କେନ୍ଦୁଝର

ହାତୀ ଚଳପ୍ରଚଳରେ ବାଧକ ଟ୍ରକ୍‌ ପାର୍କିଂ

କେନ୍ଦୁଝର, ୩୧।୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ହାତୀମାନଙ୍କ ଅପେକ୍ଷା ଖଣିଖାଦାନ ଓ ଖଣି ପରିବହନକୁ ଗୁରୁତ୍ୱ ଦିଆଯାଉଛି। ଫଳରେ ହାତୀ ମାନଙ୍କ ଚଳପ୍ରଚଳ ସଙ୍କୁଚିତ ହେବା ସହ ଚଲାପଥ ଅବରୋଧ ହୋଇଯାଉଥିବାରୁ ହାତୀ ପଲ ବିବ୍ରତ ହୋଇ ଆଖପାଖ ଅଞ୍ଚଳରେ ଉପଦ୍ରବ…

ଜିଲା ମୁଖ୍ୟ ଡାକ୍ତରଖାନାରେ ଲାଗିଲା ନିଆଁ

କେନ୍ଦୁଝର,୩୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଡାଏଲିସିସ୍‌ ଓ୍ବାର୍ଡରେ ଶଟ୍‌ସର୍କିଟ ଯୋଗୁ ନିଆଁ ଲାଗିଯାଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ବୋଲି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ନିଆଁ ଲାଗିବା ଫଳରେ ଚାରିଆଡ଼ ଧୂଆଁମୟ ହୋଇଯାଇଥିଲା।

ଅବହେଳିତ ଜୁଆଙ୍ଗ ଜନଜାତି

କେନ୍ଦୁଝର, ୩୧।୧(ଡି.ଏନ୍‌.ଏ.) ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଆଦିମ ଜନଜାତି ଜୁଆଙ୍ଗ ଓ ଭୂୟାଁ ଅବହେଳିତ ହୋଇ ରହିଛନ୍ତି। ପାହାଡ ଓ ଜଙ୍ଗଲ ଘେରା ମଧ୍ୟରେ ରହି ଆସୁଥିବା ଏହି ଜନଜାତି ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ବିକାଶ ସ୍ରୋତରେ…

ପୌର ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣକୁ ବିରୋଧ

ଆନନ୍ଦପୁର,୩୧।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ଅଧ୍ୟକ୍ଷ ପଦବୀ ସଂରକ୍ଷଣକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ସଂରକ୍ଷଣକୁ ନେଇ ସବୁ ସ୍ତରରେ ଅସନ୍ତୋଷ ଲାଗି ରହିଥିବା ବେଳେ ଅଧ୍ୟକ୍ଷ ପଦକୁ ନେଇ ବିଭିନ୍ନ ଦଳର ବହୁ ଆଶାୟୀଙ୍କ…

୨୩୭ ଅତି ସମ୍ବେଦନଶୀଳ ବୁଥ୍‌

କେନ୍ଦୁଝର,୩୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ା ବିଶେଷ କରି ଅବାଧ, ଭୟମୁକ୍ତ ଓ ନିରପେକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର ଗୁଡିକର ସୁରକ୍ଷା ପ୍ରତି ଅଧିକ ଧ୍ୟାନ…

ରାସ୍ତା ମଝିରେ ଜଳିଗଲା ହାଇଓ୍ବା

ଆନନ୍ଦପୁର,୨୯ା୧(ସ୍ବ.ପ୍ର.): ୫୩ ନଂ ଜାତୀୟ ରାଜପଥର ଘସିପୁରା ବ୍ଲକ ବୀରଗୋବିନ୍ଦପୁର ପଞ୍ଚାୟତ ଭଦ୍ରକ-କରଞ୍ଜିଆ ରାସ୍ତାର ଗୋହିରାବଣି ଛକ ନିକଟରେ ଏକ ଚିପ୍ସ ବୋଝେଇ ହାଇଓ୍ବାରେ ଶନିବାର ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ହାଇଓ୍ବାରେ ଥିବା ଚାଳକ ଓ ହେଲ୍ପର ଅଳ୍ପକେ ବର୍ତ୍ତିଯାଇଛନ୍ତି।…

ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ

କେନ୍ଦୁଝର,୨୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକର ୮ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅନାଦି ଚରଣ ସିଂଙ୍କ ଶନିବାର ଆକସ୍ମିକ ମୃତ୍ୟୁ ହୋଇଛି। ଆଜି ସକାଳେ ସେ ଘରେ ଥିବା ସମୟରେ ଅସୁସ୍ଥ ଅନୁଭବ କରିବାରୁ ପ୍ରଥମେ ଘଟଗାଁ…

ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଆନନ୍ଦପୁର,୨୯।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଓ ଏହା ନିକଟ ଅଞ୍ଚଳରେ ଥିବା ଯୁକ୍ତ ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବାତିଲ ଦାବିରେ ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ରାଲିରେ ଆସି ଆନନ୍ଦପୁର ଉପଜିଲାପାଳଙ୍କ…

ଧାନକିଣାକୁ ନେଇ ଉତ୍ତେଜନା

ଚମ୍ପୁଆ, ୨୯।୧ (ଡି.ଏନ.ଏ.) ଧାନକିଣାକୁ ନେଇ ଚାଷୀ ଅସନ୍ତୋଷ ବଢ଼ିବାରେ ଲାଗିଛି। ଚାଷୀ ଟୋକନ ପାଇ ନିର୍ଦ୍ଧାରିତ ଦିନରେ ଧାନ ବିକିବାକୁ ଆସୁଥିବା ବେଳେ ଟାର୍ଗେଟ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର କେନ୍ଦୁଝର ଜିଲା…

ନିଯୁକ୍ତି ଦାବିରେ ସ୍ଥାନୀୟ ଯୁବକଙ୍କ ଧାରଣା

ପାଟଣା,୨୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥର ଖିରେଇଟାଙ୍ଗିରି ଟୋଲଗେଟ୍‌ ସମ୍ମୁଖରେ ଗୁରୁବାର ସ୍ଥାନୀୟ ଯୁବକ ଧାରଣା ଦେଇଛନ୍ତି । କିଛି ସମୟ ପାଇଁ ଉତ୍ତ୍ୟକ୍ତ ଯୁବକ ରାସ୍ତା ଅବରୋଧ…

କେନ୍ଦୁଝରରେ ଉଡ଼ିଲା ତ୍ରିରଙ୍ଗା

କେନ୍ଦୁଝର,୨୬ା୧(ସ୍ବ.ପ୍ର.): କେନ୍ଦୁଝରରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜସ୍ବମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ…

ବଡବିଲର ବିଭିନ୍ନସ୍ଥାନରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ

କେନ୍ଦୁଝର,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ବିଭିନ୍ନସ୍ଥାନରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ବଡ଼ବିଲ ଜେଏମଏଫସି କୋର୍ଟ ପରିସରରେ ଆଇନଜୀବୀ ଓ କୋର୍ଟ କର୍ମଚାରୀଙ୍କ ଗହଣରେ ଜେଏମଏଫସି ପ୍ରଥମ ସାଧନଜୀତ ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରଥିଲେ। ସ୍ଥାନୀୟ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?