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତର ୫ ଜଣଙ୍କର ଆଣ୍ଟିଜେନ ଟେଷ୍ଟ ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ପରେ ୪ଜଣଙ୍କୁ ଗୁରୁବାର କେନ୍ଦୁଝର ରାଙ୍କିସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଉକ୍ତ ପଞ୍ଚାୟତର ମହିଳା ସରପଞ୍ଚ ତଥା...

ପାହାଡ଼ିଆ ପନିପରିବା ପାଇ ଗ୍ରାହକ ଖୁସି, ସ୍ବାଭାବିକ ଅବସ୍ଥା ଫେରୁଛି

କେନ୍ଦୁଝର, ୧୭ା୯ (ସ୍ବ.ପ୍ର.)-କରୋନା କଟକଣା କୋହଳ ହେବା ପରେ ଏବଂ ଯାତ୍ରୀବାହୀ ଗାଡି ଚଳାଚଳ କରିବା ଫଳରେ ଜିଲାରେ ସ୍ବାଭାବିକ ଅବସ୍ଥା ଫେରୁଛି। ମଲ, ଦୋକାନବଜାର ଆଦି ଖୋଲିବା ଫଳରେ ଜନଗହଳି ହେଉଛି। ଗ୍ରାମାଞ୍ଚଳର ଚାଷୀ, ମୂଲିଆ ତଥା ଛୋଟଛୋଟ...

ଟ୍ରକ୍‌ ଜାମରେ ଫସିଲେ ପରୀକ୍ଷାର୍ଥୀ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ସୋମବାର ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏନ୍‌ଏଚ୍‌ -୪୯ରେ ଲୁହାପଥର ବୋଝେଇ ଟ୍ରକ୍‌ ଜାମ ଯୋଗୁ ବାଂଶପାଳ ବ୍ଲକ ଅଞ୍ଚଳରୁ ପରୀକ୍ଷା ଦେବାକୁ ଆସିଥିବା ପ୍ରାୟ ୫୦ ପରୀକ୍ଷାର୍ଥୀ ଡଙ୍ଗପାଣି-ଅଞ୍ଜର ରାସ୍ତାରେ ଫସିଯାଇଥିଲେ। ପରେ ଖବର ପାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri