କେନ୍ଦୁଝର

୭ ବର୍ଷରୁ ଚିହ୍ନୁଥିଲେ ଜଡ଼ିବୁଟି

କେନ୍ଦୁଝର, ୩ା୩ (ସ୍ବ.ପ୍ର.): ପିଲା ଦିନରୁ ମାତ୍ର ୭ ବର୍ଷ ବୟସରୁ ବାପାଙ୍କ ସହିତ ଜଡିବୁଟି ଚିକିତ୍ସା କରି ଆଜି ନିଜକୁ ପ୍ରତିଷ୍ଠିତ କରିଛନ୍ତି ବୈଦ୍ୟ ପୁରୁଷୋତ୍ତମ ମହାନ୍ତ। ତାଙ୍କ ଘର ଚମ୍ପୁଆ ବ୍ଲକ ସିଲିପୁଞ୍ଜ ଗ୍ରାମରେ। ୧୯୯୦ ମସିହା ପୂର୍ବରୁ…

ଶାଳ ବନୀକରଣ ପ୍ରକଳ୍ପ ଅବହେଳିତ

କେନ୍ଦୁଝର,୩ା୩ (ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ଅଧୀନ ପଦ୍ମପୁର ଗ୍ରାମରେ ବନ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ କରାଯାଇଥିବା ଶାଳ ଜଙ୍ଗଲ ବନୀକରଣ ପ୍ରକଳ୍ପ ଅବହେଳିତ ହୋଇ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ସମଗ୍ର ଅଞ୍ଚଳ ଘାସ ଓ ଅନାବନା…

ଦିବଙ୍ଗତ ଖବରଦାତା ଅରିନ୍ଦମଙ୍କ ଘରୁ ଲୁଟ୍‌; ଗ୍ରୀଲ ତାଡ଼ି ସୁନାଗହଣା ନେଇଗଲେ

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଇକଳା ଗ୍ରାମର ଦିବଙ୍ଗତ ଖବରଦାତା ଅରିନ୍ଦମ ଦାସଙ୍କ ପୈତୃକ ଘରୁ ବୁଧବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଘରର ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଏନେଇ…

ଭୋଟ୍‌ ଗଣତିକୁ ନେଇ ଅସନ୍ତୋଷ: ପୁନଃ ଗଣନା ଦାବି

କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ସରପଞ୍ଚ ପ୍ରାର୍ଥିନୀ ନିର୍ମଳା ଦେହୁରୀ ପୁନଃ ଭୋଟ ଗଣନା ଦାବି କରିଛନ୍ତି। ଏନେଇ ବୁଧବାର ସଦର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଭୋଟ ଗଣନା ବେଳେ ଉପସ୍ଥିତ ଥିବା ତାଙ୍କ ଏଜେଣ୍ଟ ମଙ୍ଗଳୁ ଚରଣ…

ନିର୍ବାଚିତ ପ୍ରାର୍ଥିନୀଙ୍କ ୩ ସନ୍ତାନ ଅଭିଯୋଗ

କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ୪ ନମ୍ବର ଓ୍ବାର୍ଡର ଭୋଟରମାନେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚିତ ଓ୍ବାର୍ଡମେମ୍ବର ଇନ୍ଦୁମତୀ ମହାନ୍ତଙ୍କ ତିନୋଟି ସନ୍ତାନ ଅଛନ୍ତି। ଏଣୁ ଏନେଇ ତଦନ୍ତ କରି ତାଙ୍କ ନିର୍ବାଚିତ ପଦକୁ ରଦ୍ଦ କରିବାକୁ ଦାବି ହୋଇଛି।…

ଆସନ୍ତାକାଲିଠୁ ଖୋଲିବ ମା’ ତାରିଣୀ ମନ୍ଦିର: ମାନିବାକୁ ପଡ଼ିବ ଏସବୁ ନିୟମ

କେନ୍ଦୁଝର,୨ା୩(ସ୍ବ.ପ୍ର.): କୋଭିଡ୍‌ ଆଇନରେ କୋହଳ ହେବା ପରେ ଆସନ୍ତାକାଲି ଅର୍ଥାତ୍‌ ମାର୍ଚ୍ଚ ୩ରୁ ଘଟଗାଁ ମା’ ତାରିଣୀ ପୀଠ ଭକ୍ତଙ୍କ ପ୍ରବେଶ ଓ ଦର୍ଶନ ପାଇଁ କୋଭିଡ୍‌ ନିୟମାନୁଯାୟୀ ଖୋଲିବ। ଜିଲାପାଳଙ୍କ ଆଦେଶ କ୍ରମେ ମା’ ତାରିଣୀ ଟ୍ରଷ୍ଟ ପକ୍ଷରୁ ବୁଧବାର…

