କେନ୍ଦୁଝର

ମମତାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର, ୩।୧୧(ସ୍ବ.ପ୍ର.): ପଶ୍ଚିମବଙ୍ଗରେ ଭାରତୀୟ ମଜଦ୍ଦୁର ସଂଘର କାର୍ଯ୍ୟକର୍ତ୍ତାଙ୍କୁ ତୃଣମୂଳ କଂଗ୍ରେସର ଗୁଣ୍ଡାଙ୍କ ଆକ୍ରମଣ ପ୍ରତିବାଦରେ କେନ୍ଦୁଝରରେ ମଙ୍ଗଳବାର ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ମୁଖ୍ୟ ଡାକ୍ତର ମହାନ୍ତଙ୍କ ନେତୃତ୍ୱରେ ଆୟୋଜିତ ଏହି ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ…

ଭୁଶୁଡ଼ିବ ମାଛକାନ୍ଦଣା ପୋଲ

କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ ଅସୁରକ୍ଷିତ ହୋଇ ରହିଛି ା ଏହି ସବୁ ରାସ୍ତା ଓ ପୋଲର ମରାମତି ନେଇ…

ଗଢ଼ା ମଜୁରୀ ଉଠୁନି

କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର କରନ୍ତି ସେଥିରେ ବର୍ଷ ତମାମ ପରିବାର ଚଳାଇଥାନ୍ତି। ତେବେ ଚଳିତବର୍ଷ ରୋଜଗାର ଉପରେ କରୋନା…

୩ ବାର୍‌ହା ଶିକାରୀ ଗିରଫ, ମାଂସ ଜବତ

କେନ୍ଦୁଝର,୧ା୧୧(ସ୍ବ.ପ୍ର.): ତେଲକୋଇ ବନାଞ୍ଚଳ ସମାକୋଇ ରିଜର୍ଭ ଜଙ୍ଗଲରେ ବାର୍‌ହା ଶିକାର ଜାରି ରହିଥିବାରୁ ବନ୍ୟପ୍ରାଣୀ ସୁରକ୍ଷାକୁ ନେଇ ସାଧାରଣରେ ଚିନ୍ତାର ବିଷୟ ହୋଇଛି। ବିଦ୍ୟୁତତାର ଟାଣି ବାରହା ଶିକାର କରିଥିବା ତିନି ଜଣଙ୍କୁ ରବିବାର ତେଲକୋଇ ବନ ବିଭାଗ କର୍ମଚାରୀ ଗିରଫ…

କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ ମାଲବୁହା ଟ୍ରକ୍‌ (ନଂ. ଓଆର୍‌ ୦୯ଏନ୍‌ ୬୨୩୧) ରେ ହଠାତ୍‌ ନିଆଁ ଲାଗି ଜଳିଳିଯାଇଛି।…

କରୋନା କଟକଣା ପାଇଁ ପାଟଣାରେ ନିରାଡମ୍ବରେ ହେଲା ଗଜଲକ୍ଷ୍ମୀ ପୂଜା

ପାଟଣା,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରେ ଥିବା କଲ୍ୟାଣ ମଣ୍ଡପରେ ଶନିବାର ରାତ୍ରି ପାଟଣା କୁମାର ଉତ୍ସ କମିଟି ତରଫରୁ ଶନିବାର ୫୧ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି…

ଅଜା, ନାତିଙ୍କ ଉପରେ ଚଢିଗଲା ଚାଉଳ ବୋଝେଇ ଟ୍ରକ

ଆନନ୍ଦପୁର,୩୦।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ନମ୍ବର ବରପଦା ବଜାର ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଚାଉଳ ବୋଝେଇ ଟ୍ରକ ବାଇକ ଉପରେ ଚଢ଼ି ଯିବାରୁ ଅଜା, ନାତିଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ରାମଚନ୍ଦ୍ରପୁର…

ସୋସିଆଲ ମିଡିଆରୁ ସ୍ବାବଲମ୍ବୀ ଉଦିତ

କେନ୍ଦୁଝର, ୨୯ା୧୦(ଡି.ଏନ.ଏ.)- ଆଜିକାଲି ଯୁବପିଢ଼ିଙ୍କ ମନୋରଞ୍ଜନର ମାଧ୍ୟମ ହେଉଛି ସୋସିଆଲ ମିଡିଆ। ତେବେ ଏହା ଖାଲି ମନୋରଞ୍ଜନ ନୁହେଁ କାହାକୁ ଏହି ସୋସିଆଲ ମିଡିଆ ସ୍ବତନ୍ତ୍ର ପରିଚୟ ଦେଇଛି। ଏହାର ଉଦାହରଣ ହେଉଛନ୍ତି ଜଣେ ଯୁକ୍ତ ଦୁଇ ଛାତ୍ର। କେନ୍ଦୁଝର ସଦର…

ସଡ଼କ ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୨୫।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ନିରାଡାମ୍ବରାରେ ମା’ଙ୍କ ମହାଷ୍ଟମୀ ପୂଜା

ପାଟଣା,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ଉଦୟପୁର ଗ୍ରାମରେ ୩ ଶହ ବର୍ଷର ପ୍ରାଚୀନ ଦୁର୍ଗା ମଣ୍ଡପ ଓ ପାଟଣା ମୁଖ୍ୟାଳୟସ୍ଥିତ ମଣ୍ଡପରେ ମା’ ଦୁର୍ଗାଙ୍କ ମହାଷକଟମୀ ପୁଜା ନିରଡାମ୍ବର ଭାବେ ପାଳିତ ହେଉଛି। କୋଭିଡ କଟକଣାକୁ ଦୃଷ୍ଟିରେ…

କାଳ ହେଲା ଗାଡି ରେସିଂ: ପଥରରେ ପିଟି ହୋଇ ବାଇକ୍‌ ଚାଳକଙ୍କ ପ୍ରାଣଗଲା

ପାଟଣା, ୨୩ା୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା-କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲ୍‌ ପଟାସ ଜଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ପଡିଥିବା ଏକ ପଥରରେ ପିଟି ହୋଇ ଶୁକ୍ରବାର ସକାଳୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାମେଶ୍ୱରପୁର ଗ୍ରାମର ବିପିନ ବିହାରୀ…

ବାଜି ମାରି ବାଇକ୍‌ ରେସିଂ କରିବା କାଳ ହେଲା: ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲି ପଟାସ ଜଙ୍ଗଲ ନିକଟରେ ଶୁକ୍ରବାର ସକାଳୁ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା ବିରାଟ ପଥରରେ ପିଟି ହେବା ଫଳରେ ଜଣେ ୨୫ ବର୍ଷୀୟ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri