ବିଚାରପତିଙ୍କ ଘରୁ ଚୋରି
କେନ୍ଦୁଝର,୧୯ା୩ : କେନ୍ଦୁଝର ସହର ନୂଆସାହିରେ ରହୁଥିବା ଜଣେ ବିଚାରପତିଙ୍କ ଘରୁ ମୋବାଇଲ ଫୋନ ଓ ଲ୍ୟାପଟପ୍ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଚୋରଙ୍କ ସମ୍ପର୍କରେ କୌଣସି ସନ୍ଧାନ ମିଳିପାରି ନାହିଁ।…
ଆରମ୍ଭ ହେଲା ଧୁଡୁର ଚିକିତ୍ସା
ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ କେନ୍ଦୁଝର ଫରେଷ୍ଟ ଡିଭିଜନ ପକ୍ଷରୁ ଚିକିତ୍ସା କରାଯାଇଛି। ଜିଲା ବନ ବିଭାଗ ଅଧିକାରୀଙ୍କ ନିର୍ଦ୍ଦେଶ…
ଆତ୍ମହତ୍ୟା କରିବା ସମୟରେ ଭାଙ୍ଗିଗଲା ଗଛ ଡାଳ, ତଥାପି ବଞ୍ଚିଲେନି ଯୁବକ
ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆଁ ଗାଁ ନୂଆ ସାହି ଗାଁମୁଣ୍ଡ ଆକାଶିଆ ଗଛ ମୂଳରେ ଗୁରୁବାର ସକାଳୁ ଜଣେ ୨୩ ବର୍ଷୀୟ ବିବାହିତ ଯୁବକଙ୍କ ମୃତଦେହ ଦେଖି ଗ୍ରାମବାସୀ ପୋଲିସକୁ ଖବର କରିଥିଲେ। ଖବର ପାଇ…
ଆଧାର କାର୍ଡରେ ଭୁଲ୍ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ
ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ ଘଟଣା…
ବିଭିନ୍ନ ଦାବି ନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ
ଆନନ୍ଦପୁର,୧୭।୩(ସ୍ବ.ପ୍ର.): ଘସିପୁରା ବ୍ଲକ କଂଗ୍ରେସ ପକ୍ଷରୁ ବୁଧବାର ଘସିପୁରା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆନନ୍ଦପୁର ପୌରପରିଷଦ ଶୈଲଙ୍ଗସ୍ଥିତ କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଘସିପୁରା ବ୍ଲକ ସମ୍ମୁଖରେ ପହଞ୍ଚି ରାଜ୍ୟ ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ…
ପକେଟରେ ଥିବା ସ୍ମାର୍ଟଫୋନ ହଠାତ୍ ଫାଟିଗଲା, ଯୁବକ ଗୁରୁତ଼ର
କେନ୍ଦୁଝର,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା କାଶିପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଗ୍ରାମର ଜଣେ ଯୁବକ ପକେଟରେ ସ୍ମାର୍ଟଫୋନ ରଖିଥିବା ବେଳେ ତାହା ହଠାତ୍ ଫାଟିଯାଇଛି। ଫଳରେ ସେ ଗୁରୁତ଼ର ହୋଇଛନ୍ତି। ଚିକିତ୍ସା ପାଇଁ ତ଼ାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି…
୧୩ବର୍ଷର ବାଳକଙ୍କ ହୃଦ୍ ପ୍ରତିରୋପଣ ସଫଳ
କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ କୁଣ୍ଡାପିଠା ଗ୍ରାମର ବାଦଲ ପଇଦା (୧୩) ଙ୍କ ହୃଦ୍ପ୍ରତିରୋପଣ ସଫଳ ହୋଇଛି । ସେ ଓଡିଶାର ପ୍ରଥମ ଏବଂ ପୂର୍ବ ଭାରତର ସର୍ବକନିଷ୍ଠ ବାଳକ ଯାହାଙ୍କର ହୃଦ୍ ପ୍ରତିରୋପଣ ସଫଳ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ…
କେନ୍ଦୁଝରରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରାଯାଇଛି। ଜିଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ ଓ…
ନେଇଗଲେ ବନବିଭାଗ, ଝୁରୁଛନ୍ତି କୁନ୍ତଳା
ତେଲକୋଇ,୧୪।୩: ପଶୁ ଓ ମଣିଷ ମଧ୍ୟରେ ରହିଛି ଅନାବିଳ ସ୍ନେହ । ମଣିଷ ପାଖରୁ ପଶୁଟିକୁ ବିଚ୍ଛେଦ କରି ଜଙ୍ଗଲରେ ଛାଡିବା ଘଟଣାରେ ଜଣେ ମହିଳା ପାଳିତ ପଶୁଙ୍କୁ ଝୁରି ହେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ବନାଞ୍ଚଳ…
ଜଙ୍ଗଲ ନିଆଁ ପ୍ରଭାବ: ସୀମାନ୍ତବର୍ତ୍ତୀ ଗାଁ ଧୂଆଁମୟ
ପାଟଣା,୧୧।୩: ଗତ କିଛିଦିନ ଧରି ମୟୂରଭଞ୍ଜ ଜିଲା ଶିମିଳିପାଳ ବନାଞ୍ଚଳ ନିଆଁରେ ଜଳୁଥିବା ବେଳେ ଏହାର ପ୍ରଭାବରେ ତତ୍ସଂଲଗ୍ନ କେନ୍ଦୁଝର ଜିଲା ପାଟଣା ରେଞ୍ଜ୍ ଅଞ୍ଚଳ ଧୂଆଁରେ ଆଚ୍ଛାଦିତ ହୋଇପଡିଛି। ଧୂଆଁ ଏବେ ଅଞ୍ଚଳରେ କୁହୁଡିର ଭ୍ରମ ସୃଷ୍ଟି କରୁଛି। ଏହାଦ୍ୱାରା…
୬୦ ବସ୍ତା କାଠ ଅଙ୍ଗାର ଜବତ, ୨ ଗିରଫ
କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ବନବିଭାଗ ଗୁରୁବାର ଅଟେଇ ସରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ହେଉଥିବା ଏକ କାଠ ଅଙ୍ଗାର (କୋଇଲା) ବୋଝେଇ ପିକଅପ୍ ଭ୍ୟାନ୍କୁ ଜବତ କରିଛି। ଏହି ଘଟଣାରେ ବନ ବିଭାଗ ୨ ଜଣଙ୍କୁ ଗିରଫ କରିଛି।…
ନାଳକୁ ଗାଧୋଇବାକୁ ଯାଇ ବୃଦ୍ଧଙ୍କ ଜୀବନ ଗଲା
ପାଟଣା,୧୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଜହ୍ନେଇ ନାଳକୁ ମଙ୍ଗଳବାର ଅପରାହ୍ନରେ ଗାଧୋଇବାକୁ ଯାଇ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ପରଲୋକ ଘଟିଛି। ସେ ହେଲେ ଉକ୍ତ ପଞ୍ଚାୟତ ପୁରୁଣିଆ ଗ୍ରାମର ତନୁରାମ ମହାନ୍ତ। ସୂଚନାନୁଯାୟୀ, ତନୁରାମ…
Archives