ପୁନଃ ଗଣତି ଦାବି

ଯୋଡ଼ା,୨୮ା୨(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ୨୬ନଂ ଜୋନ ଜିଲା ପରିଷଦ ପ୍ରାର୍ଥୀ, ସରପଞ୍ଚ, ସମିତି ସଭ୍ୟଙ୍କ ଭୋଟ ଗଣତି ଶେଷ ହୋଇଯାଇଛି। ଶନିବାର କେନ୍ଦ୍ରରେ ଭୋଟ ଗଣତି ସମୟରେ ଜଣେ ପୋଲିସ ଅଧିକାରୀ ବେଆଇନ ହସ୍ତକ୍ଷେପ କରିଥିବାରୁ ପୁନଃ ଭୋଟ…

ପାଟଣାର ୨୨ ନଂ ଜୋନ୍‌ରେ ବିଜେଡିର ବାଜିମାତ୍‌

ପାଟଣା,୨୮ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୨ ନମ୍ବର ଜୋନ୍‌ରେ ୩ ଜିଲା ପରିଷଦ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାଟଣାରେ ଭୋଟ୍‌ ଗଣନା ହୋଇଛି। ପାଟଣା ବ୍ଲକ ୨୨ ଜୋନ୍‌ ବିଜେଡି ସୌଭାଗ୍ୟ ମଞ୍ଜରୀ…

ବଢ଼ିଚାଲିଛି ପଲିଥିନ ବ୍ୟବହାର

ଚମ୍ପୁଆ,୨୭।୨ (ଡି.ଏନ.ଏ.): କେନ୍ଦୁଝର ଜିଲାର ଚମ୍ପୁଆ ଏନ୍‌ଏସି ଏକ ଉପାନ୍ତ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଦିନକୁଦିନ ସରକାରଙ୍କ ପକ୍ଷରୁ ନିଷେଧ କରାଯାଇଥିବା ପଲିଥିନର ବ୍ୟବହାର ବୃଦ୍ଧି ପାଇବାରେ ଲାଗିଛି। ଏପରିକି ଏହି ପଲିଥିନ କାରବାର କରୁଥିବା ବ୍ୟବସାୟୀମାନେ ଖୋଲାଖୋଲି ଭାବେ…

ବିଦ୍ୟାଳୟ ସମ୍ମୁଖରେ ମୁକୁଳା କୂଅ

ତେଲକୋଇ, ୨୭।୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ପିଟାନାଳୀ ଠାରେ ଆଦର୍ଶ ବିଦ୍ୟାଳୟ ରହିଛି। ଏହି ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ୨୮୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି । ତେବେ ବିଦ୍ୟାଳୟର ପ୍ରସ୍ଥାନରେ ଏକ ମୂକୁଳା…

ଅତିରିକ୍ତ ତଥ୍ୟ ମାଗିଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର, ୨୭।୨ (ସ୍ବ.ପ୍ର.): ଟାଉନ ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ନାବାଳିକା ଘଟଣାକୁ ନେଇ ଅତିରିକ୍ତ ତଥ୍ୟ ଦେବାକୁ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଜିଲାପାଳ ଓ ଏସ୍‌ପିଙ୍କୁ ଆଦେଶ କରିଛନ୍ତି। ଉକ୍ତ ନାବାଳିକା ଉଦ୍ଧାର ହୋଇଥିଲେ ହେଁ ଅଭିଯୁକ୍ତ ବିରୋଧରେ…

ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ କାଦକଳା ପଞ୍ଚାୟତର କାଦକଳା ଗ୍ରାମରେ ଦୋକାନୀ ଦୋକାନୀ ମଧ୍ୟରେ ବିବାଦ ହୋଇ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଦୋକାନୀଙ୍କ ନାମ ମାୟାଧର ବେହେରା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ଭୁଜାଲିରେ ହାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?