‘ସୌଭାଗ୍ୟ’ର ଭାଗ୍ୟ ବଦଳୁନି
ପାଟଣା,୧୭।୭(ସ୍ବ.ପ୍ର.)-ବଦଳୁନି ‘ସୌଭାଗ୍ୟ’ ଯୋଜନାରେ ଭାଗ୍ୟ। ଏହି ଯୋଜନାରେ ସାମିଲ ହୋଇ ୨୪ ପରିବାର ବିଜୁଳି ଆଲୁଅରୁ ବଞ୍ଚିତ ହୋଇଛନ୍ତି। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି। ହେଲେ ଖୁଣ୍ଟରେ ହିଁ ଝୁଲି ରହିଛି ‘ସୌଭାଗ୍ୟ’ ଯୋଜନା ସହ...
କେନ୍ଦୁଝରରେ ପୁଣି ୧୦ କରୋନା ପଜିଟିଭ୍ ଚିହ୍ନଟ: ୮ ରହିଛନ୍ତି ସ୍ଥାନୀୟ ଅଞ୍ଚଳର
କେନ୍ଦୁଝର,୧୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ସେମାନେ ପୂର୍ବରୁ କରନା ରୋଗୀଙ୍କ ସଂସ୍ପର୍ଶରେ ଆସିଥବା...
କେନ୍ଦୁଝରରେ ଅସୁରକ୍ଷିତ ହାତୀ
କେନ୍ଦୁଝର,୧୬ା୭(ସ୍ବ.ପ୍ର.)-ହାତୀ ସୁରକ୍ଷା ପାଇଁ ବନବିଭାଗ ପକ୍ଷରୁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ କେନ୍ଦୁଝର ଜିଲାରେ ହାତୀ ମୃତ୍ୟୁ ବଢିବାରେ ଲାଗିଛି। କେନ୍ଦୁଝର ବନଖଣ୍ଡରେ ବନ୍ୟ ଜୀବଜନ୍ତୁ ଅସୁରକ୍ଷିତ ହୋଇପଡ଼ିଥିବା ବେଳେ ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ...
କୋଭିଡ୍-୧୯ ନିୟମ ଉଲ୍ଲଂଘନ: ହୋଟେଲ ସିଲ୍
ବଡ଼ବିଲ,୧୫ା୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲ ମ୍ରିନାଲ କଲୋନୀସ୍ଥିତ ହୋଟେଲ ନୀଳକଣ୍ଠରେ ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରି ହୋଟେଲ ମାଲିକଙ୍କ ସମେତ ୧୦ ଜୁଆଡ଼ିଙ୍କୁ ଗିରଫ କରିଛି। ବେଆଇନ ଜୁଆଖେଳ ଓ କୋଭିଡ୍-୧୯ ନିୟମ ଉଲ୍ଲଂଘନ ଅଭିଯୋଗରେ ଉକ୍ତ...
କେନ୍ଦୁଝରରେ ପୁଣି ୨୨ କରୋନା ପଜିଟିଭ୍ ଚିହ୍ନଟ: ରହିଛନ୍ତି ୨ କରୋନା ଯୋଦ୍ଧା
କେନ୍ଦୁଝର,୧୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ମଙ୍ଗଳବାର ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଅନ୍ୟ ୨ ଜଣ କରନା ଯୋଦ୍ଧା ଥିବା...
ଘର ସମ୍ମୁଖରେ ବାସନ ମାଜୁଥିଲେ ମହିଳା: ଚଢ଼ିଗଲା କାର
ପାଟଣା,୧୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କରଞ୍ଜିଆଦେଇ ଯାଇଥିବା ୨୨୦ ନଂ. ରାଜପଥର ଧାନବେଣୀ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪୫ ବର୍ଷୀୟା ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଜୟ ମହାନ୍ତଙ୍କ...
୩ ଶହ ଟପିଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦୁଝର, ୧୩୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ଆଉ ୨୩ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...
କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ,: ବଦଳିଲା ଦୋକାନ ବନ୍ଦ ସମୟସୀମା
କେନ୍ଦୁଝର,୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଜଣେ କରୋନା ଯୋଦ୍ଧାଙ୍କ ସମେତ ୩ କରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କବିତ୍ର ଗ୍ରାମରେ ପୂର୍ବରୁ ଚିହ୍ନଟ ଜଣେ ରୋଗୀଙ୍କ ଲୋକାଲ କଣ୍ଟାକ୍ଟରେ ଆସିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। କରନା ଯୋଦ୍ଧା...
ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ
କେନ୍ଦୁଝର,୧୧ା୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଜିଲା କୋର୍ଟ ମଧ୍ୟରେ ଜିଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍-୧୯ ମାର୍ଗଦର୍ଶିକା ଅନୁଯାୟୀ ଉକ୍ତ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲା ଓ...
ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର ଘଟଣା: ଗୁଆଲି ଫରେଷ୍ଟର, ଫରେଷ୍ଟଗାର୍ଡ ନିଲମ୍ବିତ
କେନ୍ଦୁଝର,୧୧ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଗୁଆଲି ସେକ୍ସନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲ ଚୋରମାଲଦା ନିକଟରୁ ଏକ ୪ ବର୍ଷର ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଗୁଆଲି ଫରେଷ୍ଟର ବିଦ୍ୟାଧର ବେହେରା ଏବଂ ରୁଗୁଡି ଫରେଷ୍ଟଗାର୍ଡ...
ନର୍ସିିଂହୋମ୍ ସିଲ୍ କଲା ପ୍ରଶାସନ
ଯୋଡ଼ା,୧୦ା୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଓ ବଡବିଲ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସାଧାରଣରେ ଆତଙ୍କ ଖେଳିଯାଇଛି। ଯୋଡ଼ା ସହରରେ ଥିବା ଏକ ନର୍ସିିଂହୋମ୍କୁ ଆସିଥିବା ବଡବିଲ ଭଦ୍ରାସାହି ଅଞ୍ଚଳର ଜଣେ ରୋଗୀଙ୍କଠାରେ କରୋନା ପଜିଟିଭ...
ଖଣି ପାଇଁ ବଳି ପଡ଼ିବ ୯ ଲକ୍ଷ ଗଛ
କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-ନୂଆ ଖଣି ଖନନ ପାଇଁ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଗୁଆଲି ପଞ୍ଚାୟତ ଅଧୀନ ଗନ୍ଧଲପଡା ଗ୍ରାମ ନିକଟ ଶାଳ ଜଙ୍ଗଲ ପରିପୂର୍ଣ୍ଣ ଅଞ୍ଚଳକୁ ଚିହ୍ନଟ କରାଯାଇଛି। ପ୍ରାୟ ୧୮୧.୪୬୧ ହେକ୍ଟର ଅଞ୍ଚଳରେ ପାଖାପାଖି ୯ଲକ୍ଷ...
Archives


