କେନ୍ଦୁଝର

ଭାଙ୍ଗିଲେ ଘର, ପନିପରିବା ଚାଷ ଛାଡ଼ିଲେ ନାହିଁ

ପାଟଣା,୧୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍‌ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ୭ ଜଣିଆ ହାତୀପଲ ପଶି ଉପଦ୍ରବ କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଠାକୁରମୁଣ୍ଡା ରେଞ୍ଜରୁ ଏହି ହାତୀ ପଲ ଆସି…

ଧାନମଣ୍ଡି ବନ୍ଦ ନେଇ ବଢୁଛି ଅସନ୍ତୋଷ

ଚମ୍ପୁଆ,୧୮।୧(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଅନ୍ତର୍ଗତ ରଜିଆ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଖୋଲାଯାଇଥିବା ଧାନମଣ୍ଡି ବନ୍ଦ ହୋଇଯାଇଥିବା ବେଳେ ଚାଷୀଙ୍କ ମଧ୍ୟରେ ଧାନ ବିକ୍ରିକୁ ନେଇ ସନ୍ଦେହ ବଢିବାରେ ଲାଗିଛିି। ଟୋକନ ପାଇ ଚାଷୀ ଧାନ ବିକ୍ରି କରିପାରୁ ନ ଥିବା…

ଗାଁରେ ନାହିଁ ନେଟୱର୍କ

କେନ୍ଦୁଝର, ୧୮।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟଓ୍ବାର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ବଣପାହାଡ଼ ଘେରା ଏହି ଦୁର୍ଗମ ଅଞ୍ଚଳରେ ଅନଲାଇନ ପାଠପଢା ଏବଂ ପରୀକ୍ଷା ବାଧାପ୍ରାପ୍ତ ହୋଇଛି।…

ଭାଙ୍ଗିଦେଲେ ୬ ଘର

ଚମ୍ପୁଆ,୧୭ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ନିୟମିତ ଭାବେ ଲାଗି ରହିଛି। କେତେବେଳେ ଗୋଟିକିଆ ହାତୀ ତାଣ୍ଡବ କରୁଛି ତ କେତେବେଳେ ହାତୀ ଗୋଠ ଉପଦ୍ରବ କରି ଘର ଓ ଫସଲ ନଷ୍ଟ କରିଚାଲିଛନ୍ତି। ରବିବାର ରାତିରେ ଦୁଇ…

ପାଣି ପାଇଁ ରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୧୫ା୧(ସ୍ବ.ପ୍ର.): ଦୀର୍ଘ ୧୫ ଦିନ ଧରି ପାଣି ସମସ୍ୟା ଦେଖାଦେଇଥିଲା ହେଁ ସମାଧାନ ନ ହେବାରୁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ନୁଦୁରପଡ଼ା-କାଳିଆ ହତା ରାସ୍ତାର ଖୁଦପଶି ନିକଟରେ ମହିଳାମାନେ ଗରା, ବାଲଟି ଧରି ରାସ୍ତା ଅବରୋଧ କରିଥିଲେ। ଫଳରେ ଉକ୍ତ…

ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି ଅଦିନିଆ ବର୍ଷା

ପଦ୍ମପୁର/ବନ୍ତ, ୧୫ା୧(ଡି.ଏନ.ଏ.) ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଚାଷ ଆରମ୍ଭରେ ଅନିୟମିତତା ବର୍ଷା, ସାରର ଅଭାବୀ ବିକ୍ରି ପରେ ଲଘୁଚାପ ଜନିତ ବର୍ଷା ଏବଂ ଏବେ ଅମଳ ସମୟରେ କଟାଯାଇଥିବା ପାଚିଲା ଧାନ ବିଲରେ ଭିଜୁଛି। ଏହାକୁ ନେଇ…

ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଚମ୍ପୁଆ,୧୫ା୧ (ଡି.ଏନ.ଏ) କେନ୍ଦୁଝର ଜିଲାରେ ପବିତ୍ର ମକର ସଂକ୍ରାନ୍ତି ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। କିନ୍ତୁ କରୋନା କଟକଣା ଯୋଗୁ ଚଳିତ ବର୍ଷ ମଧ୍ୟ ଏହି ପର୍ବ ଫିକା ପଡ଼ିଛି। ରାଜ୍ୟରେ କରୋନା ଏବଂ ଓମିକ୍ରନ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା…

ଫିକା ପଡ଼ିଲା ମକର

କେନ୍ଦୁଝର/ପାଟଣା, ୧୫ା୧ (ସ୍ବ.ପ୍ର.) କୋଭିଡ୍‌ କଟକଣା ଓ ଅଦିନିଆ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଅନ୍ୟତମ ପ୍ରମୁଖ ପର୍ବ ମକର ଫିକା ପଡ଼ିଯାଇଛି। ବିଭିନ୍ନ ପୀଠ ଓ ଜଳାଶୟ ଖାଁ ଖାଁ ଲାଗିଥିଲା। ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ସମେତ ଅନ୍ୟ…

ମକର ସଂକ୍ରାନ୍ତିରେ ବନ୍ଦ ରହିବ ମା’ ତାରିଣୀ ମନ୍ଦିର

କେନ୍ଦୁଝର,୧୩।୧(ସ୍ବ.ପ୍ର.): ଶୁକ୍ରବାର ମକର ସଂକ୍ରାନ୍ତି। ଏହାକୁ ନେଇ ରାଜ୍ୟର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାର ସମ୍ଭାବନା ରହିଛି। ମାତ୍ର କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦୁଝର ଜିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ ମନ୍ଦିର ବନ୍ଦ ରହିବ।…

ଅବାଧରେ ଚାଲିଛି ଗଛକଟା

କେନ୍ଦୁଝର, ୧୩।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଗୁମୁରା ପଞ୍ଚାୟତ ଟୋଲଙ୍କବାହାଳ ଗ୍ରାମ ଜଙ୍ଗଲରେ ଅବାଧ ଗଛ କାଟି ଜଙ୍ଗଲ ପଦା କରିବାରେ ଲାଗିଛନ୍ତି। ମୂଲ୍ୟବାନ ଶାଳ ଜଙ୍ଗଲକୁ ସ୍ଥାନୀୟ ଲୋକ କାଟି ନେଉଥିଲେ ହେଁ ବନ ବିଭାଗ…

ମହିଳା କର୍ମଚାରୀଙ୍କୁ ଅସଦାଚରଣ: କଲେଜ ଅଧ୍ୟକ୍ଷ ଗିରଫ

ହାଟଡିହୀ,୧୨।୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ମହିଳା କର୍ମଚାରୀ ଜଣଙ୍କ ଅସୁସ୍ଥତା କାରଣରୁ ୨୦୨୧…

ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଗିରଫ ହେଲେ କଲେଜ ଅଧ୍ୟକ୍ଷ

ହାଟଡିହୀ,୧୧l୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ମହିଳା କର୍ମଚାରୀ ଜଣଙ୍କ ଅସୁସ୍ଥତା କାରଣରୁ ୨୦୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?