କେନ୍ଦୁଝର

ଦିବ୍ୟଶଙ୍କରଙ୍କୁ ବହିଷ୍କାର କରାଯାଉ

ପାଟଣା,୧୨।୧୧(ସ୍ବ. ପ୍ର.): ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏ ନେଇ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯…

କେନ୍ଦୁଝରରେ କଂଗ୍ରେସର ହରତାଳ

କେନ୍ଦୁଝର,୧୨।୧୧(ସ୍ବ.ପ୍ର): କେନ୍ଦୁଝର ଜିଲା କଂଗ୍ରେସର ପକ୍ଷରୁ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ସଂପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଶାନ୍ତିପୂର୍ଣ୍ଣ ହରତାଳ କରାଯାଇଛି। ସଭାପତି ବିପ୍ଲବ ମିଶ୍ରଙ୍କ ନେତ୍‌ୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛଅ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବିକ୍ଷୋପ କରାଯାଇଛି। ତେବେ ଦୋକାନ…

ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ

କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ କରା…

ଓଡ଼ିଶା ବନ୍ଦ ପାଇଁ କଂଗ୍ରେସର ପ୍ରସ୍ତୁତି

କେନ୍ଦୁଝର,୧୧ା୧୧(ସ୍ବ.ପ୍ର.): ଆସନ୍ତାକାଲି ରାଜ୍ୟ କଂଗ୍ରେସ ଡାକରା ପରେ ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ନେଇ ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିପ୍ଲବ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମମିତା ମେହେର ହତ୍ୟାକାଣ୍ଡ ସଂକ୍ରାନ୍ତରେ ମନ୍ତ୍ରୀ ଦିବ୍ୟଶଙ୍କର…

ନିୟମ ଉଲ୍ଲଂଘନ କରି ଚାଲିଛି କ୍ୱାରି

କେନ୍ଦୁଝର,୧୧|୧୧(ସ୍ବ.ପ୍ର.) କେନ୍ଦୁଝର ସଦର ତହସିଲ ଅନ୍ତର୍ଗତ ଟିକରପଡ଼ା ମୌଜାରେ ୪.୮୫ ହେକ୍ଟର ପରିମିତ ଅଞ୍ଚଳରେ ଚାଲିଥିବା ପଥର ଖଣିରେ ବ୍ୟାପକ ନୀତିନିୟମ ଉଲ୍ଲଂଘନ ହେଉଥିଲେ ହେଁ ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ବଢୁଛି। ପ୍ରଦୂଷଣ ନିୟନ୍ତ୍ରଣ ଆଇନର ଖୋଲାଖୋଲି ଉଲ୍ଲଂଘନ…

ଲକ୍ଷାଧିକ ଟଙ୍କାର ୨ ହାତୀ ଦାନ୍ତ ଜବତ

କେନ୍ଦୁଝର, ୯।୧୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅଧୀନ ନୁଣଘର ଗ୍ରାମରେ ଚଢାଉ କରି ବନ ବିଭାଗ ୨ଟି ହାତୀ ଦାନ୍ତ ଜବତ କରିଛି। ଏହାର ଓଜନ ପ୍ରାୟ ୭.୧୯୫ କିଗ୍ରା । ଏହି ଘଟଣାରେ କେନ୍ଦୁଝର ବନ ବିଭାଗ…

ଜଙ୍ଗଲକୁ ଯାଇଥିଲେ ବ୍ୟକ୍ତି, ଘରକୁ ଫେରିଲା ମୃତଦେହ

କେନ୍ଦୁଝର,୯।୧୧(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ବାଲି ପୋଖରୀ ସଂରକ୍ଷିତ ଜଙ୍ଗଲରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ଜଳଧର (୫୦) ଓ ଘର୍‌ ହାତୀନୋଟା ଗ୍ରାମରେ ବୋଲି ଜଣା ପଡିଛି। ମଙ୍ଗଳବାର ସକାଳେ ପାଖ…

ଚୁଲିରୁ ନିଆଁ ଲାଗି ବୃଦ୍ଧା ଗୁରୁତର

ପାଟଣା,୮।୧୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ରସପଡା ଗ୍ରାମରେ ଚୁଲିରୁ ନିଆଁ ଲାଗି ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେହି ବୃଦ୍ଧା ଜଣଙ୍କ ହେଉଛନ୍ତି ଯଶୋଦା ମହାନ୍ତ (୬୧)।…

ଜବରଦଖଲରେ ବଳଦେବଜୀଉଙ୍କ ସମ୍ପତ୍ତି

କେନ୍ଦୁଝର, ୮।୧୧(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀଉଙ୍କ କୋଟି କୋଟି ଟଙ୍କା ମୂଲ୍ୟର ମୂଲ୍ୟବାନ ଜମି ଜବରଦଖଲ ଥିଲେ ବି ଦେବୋତ୍ତର ବିଭାଗ ନିଜ ଖାତାକୁ ଆଣିବା ଦିଗରେ ଯେମିତ ଉଦ୍ୟମ କରିବା କଥା ତାହା କରୁନାହିଁ ବୋଲି…

କାନ୍ଥ ଭଙ୍ଗା ହେଉଥିବା ବେଳେ ଗଲା ଶିଶୁର ଜୀବନ

କେନ୍ଦୁଝର,୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ ଗୋଳାବନ୍ଧ ଗ୍ରାମରେ ଶୁକ୍ରବାର ମାଟି କାନ୍ଥ ପଡ଼ି ଜଣେ ୨ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ଘରର କାନ୍ଥ ଭଙ୍ଗା ଯାଉଥିବା ବେଳେ ଚାପି ହୋଇ ଶିଶୁର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନା…

ମାନସିକ ବିକୃତଙ୍କୁ ପଥରରେ ଛେଚି ହତ୍ୟା

କେନ୍ଦୁଝର,୫ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ଼ ପଦ୍ମପୁର ବଜାରରେ ଜଣେ ମାନସିକ ଭାରସାମ୍ୟ ହରାଇଥିବା ବ୍ୟକ୍ତିଙ୍କୁ କେହି ପଥର ରେ ଛେଚ଼ି ହତ୍ୟା କରିଛି। ଏହି ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ଼ ବ୍ୟକ୍ତି ଜଣଙ୍କ ପରିଚ଼ୟ ମିଳିପାରି…

ପାଣି ମିଶା ପେଟ୍ରୋଲକୁ ନେଇ ଉତ୍ତେଜନା

ଆନନ୍ଦପୁର,୧।୧୧(ସ୍ବ.ପ୍ର.) ଦିନକୁ ଦିନ ବର୍ଦ୍ଧିତ ତୈଳ ଦରକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଥିବାବେଳେ ଅପମିଶ୍ରିତ ପେଟ୍ରୋଲକୁ ନେଇ ରବିବାର ଆନନ୍ଦପୁର ପୌରପରିଷଦ ଘସିପୁରା ଠାରେ ଉତ୍ତେଜନା ପ୍ରକାଶ ପାଇଛି। ଘସିପୁରା ଠାରେ ଥିବା ଅରବିନ୍ଦ ଫିଲିଂ ଷ୍ଟେଶନର ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?