ଅନ୍ଲାଇନ ଖେଳ ନିଶା: ମା’ ବାପାଙ୍କ ଆକାଉଣ୍ଟରୁ ୯୬ ହଜାର ଟଙ୍କା କାଟି ଜୀବନ ହାରିଲେ ଛାତ୍ର
ଯୋଡ଼ା,୩।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ଗୌଡ଼ବସ୍ତିଠାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଅନ୍ଲାଇନ ଖେଳ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, କମାରଯୋଡ଼ାରେ ରହୁଥିବା ବିନୋଦ ଆପଟ୍ଟଙ୍କ ୧୪ ବର୍ଷର ପୁଅ ଅମିତାଂଶୁ ଯୋଡ଼ା ସରସ୍ବତୀ…
ଘରେ ମଞ୍ଚା ବାନ୍ଧି ଶୋଉଛନ୍ତି
ଚମ୍ପୁଆ/ଘାଗରବେଡା, ୧।୧୦(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ବୁଢ଼ାମରା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଦେଖାଦେଇଛି ଏକ ଅଭାବନୀୟ ଘଟଣା। ଗୋଟିଏ ଘରେ ରହୁଛନ୍ତି ୧୪ ଆଦିବାସୀ ପରିବାର ସଦସ୍ୟ। ସ୍ଥାନ ଅଭାବରୁ ଘରଭିତରେ ସେମାନେ ମଞ୍ଚା ବାନ୍ଧି ଶୋଉଥିବା ଦେଖିବାକୁ ମିଳିଛି। ଆବାସ…
ତାତିଲେ ଗାଁ ସାଥୀ, ପଞ୍ଚାୟତିରାଜ ପ୍ରମୁଖ ଶାସନ ସଚିବଙ୍କୁ ହଟାଇବା ଲାଗି ଦାବି
କେନ୍ଦୁଝର,୩୦ା୯(ସ୍ବ.ପ୍ର.): ରାଜ୍ୟପାଳଙ୍କୁ ବେଖାତିର କରି ଗାଁ ସାଥୀଙ୍କ ପାଇଁ ନକାରାତ୍ମକ ଚିଠି କରିଥିବା ପଞ୍ଚାୟତ ବିଭାଗର ପ୍ରମୁଖ ଶାସନ ସଚିବ ଆଇଏଏସ ଡି.କେ. ସିଂଙ୍କ ବିରୋଧରେ ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି କାର୍ଯ୍ୟାନୁଷ୍ଠାନ ଦାବି କରିଛି। ସଂପୃକ୍ତ ଅଧିକାରୀ…
ଲକ୍ଷାଧିକ ଟଙ୍କା ହେରଫେର ଗନ୍ଧ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ ତାଲା ଭାଙ୍ଗିଲେ ବିଡିଓ
ପାଟଣା,୩୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ ଜେନାଙ୍କ ପଞ୍ଚାୟତ କାର୍ଯ୍ୟାଳୟ ତାଲାକୁ ମଙ୍ଗଳବାର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ବିଡିଓ ଭାଙ୍ଗିଦେଇଛନ୍ତି। ମିଳିଥିବା ସୁଚନା ଅନୁଯାୟୀ, ବାଉଁଶୁଳି ପଞ୍ଚାୟତ ପିଇଓ ଜେନା ଏସ୍ଏଫ୍ସି ଓ ସିଏଫ୍ ସି…
ପରିବା ଦର ଆକାଶଛୁଆଁ
କେନ୍ଦୁଝର, ୨୮ା୯(ଡି.ଏନ.ଏ.)- କେନ୍ଦୁଝର ପରି ଏକ କୃଷିଭିତ୍ତିକ ଜିଲାରେ ଏବେ ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡିଛି। ଲୋକେ ପରିବା କିଣିବାକୁ ଗଲାବେଳେ ଏହାର ଦର ଶୁଣି ମୁଣ୍ଡରେ ହାତ ଦେଉଥିବା ଲକ୍ଷ୍ୟ କରାଯାଉଛି।…
ବର୍ଷାରେ ଭୁଶୁଡ଼ିଲା ଘର: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
କେନ୍ଦୁଝର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେଣ୍ଟଲାପଶି ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଶୁକ୍ରବାର ରାତିରେ ବର୍ଷା ହୋଇ ଏକ ଭୁଶୁଡ଼ି ପଡ଼ିଛିି। ଗ୍ରାମର ହେବାରୁ ବେହେରାଙ୍କ ମାଟି ଘର କାନ୍ଥ ଭୁଶୁଡ଼ି ପଡିଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।…
