ହାତୀର ସ୍ମୃତିରେ ‘ହାତୀ ମୀନାର’: ପର୍ଯ୍ୟଟନ ମାନ୍ୟତାକୁ ଅପେକ୍ଷା
କେନ୍ଦୁଝର, ୨୪।୮(ସ୍ବ.ପ୍ର.)-ହାତୀ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅଞ୍ଚଳର ଜଣେ ଅବସରପ୍ରାପ୍ତ ବରିଷ୍ଠ ଅଧ୍ୟାପକ ଏକ ହାତୀର ସ୍ମୃତିରେ ହାତୀମିନାର ପ୍ରତିଷ୍ଠା କରି...
ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର ହେଲା
ପାଟଣା,୨୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ତେଣ୍ଡେରା ରାସ୍ତାର କରଞ୍ଜିଆପଡ଼ା ରିଜର୍ଭ ଫରେଷ୍ଟ ଶାଳ ଜଙ୍ଗଲ ମଧ୍ୟରୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ତେଣ୍ଡେରା ପଞ୍ଚାୟତ ନୂଆଗାଁର...
କାନଝରି ନଦୀ ପୋଲ ଉପରେ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ: ଗମନାଗମନ ଠପ୍
ପାଟଣା,୨୨।୮(ସ୍ବ.ପ୍ର.): ଗତ କିଛି ଦିନରୁ ଜାରି ରହିଥିବା ଲାଘୁଚାପ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି କେନ୍ଦୁଝର ଜିଲା। ପାଟଣା କେନ୍ଦେଇପଶି ରାସ୍ତାର ଭିମାପଡା ନିକଟରେ ଥିବା କାନଝରି ନଦୀ ପୋଲ ଉପରେ ଶନିବାର ୪ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ...
ବନ୍ଧା ହେଲେ ଦୁଇ ବାଇକ୍ ଚୋର
ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଖୁଣ୍ଟାପଶି ଗ୍ରାମର ଶାନ୍ତି ଜ୍ୟୋତି ସିଂ(୨୮) ଓ...
ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର
କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ...
କେନ୍ଦୁଝର ଡି. ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ
କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ସ୍ଥାନୀୟ ଧରଣୀ ଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୮୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବୋଳ ୭୬ ଜଣ...
ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ଜାଣନ୍ତୁ କେନ୍ଦୁଝରରେ କେତେ ରହିଛି ପାସହାର
କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ଜିଲାରେ ମୋଟ ୮୩୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫୫୦ ଜଣ ପାସ କରିଛନ୍ତି॥ ସେଥିରୁ ୧୨୧...
ଆଣ୍ଟିଜେନ୍ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍ଡାଉନ୍
ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍ ଟେଷ୍ଟ ପରେ ପଜିଟିଭ୍ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ...
ପାଟଣାରେ ଅଗ୍ନିକାଣ୍ଡ
ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଦ ଗ୍ରାମରେ ସୋମବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବନମାଳୀ ମହାନ୍ତଙ୍କ ୨ ବଖରା ଆଜବେଷ୍ଟସ୍ ଘର ସହ ଆସବାବପତ୍ର ଜଳି ନଷ୍ଟ ହୋଇଯାଇଛି। ତେବେ ଘର ଭିତରେ...
ହାତୀ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନଫସଲ
ପାଟଣା,୧୬ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍ ଅଞ୍ଚଳର ବିନିଦା, ବାଲିପଶି ଓ ମଙ୍ଗଳପୁର ଗାଁରେ ୨୨ଟି ବଣୁଆ ହାତୀ ଉପଦ୍ରବ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଏହି ୨୨ ଟିକିଆ ହାତୀପଲ ଜଣଙ୍କ...
କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍ ଗ୍ରାସ ଚାଷ
ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ ଚାଷକୁ ଶନିବାର ମନ୍ତ୍ରୀ ଅରୁଣ କୁମାର ସାହୁ ପରିଦର୍ଶନ କରିବା ସହ...
କଟକଣା ମଧ୍ୟରେ କେନ୍ଦୁଝରରେ ସ୍ବାଧୀନତା ଦିବସ: କୃଷି ମନ୍ତ୍ରୀ କଲେ ପତାକା ଉତ୍ତୋଳନ
କେନ୍ଦୁଝର,୧୫।୮(ସ୍ବ.ପ୍ର.): କରୋନା କଟକଣା ମଧ୍ୟରେ କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏ ଥିରେ ମୁଖ୍ୟ ଅତିଥି ଭାବରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଉଦ୍ବୋଧନ...
Archives


