କେନ୍ଦୁଝର

କଏନ ନେବାକୁ ରାଜି ହେଲା ବ୍ୟାଙ୍କ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ଏଭଳି ଆଶ୍ୱାସନା ଦେଇଛନ୍ତି ଲିଡ ଡିଷ୍ଟ୍ରିକ…

ବଡ଼ବିଲ ରେଳ ଷ୍ଟେଶନରେ ଧାରଣା

ବଡ଼ବିଲ,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବଡ଼ବିଲ ରେଳ ଷ୍ଟେଶନରେ ବିକାଶ ପରିଷଦ ପକ୍ଷରୁ ଧାରଣା ଦିଆଯାଇଛି। ୩ ଦଫା ଦାବିରେ ଏହି ଧାରଣା ଦେଇଥିବା ଜଣାପଡିଛି। ବାଂଶପାଣି-ବଡ଼ବିଲ ରେଳ ସଂଯୋଗୀକରଣ, ପୁରୀ-ବଡ଼ବିଲ ଇଣ୍ଟରସିଟି ଟ୍ରେନ ପୁନଃ ଚଳାଚଳ ଏବଂ ଟାଟା ନଗର- ବଡ଼ବିଲ…

ଶିଶୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

କେନ୍ଦୁଝର,୨୦।୧୨(ସ୍ବ.ପ୍ର.): ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ଶିଶୁ ହତ୍ୟା ମାମଲାର ବିଚାର କରି ସୋମବାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ମନୋଜ ସାହୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ୫ ଲକ୍ଷ ଟଙ୍କା ଜରିମାନା ଏବଂ ଅନାଦାୟ…

ଅଫିସରେ ମହିଳା ଆର୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହିଳା ରାଜସ୍ବ ନିରୀକ୍ଷକ ସୀମା ସିମନ୍ତିନୀ ସାହୁ ସୋମବାର ସକାଳେ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନିଆଯଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ…

କେନ୍ଦୁଝରରେ ତାପମାତ୍ରା ୭.୨ ଡିଗ୍ରୀକୁ ଖସିଲା

କେନ୍ଦୁଝର,୨୦ା୧୨(ସ୍ବ.ପ୍ର.): ଜିଲାରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ରେକର୍ଡ ହୋଇଛି। ରାତିରେ ତାପମାତ୍ରା ହ୍ରାସ ପାଉଥିବାରୁ ଲୋକମାନେ ବହୁ ଅସୁବିଧା ଭୋଗୁଛନ୍ତି। ଆସନ୍ତାକାଲି ତାପମାତ୍ରା ଆହୁରି ତଳକୁ ଖସି ଆସିବା ସମ୍ଭାବନା ରହିଛି। ଗତ ଦୁଇଦିନ ହେଲା ତାପମାତ୍ରା ୧୦…

କେନ୍ଦୁଝରରେ ୬୫୪ ଶିକ୍ଷକ ପଦବୀ ଖାଲି

କେନ୍ଦୁଝର,୨୦।୧୨(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଶିକ୍ଷକ ଅଭାବ ଯୋଗୁ ୨୦୮ଟି ସରକାରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀଶିକ୍ଷକ ପଦବୀ ଖାଲି ରହିଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂସ୍କୃତ ଶିକ୍ଷକମାନେ ବିଜ୍ଞାନ ପଢ଼ାଉଥିବାବେଳେ କ୍ରୀଡ଼ା ଶିକ୍ଷକ ଇତିହାସ, ଭୂଗୋଳ, ଗଣିତ, ହିନ୍ଦୀ ପଢ଼ାଉଛନ୍ତିି।…

ଅଧିକ ଦାମରେ ବସ୍ତା କିଣୁଛନ୍ତି ଚାଷୀ

ଚମ୍ପୁଆ,୨୦।୧୨(ଡି.ଏନ.ଏ) ଧାନ ଅମଳ ପ୍ରାୟ ୯୯ ଭାଗ ଶେଷ ହୋଇଯାଇଥିବା ବେଳେ ଚାଷୀ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ବସ୍ତା। ଧାନ ସାଇତି ରଖିବା ହେଉ କି ବିକ୍ରିପାଇଁ ହେଉ ବସ୍ତାର ଆବଶ୍ୟକତା ରହୁଥିବା ବେଳେ ଏହାର ଅହେତୁକ ଦର…

ରାଜ୍ୟର ୪ ଜିଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସେବାର ଶୁଭାରମ୍ଭ କରିବେ । ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆରମ୍ଭ ହେବ ।…

ଜଗା ଦର୍ଶନରେ ବାହାରିଥିଲେ, ରାସ୍ତାରେ ଘଟିଲା ଦୁର୍ଘଟଣା

ପାଟଣା,୧୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନଂ. ଜାତୀୟ ରାଜପଥର ଖୁଞ୍ଚିବେଡା ନିକଟରେ ରବିବାର ସକାଳୁ ଭାରସାମ୍ୟ ହରାଇ ଏକ ସ୍କର୍ପିଓ ଦୁର୍ଘଟଣା ଗ୍ରସ୍ତ ହୋଇଛି। ସ୍କର୍ପିଓଟି ଜାମ୍‌ସବେଦପୁରର ଭୁଆଁଡି ଗାଁରୁ ପୁରୀ ଅଭିମୁଖେ ଜଗନ୍ନାଥ ଦର୍ଶନ ପାଇଁ…

ଯୋଡ଼ାରେ ଜାଲ ନୋଟ କାରବାର

ଯୋଡ଼ା, ୧୯।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ରାସ୍ତାରେ ପୌରପାଳିକା କମ୍ପ୍ଲେକ୍ସରେ ଜଣେ ମାଛ ବ୍ୟବସାୟୀଙ୍କୁ ଜାଲ ନୋଟ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ଅପରାହ୍ନରେ ପୌରପାଳିକା କମ୍ପ୍ଲେକ୍ସରେ ମାଛ ବ୍ୟବସାୟୀ ସୁକାନ୍ତ କୁମାର ବାନାଙ୍କୁ ରବିବାର ୨୦୦ଟଙ୍କାର…

ପାଟଣା ରେଞ୍ଜକୁ ପୁଣି ଫେରିଲେ ୨୬ ଟିକିଆ ହାତୀପଲ, ଚିନ୍ତାରେ ଗ୍ରାମବାସୀ

ପାଟଣା,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ପୁଣିଥରେ ୨୬ ଟିକିଆ ବଣୁଆ ହାତୀପଲ କରଞ୍ଜିଆ ରେଞ୍ଜରୁ ଶୁକ୍ରବାର ସନ୍ଧ୍ୟାରେ ଫେରିଛନ୍ତି। ପୂର୍ବରୁ ୫ଦିନ ତଳେ ଏହି ହାତୀପଲ ପାଟଣା ରେଞ୍ଜ ଅଞ୍ଚଳରେ ଉପଦ୍ରବ କରି ୧୧ ଜଣଙ୍କ ଘର ଭାଙ୍ଗି ଦେଇଥିଲେ।…

ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ପାଟଣା ବିଧାୟକ

ପାଟଣା,୧୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କୁ ଜିଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତି ମଳିଛି। ଏ ନେଇ ରାଜ୍ୟ ଯୋଜନା ସମନ୍ବୟ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଜଗନ୍ନାଥ ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ଭାଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?