କେନ୍ଦୁଝର

ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍‌ଟିଏଫ୍‌ ଟିମ୍‌ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ ଜବତ କରିଛି। ସେମାନେ ହେଲେ କଲଣ୍ଡା ଗ୍ରାମର ରମାକାନ୍ତ ପ୍ରଧାନ ଓ ଅନାମ ମୁଣ୍ଡା।…

ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଜିଲା ପରିଷଦ ନିର୍ବାଚନ ଫଳାଫଳ

କେନ୍ଦୁଝର,୨୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩୭ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୩୬ଟିରେ ନିର୍ବାଚନ ପରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଭୋଟ୍‌ ଗଣତି ୧୩ଟି ବ୍ଲକ ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଆନନ୍ଦପୁର ବ୍ଲକର…

ଫେରିବା ଅପେକ୍ଷାରେ ୫ ଛାତ୍ର

ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍‌.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି। ଚମ୍ପୁଆ ଅଞ୍ଚଳର ଶୁଭମ କୁମାର ସାହୁଙ୍କୁ ଫେରାଇ ଆଣିବା…

ଖେଳିବାକୁ ଯାଇ ଫେରିନାହାନ୍ତି ଦ୍ୱିତୀୟ ଶ୍ରେଣୀ ଛାତ୍ର, ବଳି ସନ୍ଦେହ

ହାଟଡିହୀ,୨୫ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସୋସୋ ଥାନା ରୁଗୁଡ଼ିଆ(ଖଣି ବଜାର) ଗ୍ରାମର ଜଣେ ଦିତୀୟ ଶ୍ରେଣୀ ଛାତ୍ର ଖେଳିବାକୁ ଯାଇ ଆଉ ଘରକୁ ଫେରିନାହାନ୍ତି। ବାପା ବିଜୟ ପୂର୍ତ୍ତିଙ୍କର ଗତ ୪ ବର୍ଷ ତଳେ ମୃତ୍ୟୁ ହୋଇଥିବା ବେଳେ ମା’ ଅନ୍ୟତ୍ର ପଳାଇ…

ଗାଧେଇବାକୁ ଯାଇ ଫେରିଲେନି ଆଈ-ନାତୁଣୀ

କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଭେଜିଡିହି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଆଈ ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅମୃତ ଡାଙ୍ଗୁଆ…

ଧାନ କିଣା ବନ୍ଦ, ଟୋକନ ଧରି ଚିନ୍ତାରେ ଚାଷୀ

କେନ୍ଦୁଝର, ୨୪।୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ଧାନ ବିକିବା ପାଇଁ ଅପେକ୍ଷା କରିଥିବା ଚାଷୀମାନେ ମଣ୍ଡିରେ ଧାନ କିଣା ବନ୍ଦ ଯୋଗୁ ଚିନ୍ତାରେ ରହିଛନ୍ତି। ମଣ୍ଡିରେ ଧାନ କିଣା ଲକ୍ଷ୍ୟ ଧାର୍ଯ୍ୟ ସରିଯାଇଥିବାରୁ ୩୬ ଚାଷୀ ବିକି ପାରିନାହାନ୍ତି।…

ସୌନ୍ଦର୍ଯ୍ୟକରଣ ଆଳରେ ଗଛ କଟା

କେନ୍ଦୁଝର,୨୪।୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳୀର ଏକ ବିଦ୍ୟାଳୟ ପରିସରରେ ସାୈନ୍ଦର୍ଯ୍ୟକରଣ ଆଳରେ ବ୍ୟାପକ ଗଛ କଟାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଫଳରେ ବିଦ୍ୟାଳୟ ପରିସର କ୍ଷତିଗ୍ରସ୍ତ ହୋଇଛି। ଜଙ୍ଗଲ ଓ ପରିବେଶର ସୁରକ୍ଷା କରିବା ସହ ବନୀକରଣକୁ…

ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁଥିଲା ବିଜେଡି: ଅଭିଯୋଗ ଆଣିଲା ଭାଜପା

ପାଟଣା,୨୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ୨୯ ନମ୍ବର ଜୋନ୍‌ ତେଣ୍ଡେରା ପଞ୍ଚାୟତ ଭାଣ୍ଡାରୀ ବିଲା ଓ ଖିଲାରୀ ପାଟ ଗାଁରେ ବୁଧବାର ରାତିରୁ ବଡ଼ବିଲରୁ ଆସିଥିବା କେତେକ ଗୁଣ୍ଡା ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁ ଥିବାର ଘଟଣାଟି ସ୍ଥାନୀୟ…

ସ୍କୁଲରୁ ସିସିଟିଭି ଚୋରି କରି ଜେଲ୍‌ ଗଲେ ଅଭିଯୁକ୍ତ

ବଡ଼ବିଲ,୨୩ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗର ହାଇସ୍କୁଲରୁ ସିସି କ୍ୟାମେରା ଚୋରି ଅଭିଯୋଗରେ ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରି କ୍ୟାମେରା ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଳିଙ୍ଗନଗର ଅଞ୍ଚଳର ଅଭିଜିତ୍‌…

ଭୟରେ ଜଙ୍ଗଲରେ ଲୁଚିଲେ ଗ୍ରାମବାସୀ

ଯୋଡା, (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡା ବ୍ଲକର ବାମେବାରୀ ଥାନା ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ାଠାରେ ରବିବାର ରାତିରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୪ ଆହତ ହୋଇଛନ୍ତି। ଆହତ ମାନେ ହେଲେ ସେହି ଗ୍ରାମର ଅନାମୀ ପାତ୍ର, ସାଜନ ହାଇବୁରୁ, ଟିନୁ…

୨୩ରେ ବିଞ୍ଜବାହାଳ ପଞ୍ଚାୟତ ୧ନମ୍ବର ବୁଥ୍‌ରେ ସାନି ମତଦାନ

କେନ୍ଦୁଝର,୨୧।୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି। ଝୁମ୍ପୁରା ବ୍ଲକରେ ୭୫ ପ୍ରତିଶତ, ଆନନ୍ଦପୁରରେ ୭୫ ପ୍ରତିଶତ ଓ ହାଟଡିହି ବ୍ଲକରେ ୭୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହି ୩ ବ୍ଲକର ସମୁଦାୟ…

ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ

ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ନାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?