ନାବାଳିକାଙ୍କୁ ଅସଦାଚରଣ କରି ଫସିଲେ ବିବାହିତ ବ୍ୟକ୍ତି
ପାଟଣା,୨୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ଗ୍ରାମର ୩୭ ବର୍ଷୀୟ ବିବାହିତ ବ୍ୟକ୍ତି ଜଣେ ୧୭ ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ହେଉଛନ୍ତି ସୁଜିତ ରାଉତ। ସୂଚନା…
କୃଷି ବିଲ୍କୁ ପାଟଣାରେ ବିରୋଧ
ପାଟଣା,୨୫ା୯(ସ୍ବ.ପ୍ର.): ଅଲ୍ ଇଣ୍ଡିଆ କିଷାନ ସଂଘର୍ଷ ସମନ୍ବୟ ସମିତି କେନ୍ଦ୍ର ସରକାରଙ୍କ କୃଷକ ବିରୋଧୀ ବିଲ୍୍କୁ ବିରୋଧ କରି ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ନବନିର୍ମାଣ କୃଷକ ସଙ୍ଗଠନ ମଧ୍ୟ ଏହି ଆନ୍ଦୋଳନକୁ ସମର୍ଥନ…
ପଞ୍ଚାୟତରେ ଦୁର୍ନୀତି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
କେନ୍ଦୁଝର,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପିଟାପିଟି ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ପାଇଁ ବୁଧବାର ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବହୁ ସଂଖ୍ୟାରେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟ ଯାଇ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ଗ୍ରାମରେ ବିଭିନ୍ନ…
ପରିବା ଦର ଆକାଶ ଛୁଆଁ : ଚାହିଦା ମେଣ୍ଟାଉଛି ପାହାଡ଼ି କାକୁଡ଼ି
କେନ୍ଦୁଝର, ୨୧ା୯ (ସ୍ବ.ପ୍ର.) -କେନ୍ଦୁଝରରେ ପନିପରିବା ଦର ଆକାଶ ଛୁଆଁ । ଏଭଳି ପରିସ୍ଥିତିରେ ବେପାରୀ ମାନେ ପରିବା ଦରକୁ ଆହୁରୀ ଅଧିକ ବଢାଇ ଦେଉଥିବାରୁ ଗ୍ରାହକ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ବାଇଗଣ, ଭେଣ୍ଡି, ଜହ୍ନି, କାକୁଡି, ଲାଉ,…
ହନୁମାନ ପଇସା ପରେ ନୂଆ ଗୁଜବ: ଲକ୍ଷପତି ହେବା ଆଶାରେ ପୁରୁଣା ଟିଭି-ଫୋନ ପଛରେ ପଡ଼ିଛନ୍ତି ଯୁବପିଢ଼ି
ପାଟଣା,୨୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳର ବିଭିନ୍ନ ବଜାର ଅଞ୍ଚଳରେ ନୂଆ ଗୁଜବ। ପୁରୁଣା ଟିଭି ଓ ଫୋନ ରେ ଥିବା ନାଲି ବଲ୍ବରେ ଏଜ ତରଳ ଧାତୁ ରହିଛି, ଯାହା ବହୁ ମୂଲ୍ୟବାନ ବୋଲି ଚର୍ଚ୍ଚା…
ଡିଜିଟାଲ ପେମେଣ୍ଟରେ ବାହାରୁଛି ପେଟ୍ରୋଲ: ମେଶିନ ତିଆରି କରି ଚର୍ଚ୍ଚାରେ ଯୁବକ
କେନ୍ଦୁଝର, ୨୦ା୯(ଡି.ଏନ.ଏ.)-ଟଙ୍କା ଭର୍ତ୍ତି କଲେ ପେଟ୍ରୋଲ ବାହାରୁଥିବା ମେଶିନ ତିଆରି କରି ଲୋକଙ୍କୁ ଚକିତ କରିଦେଇଥିବା ଆଦିବାସୀ ଯୁବକ ଏବେ ଆଉ ପାଦେ ଆଗକୁ ବଢିଛନ୍ତି। ସେ ଦୃଢ ଇଛାଶକ୍ତି ବଳରେ ନିଜର ଉଦ୍ଭାବନକୁ ଅତ୍ୟାଧୁନିକ ରୂପ ଦେବାରେ ସଫଳ ହୋଇଛନ୍ତି।…
Archives


