କେନ୍ଦୁଝର

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଚମ୍ପୁଆ ରେଞ୍ଜର ନିଲମ୍ବିତ

କେନ୍ଦୁଝର, ୨୩ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ଜୁରୁଡି ବିଟ୍‌ର ଗୁରୁବେଡ଼ା ଗାଁ ପାାଖ ବୈତରଣୀ(ଖ) ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରେ ୨ଟି ହାତୀ ମୃତ୍ୟୁ ଘଟଣାରେ ପିସିସିଏଫ୍‌ (ମୁଖ୍ୟ ବନସଂରକ୍ଷକ) ଡ.ସନ୍ଦିପ ତ୍ରିପାଠୀ ଚମ୍ପୁଆ ରେଞ୍ଜର କାଶୀନାଥ…

ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍‌ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଚଳଚଞ୍ଚଳ ହୋଇ ଉଠୁଥିବା ବଡ଼ ଦାଣ୍ଡ, ବଡ଼ ଦେଉଳ ପରିସର ମଙ୍ଗଳବାର ଖାଁ…

ପୂର୍ବରୁ ଦୁଇଥର ଗଡ଼ିନି ସର୍ବୋଚ୍ଚ ରଥ

କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ବଳଦେବଜୀଉ। ସେ ବଡଠାକୁର ଭାବେ ବିଦିତ ହୋଇଥିଲେବି ଏଠାରେ ତାଙ୍କ ରଥର ନାମ ନନ୍ଦିଘୋଷ। ଚଳିତ ବର୍ଷ କରୋନା ମହାମାରୀକୁ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏଠାରେ ରଥଯାତ୍ରା ହେବନାହିଁ। ଅର୍ଥାତ କେନ୍ଦୁଝରର ବଡଦାଣ୍ଡରେ ଏବର୍ଷ…

କେନ୍ଦୁଝରରେ ୨ କରୋନା ପଜିଟିଭ୍‌ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ ହାଟଡିହିର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ କ୍ୱାରାଣ୍ଟାଇନ୍‌ରେ ଥିଲେ। ତାଙ୍କୁ କେନ୍ଦୁଝର କୋଭିଡ୍‌-୧୯ ହସ୍ପିଟାଲକୁ ଚିକିତ୍ସା…

ଟଙ୍କା ପାଇଁ ୩୦ କି.ମି ଘୁଷୁରି ଘୁଷୁରି ଗଲେ ଭିନ୍ନକ୍ଷମ

କେନ୍ଦୁଝର,୨୧ା୬(ସ୍ବ.ପ୍ର.)-ଆଜିର ଡିଜିଟାଲ ଯୁଗରେ ଏବେ ମଧ୍ୟ ଅନେକ ଗ୍ରାମ ରହିଛି ଯେଉଁଠି ବ୍ୟାଙ୍କିଙ୍ଗ ସେବା ଅପହଞ୍ଚ ହୋଇରହିଛି। ଫଳରେ ଲୋକମାନେ ଟଙ୍କା ଉଠାଣ ଓ ଜମା କରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଭିନ୍ନକ୍ଷମ…

ପୋତି ହୋଇପଡୁଛି କେନାଲ: ଚାଷ ଜମିକୁ ମାଡ଼ୁନି ପାଣି

ଚମ୍ପୁଆ, ୨୦ା୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୨ ନଂ. ୱାର୍ଡ ପାଞ୍ଚପୋଖରିଆଠାରେ କେନାଲ ପୋତି ହୋଇପଡିଥିବାରୁ ଚାଷଜମିକୁ ପାଣି ମାଡିପାରୁନାହିଁ। ଏପରିକି ପାଣି ରହୁଥିବା ପୋଖରୀରୁ ପଙ୍କ ଉଦ୍ଧାର କରାଯାଉ ନ ଥିବାରୁ ବର୍ଷାଜଳ ଠିକ୍‌ ଭାବେ ଗଚ୍ଛିତ…

