କେନ୍ଦୁଝର

ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ

କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ଉପଖଣ୍ଡରେ ନାମାଙ୍କନପତ୍ର ଯାଞ୍ଚରେ ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ ହୋଇଥିବା ବେଳେ ଅନ୍ୟ ସବୁ କାଏମ ରହିଛି। ହରିଚନ୍ଦନପୁର ବ୍ଲକର ୩୩ ନମ୍ବର୍‌ ଜୋନରେ ନାମାଙ୍କନପତ୍ର ଦାଖଲ କରିଥିବା ଜେଏମ୍‌ଏମ୍‌ ପ୍ରାର୍ଥୀ ଫୁଲମଣି ମୁର୍ମୁଙ୍କ ନାମାଙ୍କନପତ୍ରରେ ଦସ୍ତଖତ ନ…

ଘନ କୁହୁଡ଼ି: ଗମନାଗମନ ବାଧାପ୍ରାପ୍ତ

ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶନିବାର ଘନ କୁହୁଡ଼ି ଆସ୍ତରଣ ଯୋଗୁ ଦିନ ୧୦ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ସହ ଗମନାଗମନରେ ବ୍ୟାଘାତ ସୃଷ୍ଟି ହୋଇଛି। କୁହୁଡ଼ି ଆସ୍ତରଣ ହେତୁ ମୁହଁକୁ ମୁହଁ ଦୃଶ୍ୟମାନ ହେଉନାହିଁ। ଫଳରେ ବାଇକ୍‌, କାର,…

ବିଜେଡି ବିଧାୟକଙ୍କ ଭାଇ ଭାଜପାର ଜିଲା ପରିଷଦ ପ୍ରାର୍ଥୀ

କେନ୍ଦୁଝର, ୨୨।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବିଜେଡି ବିଧାୟକ ଜଗନ୍ନାଥ ନାଏକଙ୍କ ବଡ଼ଭାଇ ସତ୍ୟବ୍ରତ ନାଏକ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପା ଟିକେଟରେ ଉକ୍ତ ନିର୍ବାଚନମଣ୍ଡଳୀର ୨୧ ନଂ. ଜୋନ୍‌ରୁ ନାମାଙ୍କନପତ୍ର ଦାଖଲ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଦାମୋଦର ମେଳାରେ ୫୦ ହଜାର ଶ୍ରଦ୍ଧାଳୁ

ଠାକୁରମୁଣ୍ଡା,୨୧।୧ (ଡି.ଏନ.ଏ. ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟ ବୈତରଣୀ ନଦୀର ସ୍ବତୀ ଘାଟରେ ସାନ୍ତାଳ ସମ୍ପ୍ରଦାୟର ଅସ୍ଥି ବିସର୍ଜନ ବା ଦାମୋଦର ମେଳା ଗୁରବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ…

ମା’ ହତ୍ୟାକାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର,୨୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ହରିଚନ୍ଦନପୁର ବ୍ଲକ ରେବଣାପଳାସପାଳ ଗ୍ରାମର ବିଦ୍ୟାଧର ନାୟକଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ୨୦ ହଜାର ଟଙ୍କା…

ଋଣ ପାଇବାକୁ ଯାଇ ଠକାମିର ଶିକାର ହେଲେ ଫାର୍ମାସିଷ୍ଟ

କେନ୍ଦୁଝର, ୨୦।୧ (ସ୍ବ.ପ୍ର.): ମୋବାଇଲରେ ଥିବା ଏକ ଲୋନ ଆପରେ ଲୋଭନୀୟ ଅଫର ପାଇ ଜଣେ ବ୍ୟକ୍ତି ଠକାମୀର ଶୀକାର ହୋଇଥିବା ଅଭିଯୋଗ ହୋଇଛି। ସେ ହେଉଛନ୍ତି ଜଣେ ଫାର୍ମାଶିଷ୍ଟ। ତାଙ୍କ ନାମ ମନୋରଞ୍ଜନ ମହାନ୍ତ। ଉକ୍ତ ଆପ ସୁବିଧାରେ ଋଣ…

ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା

ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ ଉପରୁ ଭରସା ତୁଟିଯାଏ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡ଼ା…

ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା,୨୦।୧(ସ୍ବ. ପ୍ର.) ଗାଁକୁ ଭଲ ରାସ୍ତା ନଥିବାରୁ ଜଣେ ବୃଦ୍ଧଙ୍କୁ ଆମ୍ବୁଲାନ୍ସ ଯାଇ ଆଣି ନ ପାରିବାରୁ ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯାଇଥିଲା। ବିଳମ୍ବରେ ଚିକିତ୍ସାଳୟରେ ପହଞ୍ଚିବାରୁ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି ବୋଲି ତାଙ୍କ…

ରାସ୍ତା ଖରାପ ଯୋଗୁ ଯାଇପାରିଲାନି ଆମ୍ବୁଲାନ୍ସ: ଚାଲିଗଲା ରୋଗୀଙ୍କ ଜୀବନ

ପାଟଣା,୧୯।୧(ସ୍ବ.ପ୍ର.): ଗାଁକୁ ଭଲ ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସ ପାଖକୁ ଯାଇଥିଲେ ରୋଗୀ। ବିଳମ୍ବରେ ଚିକିତ୍ସାଳୟରେ ପହଞ୍ଚିବା ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି…

ବୋଲେରୋ ଧକ୍କାରେ ସ୍କୁଟି ଆରୋହୀ ମୃତ: ରାଜପଥ ଅବରୋଧ

ପାଟଣା,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ସ୍କୁଟି ଆରୋହୀଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିବା…

ସହାନୁଭୂତିରେ ପୂରୁଛି ପେଟ

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅଧୀନ କଣ୍ଡରାପଶି ଗ୍ରାମରେ ରହୁଛନ୍ତି ଦିବ୍ୟାଙ୍ଗ ସରସ୍ବତୀ ମୁଣ୍ଡା। ପିଲା ଦିନରୁ ସେ ପୋଲିଓରେ ଆକ୍ରାନ୍ତ । କାମ ଧନ୍ଦା କରିବାକୁ ଅକ୍ଷମ। ବାଡ଼ି ଧରି ବହୁ କଷ୍ଟରେ ଚଲାବୁଲା କରନ୍ତି। ୪ ବର୍ଷ ତଳେ…

ଗାଁ ସମସ୍ୟା ନେଇ ରାସ୍ତାରେ ଯୁବତୀ

କେନ୍ଦୁଝର,୧୯ା୧(ସ୍ବ.ପ୍ର.): ବାରମ୍ବାର ଗୁହାରୀ ସତ୍ତ୍ୱେ ଗାଁର ସମସ୍ୟା ସୁଧୁରିଲାନି। ନେତାଙ୍କଠାରୁ ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ କେହି ଏଥିପ୍ରତି ଗୁରୁତ୍ୱ ଦେଲେନି। ଶେଷରେ ନିରୁପାୟ ହୋଇ ଜଣେ ସଚେତନଶୀଳ ଯୁବତୀ ସମସ୍ୟା ସୁଧାରିବାକୁ ଅଣ୍ଟା ଭିଡ଼ିଛନ୍ତି। ମଙ୍ଗଳବାର ସକାଳେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?