କେନ୍ଦୁଝର

ଏତଲା ରଖି ପୋଲିସ ଚୁପ୍‌

ଝୁମ୍ପୁରା,୯।୨(ଡି.ଏନ.ଏ.) କେନ୍ଦୁଝର ଜିଲା ଝୁମ୍ପୁରା ଓ ବାମେବାରୀ ଥାନା ଅଞ୍ଚଳରେ ଚୋରି ବଢ଼ି ଚାଲିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ୨୦ନଂ.ଜାତୀୟ ରାଜପଥ ପାର୍ଶ୍ୱରେ ପାର୍କିଂ କରାଯାଇ ଥିବା ଟ୍ରକ ଓ ଝୁମ୍ପୁରା ବଜାର ଉପରେ ଛିଡ଼ା ହେଉଥିବା ଛୋଟ ବଡ଼…

ବଢ଼ି ଚାଲିଛି ବାଲି ଚୋରି

କେନ୍ଦୁଝର, ୯।୨ (ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ନଦୀନାଳରୁ ବିନା ଲିଜ୍‌ରେ ବାଲି ଚୋରି ବଢ଼ି ଚାଲିଛି। ଫଳରେ ସରକାରଙ୍କ କୋଟି କୋଟି ଟଙ୍କାର ରାଜସ୍ବ, ପରିବେଶ କ୍ଷତି ହେଉଥିଲେ ହେଁ ରୋକିବା ଲାଗି କାହାରି ଆନ୍ତରିକତା ନାହିଁ। ପଞ୍ଚାୟତ ନିର୍ବାଚନ…

ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ପରଲୋକ

ପାଟଣା,୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ଶିକ୍ଷାବିତ ପ୍ରହ୍ଲାଦ ଦାଶଙ୍କ ସୋମବାର ରାତ୍ରିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଚାକିରି ଜୀବନରେ ପ୍ରହଲ୍ଲାଦ…

ଚନ୍ଦନ ଗଛ ଉପରେ ମାଫିଆଙ୍କ ନଜର

କେନ୍ଦୁଝର, ୮।୨ (ସ୍ବ.ପ୍ର./ ଡି.ଏନ.ଏ.) କେନ୍ଦୁଝର ଜିଲାରେ ଚନ୍ଦନ ତସ୍କରୀ ଉପରେ ପ୍ରଶାସନର ଅଙ୍କୁଶ ଲାଗିପାରୁନାହିଁ। ଫଳରେ ଜିଲାରେ ଚନ୍ଦନ ଗଛ ଚୋରି ବଢ଼ିବାରେ ଲାଗିଛି। ଏବେ ଚନ୍ଦନଗଛ ଉପରେ ନଜର ପଡ଼ିଥିବା ବେଳେ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌…

୧ କୋଟି ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ଧାନ ଗୋଦାମ ଘରେ ନିଆଁ ଲଗାଇଦେଲେ ଚାଷୀ

ପାଟଣା,୭।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସମବାୟ ସମିତି ଅଧୀନରେ ଥିବା ଜମୁନାପଶି ଶାଖା ସମବାୟ ସମିତି ଗୋଦାମ ଗୃହରେ ସୋମବାର ଅପରାହ୍ନରେ ଜଣେ ଯୁବ ଚାଷୀ ନିଆଁ ଲଗାଇଦେଛନ୍ତି। ତାଙ୍କ ଧାନକୁ ସେ ସରକାରୀ ଦରରେ ମଣ୍ଡିରେ…

ବୈତରଣୀ ନଦୀରୁ ବେଆଇନ ବାଲି ଚାଲାଣ

କେନ୍ଦୁଝର,୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ କିଆପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଧରପଗଡ଼ ହେଉ ନ ଥିବାରୁ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି…

ଧାନବସ୍ତା ରଖି ରାସ୍ତାରେ ବସିଲେ ଚାଷୀ

ପାଟଣା,୭ା୨(ସ୍ବ. ପ୍ର.) କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସମବାୟ ସମିତି ଅଧୀନ ଚେମେଣା ଶାଖା ସମିତି ମଣ୍ଡିରେ ଚାଷୀ ଧାନ ବିକ୍ରି କରି ନ ପାରି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରବିବାର ୧୨୦ରୁ ଊଦ୍ଧର୍‌ବ ଚାଷୀ ୪୯ନଂ. ଜାତୀୟ ରାଜପଥର…

ଭାଇବୋହୂଙ୍କୁ ହତ୍ୟା, ଦେଢ଼ଶୁର ଅଟକ

ଯୋଡ଼ା,୭ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅଧୀନ କଲ୍ହୋହୁଣ୍ଡୁଳା ଗ୍ରାମରେ ଗୁଣି ଗାରେଡ଼ି ସନ୍ଦେହରେ ଦେଢ଼ଶୁର ତାଙ୍କ ଭାଇବୋହୂଙ୍କୁ ହତ୍ୟା କରିଥିବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ଶ୍ରୀଦେବୀ ମୁଣ୍ଡା। ପୋଲିସ ଅଭିଯୁକ୍ତ ରଞ୍ଜିତ ମୁଣ୍ଡାଙ୍କୁ ଥାନାରେ…

‘ସମ୍ମାନହାନି ହୋଇଥିବାରୁ ଅଦାଲତ ଦ୍ୱାରସ୍ଥ ହେବି’

କେନ୍ଦୁଝର, ୭ା୨ (ସ୍ବ.ପ୍ର.) କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ବିରୋଧରେ ଭାଜପା କର୍ମୀ ସଞ୍ଜୀବ ନାୟକ ଟାଉନ ଥାନାରେ ଏତଲା ଦେବା ଘଟଣା ଜିଲାରେ ପ୍ରମୁଖ ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୋଗକୁ…

ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ସୁରକ୍ଷା ନେଇ ପ୍ରଶ୍ନବାଚୀ

କେନ୍ଦୁଝର,୬ା୨(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରୁ ପ୍ରାୟ ୪ଟି ଚନ୍ଦନ ଗଛ ଚୋରି ହୋଇଥିବାରୁ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ପରିସରରେ ସିସିଟିଭି ଲାଗିଥିବା ବେଳେ ସୁରକ୍ଷା ବଳ ନିୟୋଜିତ ସତ୍ତ୍ୱେ କିଭଳି…

ନିଷେଧ ସତ୍ତ୍ୱେ ସହରକୁ ପଶୁଛି ଭାରିଯାନ

କେନ୍ଦୁଝର, ୬ା୨ (ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ନିଷେଧ ସତ୍ତ୍ୱେ ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ୍‌ ତଥା ଲାଇନ ଟ୍ରକ୍‌ ଯାତାୟାତ କରୁଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଆଗକୁ ସ୍କୁଲ ଖୋଲୁଥିବାରୁ ବହୁ ସଂଖ୍ୟାରେ ଛୋଟ ଛୋଟ ପିଲା…

ବୋଲେରୋ ନିଲାମରେ ଅନିୟମିତତା

ଯୋଡ଼ା, ୬ା୨ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅଧୀନରେ ଥିବା ଏକ ସଚଳ ବୋଲେରୋକୁ ପୌରପାଳିକା ପକ୍ଷରୁ ଅତିକମ୍‌ ମୂଲ୍ୟରେ ନିଲାମ ଦିଆଯାଇଛି। ଏଥିରେ ଅନିୟମିତତା କରାଯାଇଥିବା ଯୋଡା ନଗର ଭାଜପା ପକ୍ଷରୁ ଅଭିଯୋଗ ହୋଇଛି। ଯୋଡା ନଗର ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?