କେନ୍ଦୁଝର

କେନ୍ଦୁଝରର ଯୁବ ବୈଜ୍ଞାନିକ ଇସ୍ରୋରେ ପୁରସ୍କୃତ

କେନ୍ଦୁଝର, ୩୧।୧(ସ୍ବ.ପ୍ର./ଡି.ଏନ୍‌.ଏ.): ଅନ୍ତରୀକ୍ଷ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳ କୃଷ୍ଣ ଖଟୁଆ ଇସ୍ରୋ ପକ୍ଷରୁ ବିକ୍ରମ ସରାଭାଇ କ୍ୱାଲିଟି ପୁରସ୍କାର ୨୦୨୦ ପାଇଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଇସ୍ରୋ ସଂସ୍ଥାର ବିକ୍ରମ…

ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ

କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ ଟ୍ରେନ ଚଳାଚଳ ବ୍ୟାହତ ହୋଇଛି l ଖବର ପାଇ ଜିଆର୍‌ପି, ଆରପିଏଫ୍‌ ଓ ରେଳ…

ମହିଳାଙ୍କୁ ଯୌତୁକ ନିର୍ଯାତନା: ବନ୍ଧା ହେଲେ ଶାଶୁ-ଶ୍ୱଶୂର, ଦେଢଶୂର

ବଡବିଲ, ୨୯।୧: କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ଅଞ୍ଚଳରେ ଜଣେ ମହିଳାଙ୍କୁ ଯୌତୁକ ଜନିତ ନିର୍ଯାତନା ଓ ତଣ୍ଟି ଚିପି ହତ୍ୟା ଉଦ୍ୟମ ଅଭିଯୋଗରେ ସମ୍ପୃକ୍ତ ଶାଶୁ, ଶ୍ୱଶୂର, ଦେଢଶୂରଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ…

ସାପଲତା ପାଲଟିଛି ଦର୍ଶନୀୟ ସ୍ଥାନ

କେନ୍ଦୁଝର, ୨୯।୧(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ନେକଡା ଘର (ଜାମୁନାଳିଆ) ନିକଟରେ ଜାତୀୟ ରାଜପଥ ୨୦ କଡ଼ରେ ରହିଛି ପ୍ରକୃତିଦତ୍ତ ସାପଲତା ପଥର ଚଟାଣ ା ଏହ ପଥର ଚଟାଣ ପ୍ରାୟ ୨୫ ଏକର ପରିମିତ ଅଞ୍ଚଳ ବ୍ୟାପିଥିବା କୁହାଯାଉଛି। ତେବେ ଏହି…

୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍‌

କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ…

ଜାତୀୟ ପତାକାକୁ ଅସମ୍ମାନ କଲେ ଅଙ୍ଗନଓ୍ବାଡି ଦିଦି: ରାତିସାରା ଉଡ଼ିଲା ତ୍ରିରଙ୍ଗା

ପାଟଣା,୨୭।୧(ସ୍ବ.ପ୍ର.): ସାରାଦେଶରେ ମଙ୍ଗଳବାର ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ତେବେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଡିକାପଦା ଗ୍ରାମ ପଞ୍ଚାୟତ ଗୋହିରା ସାହି ଅଙ୍ଗନଓ୍ବାଡି କେନ୍ଦ୍ରରେ ଜାତୀୟ ପତାକା ରାତିସାରା ଉଡିଛି। ଏହି ଦିବସକୁ ଅସମ୍ମାନ ଘଟଣା ସ୍ଥାନୀୟ ଅଞ୍ଚଳରେ…

ଠିଆ ହୋଇଥିବା ବସ୍‌ରେ ହଠାତ୍‌ ଲାଗିଗଲା ନିଆଁ

କେନ୍ଦୁଝର,୨୭।୧(ସ୍ବ.ପ୍ର.): କେନ୍ଦୁଝର ସହର ମାଇନିଂ ରୋଡ୍‌ ଏଲ୍‌ଆଇସି କଲୋନୀରେ ଠିଆ ହୋଇଥିବା ଏକ ବସ୍‌ରେ ନିଆଁ ଲାଗି ଯିବାରୁ ପୋଡ଼ିଯାଇଛି। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ ହେଁ ବସ୍‌ଟି ସମ୍ପୂର୍ଣ୍ଣ ପୋଡ଼ିଯାଇଥିଲା। କେହି ମୃତାହତ ହୋଇନାହାନ୍ତି। ନିଆଁ…

ନିରାଡମ୍ବର ଭାବେ ପାଳିତ ହେଲା ୭୨ ତମ ସାଧାରଣତନ୍ତ୍ର ଦିବସ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କୋଭିଡ ଗାଇଡ ଲାଇନ ମଧ୍ୟରେ ମଙ୍ଗଳବାର ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟାଳୟ ସ୍ଥିତ ଷ୍ଟାଡିୟମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଧାୟକ ନାଏକ ସମ୍ମିଳିତ…

କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍‌ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ତଥା ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗ…

ପାଟଣାରେ ଚାଞ୍ଚଲ୍ୟ: ରିଜର୍ଭ ଫରେଷ୍ଟ ମଧ୍ୟରେ ପଡ଼ିରହିଛି ମୁଣ୍ଡ ବିହୀନ ଗଳିତ ମୃତଦେହ

ପାଟଣା,୨୫।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ସିଲିଦା ଗ୍ରାମ ନିକଟରେ ଥିବା ଇୟୁକାଲିପଟାସ ରିଜର୍ଭ ଫରେଷ୍ଟ ମଧ୍ୟରେ ସୋମବାର ଏକ ମୁଣ୍ଡ ବିହୀନ ଗଳିତ ମୃତଦେହକୁ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ଖବର ଦେବା ପରେ…

ତୁରନ୍ତ ଟ୍ରେନ ଚଳାଇବାକୁ ଏମ୍‌ପି ଚନ୍ଦ୍ରାଣୀଙ୍କ ଦାବି

କେନ୍ଦୁଝର, ୨୪।୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ପୁରୀ -ବଡ଼ବିଲ ଇଣ୍ଟରସିଟି ଏକ୍ସପ୍ରେସ ଚଳାଚଳ ପାଇଁ ଏମ୍‌ପି ଚନ୍ଦ୍ରାଣୀ ମୂର୍ମୁ କେନ୍ଦ୍ର ରେଳମନ୍ତ୍ରୀଙ୍କଠାରେ ଦାବି କରିଛନ୍ତି। କରୋନା ମହାମାରୀ ପାଇଁ ଏହି ଟ୍ରେନ ମାର୍ଚ୍ଚ ୨୦୨୦ରୁ ବନ୍ଦ ରହିଥିଲା। ଏବେ ଜୀବନ ଯାତ୍ରା ସ୍ବାଭାବିକ…

ହାଇସ୍କୁଲ ବାରଣ୍ଡାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ପାଟଣା,୨୩।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ସ୍ଥିତ ପଞ୍ଚାୟତ ହାଇସ୍କୁଲ ବାରଣ୍ଡାରୁ ଶନିବାର ସକାଳୁ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ କଣ୍ଟିଆପଡ଼ା ଗ୍ରାମର ବୈରାଗୀ ନାଏକ। ଅପମିଶ୍ରିତ ମଦ୍ୟପାନ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri