କେନ୍ଦୁଝର

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ ନିକଟରେ କାରଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ଫଳରେ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା ସହ ଘର ଦ୍ବାର ବ୍ୟାପକ କ୍ଷୟକ୍ଷତି ହୋଇଛି । ୨୦ ନମ୍ବର…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)। ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି। ଆଜି ପୂର୍ବାହ୍ନରେ ଧାନକିଣା ବାବଦକୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡ଼ି…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ ହାଟଡିହୀ ବ୍ଲକର ଜଳକଳଙ୍ଗ ଗ୍ରାମର ରବି ଜେନାଙ୍କ ପୁଅ ମାନସକୁ ପୋଲିସ ମଙ୍ଗଳବାର…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ଆନନ୍ଦପୁର ଉପଖଣ୍ଡ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ ଯୁବକଙ୍କ ସୋମବାର ସନ୍ଧ୍ୟାରେ ମୃତ୍ୟୁ ହୋଇଥିବା ବେଳେ ଅଂଶୁଘାତ ଏହାର କାରଣ ବୋଲି…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଛି। ଏନେଇ ଭିଜିଲାନ୍ସ ବିଭାଗ ପ୍ରେସ ରିଲିଜ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ ସ୍ବାମୀ ଖପରାଖାଇ ଗ୍ରାମରେ ଏକ ରାସ୍ତା କାର୍ଯ୍ୟର ସମୀକ୍ଷା କରୁଥିଲେ । ସମୀକ୍ଷା…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏବେ ଚିକିତ୍ସା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ପଡୁଥିବାବେଳେ ଆର୍ଥିକ ସମସ୍ୟା ନେଇ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି । ମୃତକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି ଗ୍ରାମର ଲକ୍ଷ୍ମଣ ମୁଣ୍ଡାଙ୍କ ପୁଅ ଳମ୍ବୁ (୯ ବର୍ଷ)ବିଷ ଖାଇ ମୃତ୍ୟୁ ବରଣ…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ ସାହିର ଲୋକମାନେ ଜଳ ସଙ୍କଟରେ ପଡ଼ି ଅସହାୟ ହୋଇପଡ଼ିଛନ୍ତି। ଏହାକୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?