କେନ୍ଦୁଝର

ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଉକ୍ତ ରାସ୍ତା କଡ଼ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ…

୨୪ରେ ଓଏଚ୍‌ଆରସିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୨୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହୋଇଥିବା ତ୍ରୁଟିପୂର୍ଣ୍ଣ ଏନ୍‌ଏଚ୍‌ ୪୯ର ତଦନ୍ତ ଆସନ୍ତା ୨୪ ତାରିଖରେ କରାଯିବ। ଏନେଇ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଚିଠି ନମ୍ବର (୧୦୭୮୯/୧୬।୧୧।୨୦୨୧)ରେ ସୂଚିତ କରିଛନ୍ତି। କେନ୍ଦୁଝର ସିଟିଜେନ ଫୋରମ ପକ୍ଷରୁ କରାଯାଇଥିବା କେଶ ନମ୍ବର…

ଜାତୀୟ ସ୍ତରରେ ସାଇସୁମନଙ୍କ ସଫଳତା

ଚମ୍ପୁଆ/ବଡ଼ବିଲ,୨୧।୧୧-(ଡି.ଏନ.ଏ/ସ୍ବ.ପ୍ର.):ଇଂରାଜୀ ପ୍ରବନ୍ଧରେ ଜାତୀୟ ସ୍ତରରେ ଦ୍ୱିତୀୟ ହୋଇ କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ସାଇସୁମନ ହୋତା ଗୌରବ ଆଣିଛନ୍ତି। ଡା.ମାନସ ରଞ୍ଜନ ହୋତା ଓ ଡ. ସାଇସ୍ମିତାଙ୍କ ଅଲିଅଳି ଝିଅ ସାଇସୁମନ। ବଡ଼ ହେଲେ ଆଇଏଏସ୍‌ ହେବାକୁ ଲକ୍ଷ୍ୟ ରଖିଥିବା ସୁମନ…

ବାଲି ବିନା ପଛେଇଛି ନିର୍ମାଣ କାର୍ଯ୍ୟ

ଆନନ୍ଦପୁର,୨୧।୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଞ୍ଚଳରେ ବାଲି ମିଳୁ ନ ଥିବାରୁ ନିର୍ମାଣ କାମ ହୋଇ ପାରୁନି। ଆବାସ ହିତାଧିକାରୀମାନେ ବାଲି ବିନା ଘରକାମ କରି ନ ପାରି ହଇରାଣ ହରକତ ହେଉଛନ୍ତି। ଏହି ତହସିଲ ଅଧୀନରେ ଥିବା ୭ଟି ସଇରାତର…

କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲେ ସମବାୟ କର୍ମଚାରୀ

କେନ୍ଦୁଝର,୨୦ା୧୧(ସ୍ବ.ପ୍ର.): ଓଡ଼ିଶା ସମବାୟ କର୍ମଚାରୀ ମହାସଂଘ ଡାକରାରେ କେନ୍ଦୁଝର ଜିଲାର ସମସ୍ତ ପାକ୍ସ ଓ ଲ୍ୟାମ୍ପସ୍‌ର କର୍ମଚାରୀମାନେ ୫ ଦଫା ଦାବିରେ କେନ୍ଦୁଝର ଉପନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଜାରି ରଖିଛନ୍ତି ା ଗତ…

ବୈତରଣୀରେ କାର୍ତ୍ତିକ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ପାଟଣା,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବରେ ଶୁକ୍ରବାର ସକାଳୁ ବୈତରଣୀର ପରମେଶ୍ୱର ଶିବ ମନ୍ଦିର ସଲଗ୍ନ ଅନସୂୟା ଘାଟ ଓ ରାଜନଗର ଶୈବ କାବେରୀ ଘାଟରେ ହଜାର ହଜାର ଶ୍ରଦ୍ଧାଳୁ…

ସ୍ମାର୍ଟ ହେଲ୍‌ଥ କାର୍ଡରେ ଯୋଡ଼ିହେଲା କେନ୍ଦୁଝର

ଭୁବନେଶ୍ୱର(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର./ଡି.ଏନ୍‌.ଏ.), ୧୮।୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଯୋଡ଼ିହୋଇଛି। କେନ୍ଦୁଝର ଜିଲା ସଂସ୍କୃତି ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ…

ପାଟଣାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ବିଧାୟକ

ପାଟଣା,୧୮।୧୧(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପଲାଣଘାଟି ପଞ୍ଚାୟତ ପରିସରରେ ଗୁରୁବାର ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇଥିଲେ। ୨ ଶହ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା

କେନ୍ଦୁଝର,୧୮।୧୧(ସ୍ବ.ପ୍ର): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା କରାଯିବା ପ୍ରତିବାଦରେ ଜିଲା ପ୍ରେସ କ୍ଲବ କେନ୍ଦୁଝର ପକ୍ଷରୁ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗୁରୁବାର ମଧ୍ୟାହ୍ନରେ ହେବାକୁ ଥିବା ଖବରଦାତା ସମ୍ବିଳନୀକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ…

ଆବର୍ଜନା ପାଇଁ ମିଳୁନି ଜାଗା

କେନ୍ଦୁଝର, ୧୮।୧୧ (ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନାରେ କେନ୍ଦୁଝରଗଡ଼ ପୌରପାଳିକା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ସଦର ବିଧାୟକ ମୋହନ ମାଝି ଅଭିଯୋଗ କରିଛନ୍ତି। ବୁଧବାର ସହରର ବିଭିନ୍ନ ମଇଳା ଆବର୍ଜନା ଜମା କରାଯାଉଥିବା ଅଞ୍ଚଳ ପରିଦର୍ଶନ କରି ସେ ଏହା କହିଛନ୍ତି। ଅନ୍ୟାନ୍ୟ…

ରାଜସ୍ବ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଭାଜପା ନେତାଙ୍କ ଅଣ୍ଡାମାଡ଼ ଘଟଣାରେ ଯୁବ ସଭାପତି ହେମ ରଞ୍ଜନ ବାରିକଙ୍କୁ ପୋଲିସ ଅଟକ ରଖିଛି ବୋଲି ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସୂଚନା ଦେଇଛନ୍ତି। ଅନ୍ୟମାନେ ଘଟଣା ପରେ ପଳାଇ…

ଦଶ ଚକିଆ ଟ୍ରକ୍‌ରୁ ମିଳିଲା ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

କେନ୍ଦୁଝର,୧୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦରଥାନା ଅନ୍ତର୍ଗତ ଠାକୁରଡ଼ିହି ଛକ ନିକଟରୁ ଏକ ଦଶ ଚକିଆ ଟ୍ରକରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ତାଙ୍କ ନାମ ରଞ୍ଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?