କେନ୍ଦୁଝର

ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ ବିଜେଡି ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଏକ…

କେନ୍ଦୁଝର ସହରକୁ ଜଳଯୋଗାଣ ବନ୍ଦ

କେନ୍ଦୁଝର, ୧୭ା୧୨ (ସ୍ବ.ପ୍ର.): ହାତୀ ଯୋଗୁ କେନ୍ଦୁଝର ଜିଲା ମୁଖ୍ୟାଳୟକୁ ଗତ ପ୍ରାୟ ଏକ ସପ୍ତାହ ହେଲା କାନଝରୀ ଡ୍ୟାମରୁ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଗତ ସପ୍ତାହରେ ନେକଡାଘର ନିକଟ ଜଙ୍ଗଲରେ ଏକ ହାତୀ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ…

ରାସ୍ତା ଜାମରେ ଫସିଲା ଜନନୀ ଏକ୍ସପ୍ରେସ

କେନ୍ଦୁଝର, ୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଟଣ ପଞ୍ଚାୟତ ତଳଗୁଣ୍ଡୁଳା ଗ୍ରାମର ଜଣେ ପ୍ରସୂତି ଗୁରୁତର ଅବସ୍ଥାରେ ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆସୁଥିବାବେଳେ ଗୁରୁବାର ପୂର୍ବାହ୍ନରେ ଢାଙ୍ଗରପଡା ନିକଟ ଏନ୍‌ଏଚ୍‌ ୪୯ରେ ଅଟକିଯାଇଥିଲା। ସୁଷମା ମିଞ୍ଜ…

ରାସ୍ତା ଜାମରେ ଫସିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଟଣ ପଞ୍ଚାୟତ ତଳଗୁଣ୍ଡୁଳା ଗ୍ରାମର ଜଣେ ପ୍ରସୂତି ଗୁରୁତର ଅବସ୍ଥାରେ ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆସୁଥିବାବେଳେ ଗୁରୁବାର ପୂର୍ବାହ୍ନରେ ଢାଙ୍ଗରପଡା ନିକଟ ଏନ୍‌ଏଚ୍‌ ୪୯ରେ ଅଟକିଯାଇଥିଲା। ସୁଷମା ମିଞ୍ଜ ପ୍ରସୂତି…

ସୌନ୍ଦର୍ଯ୍ୟକରଣ ହେବ ବଳଦେବଜୀଉ ବଡ଼ଦାଣ୍ଡ

କେନ୍ଦୁଝର, ୧୬।୧୨(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ବଳଦେବଜୀଉ ମନ୍ଦିରର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ସହ ବଡଦାଣ୍ଡ ଓ ଶ୍ରୀ ଗୁଣ୍ଡିଚା ମନ୍ଦିରକୁ ସୌନ୍ଦର୍ଯ୍ୟ କରାଯିବ ବୋଲି ଜିଲାପାଳ ଆଶିଷ ଠାକରେ ପ୍ରକାଶ କରିଛନ୍ତି। ଷୋଡଶ ଶତାଦ୍ଦୀରେ ନିର୍ମିତ କେନ୍ଦୁଝରର ବଳଦେବଜୀଉ ମନ୍ଦିର…

ପାଟଣା ରେଞ୍ଜରେ ଗଜରାଜଙ୍କ ଆତଙ୍କରାଜ

ପାଟଣା,୧୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ୫ ଦିନ ହେବ ଗଜରାଜଙ୍କ ଆତଙ୍କରାଜ ଜାରି ରହିଛି। ସୋମବାର ବିଳମ୍ବିତ ରାତିରେ ୨୬ ଟିକିଆ ବଣୁଆ ହାତୀ ପଲ ଗାଁ ଭିତରେ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ଏହି ହାତୀପଲ ୪…

୪ ଘର ଭାଙ୍ଗିଲେ ହାତୀପଲ: ଧାନ ଚାଉଳ ଖାଇଲେ, ନଷ୍ଟ କଲେ ଆଖୁ କ୍ଷେତ

ପାଟଣା,୧୩ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୬ ଟିକିଆ ହାତୀପଲ ୪ ଦିନ ହେବ ବିଭିନ୍ନ ଅଞ୍ଚଳରେ ଉପଦ୍ରବ ଜାରି ରଖିଛନ୍ତି। ରବିବାର ବିଳମ୍ବିତ ରାତିରେ ହାତୀପଲ ମାଛଗଡ଼ ଓ ତଣ୍ଡବିଟର ଫୁଲପାହାଡ଼ି ଗାଁର ବାବୁନ ମୁଣ୍ଡାଙ୍କ ଖପର ଘର, ବଡ଼…

ଘର ଭାଙ୍ଗି ଧାନ ଖାଇଲେ

ପାଟଣା,୧୩|୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ ବିଟ୍‌କୁ ଶନିବାର ବିଳମ୍ବିତ ରାତିରେ କରଞ୍ଜିଆ ସେକ୍ସନରୁ ୨୬ ଟିକିଆ ବଣୁଆ ହାତୀପଲ ପଶି ଉପଦ୍ରବ ଜାରି ରଖିଛନ୍ତି। ଏହି ହାତୀପଲ ଖଡ଼ିକାପଦା, ଗୋହିରା, ଜୟପୁର ଅଞ୍ଚଳରେ ବ୍ୟାପକ ଧାନ…

କେନ୍ଦୁଝରରେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

କେନ୍ଦୁଝର,୧୨ା୧୨(ସ୍ବ.ପ୍ର.): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଏସ୍‌୍‌ ମୂରଲୀଧର ରବିବାର କେନ୍ଦୁଝର ଜିଲାରେ ଇ ସର୍ଭିସେସ ଫର୍‌ ଆଡ୍‌ଦ୍ଭୋକେଟ ଉପରେ ଆୟୋଜିତ ଏକ ତାଲିମ ଶିବିରରେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଏହା ପରେ କେନ୍ଦୁଝର ଓକିଲ ସଂଘ ପକ୍ଷରୁ…

ହ୍ୟାଣ୍ଡବଲ ପଡ଼ିଆରେ ଜମୁଛି ପାଣି

କେନ୍ଦୁଝର, ୧୨।୧୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ରାୟ ସାଢେ ତିନି କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ପ୍ରଥମ ସେନ୍ଥେଟିକ ହ୍ୟାଣ୍ଡବଲ ପଡିଆ ନିର୍ମାଣ ହୋଇଛି। ତେବେ ପଡ଼ିଆଟି ସମତଳ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ବିଭିନ୍ନ ସ୍ଥାନରେ…

ବିଜେଡିର ହାତ ଧରିଲେ ଧନୁର୍ଜୟ

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): ସବୁ କଳ୍ପନା ଜଳ୍ପନା ଅନ୍ତ ଘଟାଇ ଶନିବାର ପୂର୍ବତନ ଚମ୍ପୁଆ ବିଧାୟକ ଧନୁର୍ଜୟ ସିଦ୍ଧୁ ବିଜେଡିର ହାତ ଧରିଛନ୍ତି। ଭୁବନେଶ୍ୱରରେ ଦଳୀୟ ଅଫିସରେ ଏକ କାର୍ଯ୍ୟକ୍ରମରେ ତାଙ୍କ ସହିତ ଭାଜପା ଓବିସି ମୋର୍ଚ୍ଚାର ସଭାପତି ମିତ୍ରଭାନୁ ମହାକୁଡ, ସାଧାରଣ ସମ୍ପାଦକ…

ଓଟି ଛାତରୁ ଗଳୁଛି ପାଣି

ଯୋଡ଼ା, ୯।୧୨(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ଥିବା ସରକାରୀ ଡାକ୍ତରଖାନାର ଅପରେସନ ଥିଏଟର (ଓଟି) ନିର୍ମାଣର ୪ ମାସ ନ ପୂରୁଣୁ ଛାତ ସିଲିଂରୁ ବର୍ଷାପାଣି ପଡ଼ୁଛି। ଗତ ସୋମବାର ଆଶାକର୍ମୀଙ୍କୁ ନେଇ ଡାକ୍ତରମାନେ ଏକ ବୈଠକ କରୁଥିବାବେଳେ ଧୂଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?