ପଦ୍ମପୁରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସର ୭୨ ଘଣ୍ଟା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଶନିବାର ଜଣେ ୩୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର କାଉଁରକଳା ପଞ୍ଚାୟତ ବଉଳମାଳ ଗ୍ରାମରେ ବୋଲି ଜଣାପଡ଼ିଛି। ଏହି ବ୍ୟକ୍ତି…

ମହଙ୍ଗା ପଡ଼ିଲା ଥାନା ଅଧିକାରୀଙ୍କୁ ଦୁର୍ବ୍ୟବହାର: ବନ୍ଧା ହେଲେ ବାପ ପୁଅ

ଯୋଡା,୨୦।୬(ଡି.ଏନ.ଏ)-କେନ୍ଦୁଝର ଜିଲା ଯୋଡା ଥାନା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ବାପ ପୁଅ। ପୋଲିସ କହିଛି, ଶୁକ୍ରବାର ଯୋଡା ସହରରେ ଥାନା ଅଧିକାରୀ ରାଇସେନ୍‌ ମୁର୍ମୁ ମାସ୍କ ଚେକିଂ କରୁଥିଲେ। ଏହି ସମୟରେ ଯୋଡା ଅଞ୍ଚଳର ଯୁବକ ଜଜାତି…

ପାଟଣା ୧, ସାହାରପଡା ବ୍ଲକରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ: ମାଛଗଡ଼ ପଞ୍ଚାୟତ ୭୨ ଘଣ୍ଟା ଶର୍ଟଡାଉନ ଘୋଷଣା

ପାଟଣା,୨୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ଜଣକ ଚେମେଣା ପଞ୍ଚାୟତର ଦିଲ୍ଲୀ ଫେରନ୍ତା ୩୫ ବର୍ଷୀୟ ବ୍ୟକ୍ତି ବୋଲି ଶୁକ୍ରବାର ରାଜ୍ୟ…

ଗୁରୁବେଡାରେ ୨ ହାତୀ ମୃତ୍ୟୁ ଘଟଣା: ୩ ଅଭିଯୁକ୍ତ ଗିରଫ, ମିଳୁନି ହାତୀ ଦାନ୍ତ

ବଡ଼ବିଲ/ଯୋଡ଼ା,୧୯।୬(ଡି.ଏନ୍‌.ଏ/ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ଫରେଷ୍ଟ ରେଞ୍ଜର ଗୁରୁବେଡା ବୈତରଣୀ(ଖ)ସଂରକ୍ଷିତ ଜଙ୍ଗଲରେ୨ ହାତୀଙ୍କ ମୃତ୍ୟୁ ଘଟଣାରେ ଶୁକ୍ରବାର ୩ ଅଭିଯୁକ୍ତ ବନବିଭାଗ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବିନବିଭାଗ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁରୁବେଡା ଭୋଳବେ ଗ୍ରାମର ଶ୍ରୀଧର…

୧୧ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସଦର ବ୍ଲକ ଜେଇ

କେନ୍ଦୁଝର,୧୯ା୬(ସ୍ବ.ପ୍ର.): ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଭିଜିଲାନ୍ସ ୟୁନିଟ୍‌ ଶୁକ୍ରବାର ସଦର ବ୍ଲକ ଜେଇ ପ୍ରମୋଦ କୁମାର ପଣ୍ଡାଙ୍କୁ ଟଙ୍କା ସହ ଧରିଛନ୍ତି। କାଉଁରିକଳା ପଞ୍ଚାୟତ ଜଣେ ଓ୍ବାର୍ଡମେମ୍ବରଙ୍କଠାରୁ ଏକ କାମର ବିଲ୍‌ କରାଇ ଦେବା ପାଇଁ ୧୧ହଜାର ଟଙ୍କା ଲାଞ୍ଚ…

ଗଡିବନି ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା ଉପରେ ନିଷ୍ପତି ପରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri