କେନ୍ଦୁଝର

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିପ୍ରେକ୍ଷୀରେ କେନ୍ଦୁଝର ଜେଲରେ ଥିବା ୩୨ ଜଣ ବିଚାରାଧୀନ କଏଦୀଙ୍କୁ ଅନ୍ତରୀଣ...

୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ସେ ଏହି ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। କରୋନା ସମୟରେ ଜିଲାର...

ବିଶୋଧିତ ହେଲା ପାଟଣା ସରକାରୀ କାର୍ଯ୍ୟାଳୟ, ଜନ ଗହଳି ସ୍ଥାନ

ପାଟଣା,୬।୫(ସ୍ବ. ପ୍ର.): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣରେ ଅଙ୍କୁଶ ଲଗାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା, ବ୍ଲକ, ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସର, ତହସିଲ,...

ସୋସିଆଲ୍‌ ମିଡିଆରେ ଅପପ୍ରଚାର କରି ୪ ଗିରଫ

କେନ୍ଦୁଝର, ୬ା୪(ଡି.ଏନ୍‌.ଏ.)-କରୋନାକୁ ନେଇ ସୋସିଆଲ ମିଡିଆରେ ଅପପ୍ରଚାର କରିବା ୪ଜଣ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ କେନ୍ଦୁଝର ଟାଉନ ପୋଲିସ ରବିବାର ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗତ ୩୧ ତାରିଖ ରାତି ୧୦ଟା ୪୧ ମିନିଟ୍‌ରେ...

ଏକତାର ପରିଚୟ ଦେଲେ ବଡ଼ବିଲବାସୀ

ବଡ଼ବିଲ,୫।୪(ସ୍ଵ.ପ୍ର.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ କେନ୍ଦୁଝର ଜିଲା ବଡ଼ବିଲରେ ଲୋକେ ଏକତାର ପରିଚୟ ଦେଇଛନ୍ତି। ରବିବାର ରାତି ୯ ଟାରୁ ୯ ମିନିଟ ପର୍ଯ୍ୟନ୍ତ ସମସ୍ତେ ଦୀପ, କ୍ୟାଣ୍ଡେଲ, ଟର୍ଚ୍ଚ ଲାଇଟ ଜଳାଇ ସାରା ଭାରତ ଏକତା...

ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ: ଭିଡିଓ ଭାଇରାଲ କରି ଜଣେ ଗିରଫ, ମୋବାଇଲ ଜବତ

ବଡ଼ବିଲ,୫।୪( ସ୍ଵ. ପ୍ର.): କରୋନା ସମ୍ପର୍କିତ ଆପତ୍ତିଜନକ ଭିଡ଼ିଓ, ମ୍ୟାସେଜ, ଫଟୋ ଆଦି ସୋସିଆଲ ମିଡିଆରେ ଭାଇରାଲକୁ ନେଇ ସରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦିନ ଏଇଭଳି ଏକ ଘଟଣାରେ ବଡ଼ବିଲ ଶ୍ରୀରାମ ନଗର...

ସନ୍ଦିଗ୍ଧ ବାଂଲାଦେଶୀ ମହିଳା କ୍ୱାରାଣ୍ଟ।ଇନରେ

ପାଟଣା,୫।୪(ସ୍ୱ.ପ୍ର.): କରୋନା ରୋଗର ସଂକ୍ରମଣକୁ ନେଇ ଏବେ ଗାଁ ଗାଁ ରେ କୋକୁଆ ଭୟ ଦେଖାଦେଇଛି। ଅଜଣା ଓ ଅଚିହ୍ନା ଲୋକକୁ ଦେଖିଲେ ଲୋକେ ପୋଲିସକୁ ଖବର ଦେଉଛନ୍ତି। କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ଶାସନକୁ...

କେନ୍ଦୁଝରରେ ଔଷଧ ଅଭାବ

କେନ୍ଦୁଝର,୫।୪ (ସ୍ବ.ପ୍ର.) : କରୋନା ପାଇଁ ଲକ ଡାଉନ ଘୋଷଣା ଯୋଗୁଁ କେନ୍ଦୁଝରରେ ଔଷଧର ଅଭାବ ଦେଖା ଦେଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବା ଯୋଗୁ ଔଷଧ ଆସି ପାରୁ ନାହିଁ ଫଳରେ ଦୋକାନୀ ଓ ରୋଗୀମାନେ ସମସ୍ୟାରେ ରହିଛନ୍ତି...

ପାଟଣା ବ୍ଲକରେ ୯୪୦ ଆଇସୋଲେଶନ ବେଡ଼

ପାଟଣା,୫।୪(ସ୍ୱ.ପ୍ର.): ଓଡ଼ିଶାରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ରଶାସନ ତରଫରୁ ଏହାର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ଟି ପଞ୍ଚାୟତ ଅଧୀନ ୨୦ଟି ବିଦ୍ୟାଳୟରେ ମୋଟ ୮୪୦ଟି ଆଇସୋଲେଶନ...

ବରିଷ୍ଠ ସାହିତ୍ୟିକ, ଗବେଷକଙ୍କ ପରଲୋକରେ ଶୋକ

କେନ୍ଦୁଝର , ୪।୪(ସ୍ବ.ପ୍ର.): ବରିଷ୍ଠ ଶିଶୁ ସାହିତ୍ୟିକ ତଥା ଗବେଷକ ରମେଶ ଚନ୍ଦ୍ର ଚକ୍ରବର୍ତ୍ତୀ (୯୦)ଙ୍କ ଶୁକ୍ରବାର ରାତିରେ ଦେହାନ୍ତ ହୋଇଯାଇଛି। ଶିଶୁ ସାହିତ୍ୟ କ୍ଷେତ୍ର ତଥା ଆଦିବାସୀ କଳା, ସଂସ୍କୃତି, ପର୍ବପର୍ବାଣି ଓ ପରମ୍ପରା ଉପରେ ତାଙ୍କର ଗବେଷଣା...

ଜିଲାପାଳ,ଏସପି ଅଫିସ ବିଶୋଧନ ହେଲା

କେନ୍ଦୁଝର,୪।୪, (ସ୍ବ.ପ୍ର.) :କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ରେ ସାନିଟାଇଜେସନ କାମ ଜୋର ସୋର ରେ ଚାଲିଛି। ଶନିବାର ଜିଲାପାଳ, ଏସପି ଙ୍କ କାର୍ଯ୍ୟାଳୟ ସମେତ କେନ୍ଦୁଝରଗଡ ପୌରପାଳିକା କାର୍ଯ୍ୟାଳୟକୁ ବିଶୋଧନ କରାଯାଇଛି। ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ଲକଡାଉନ ବେଳେ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି

ବଡ଼ବିଲ,୪।୪(ସ୍ଵ.ପ୍ର.)- ଲକଡାଉନ ବେଳେ କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳର ଉଲିବୁରୁ ସଂରକ୍ଷିତ ଜଙ୍ଗଲରେ ଦୈନିକ ଶାଳ ଗଛ ଚୋରି ବଢ଼ିବାରେ ଲାଗିଛି। ଶନିବାର ପୂର୍ବାହ୍ନରେ ଶତାଧିକ ମହିଳା ଗଛ କାଟି ଚୋରି କରୁଥିବା ବେଳେ ପିଏଚଡି ଅଞ୍ଚଳର ଯୁବକ ମାନେ ସେମାନଙ୍କୁ...

ପେଟ୍ରୋଲ ପମ୍ପରେ ଛିଡ଼ା ହୋଇଥିବା ଟ୍ରକରୁ ଲୁଟ ,୨ ଗିରଫ

ବଡବିଲ, ୩ା୪(ସ୍ବ.ପ୍ର.)-ପେଟ୍ରୋଲ ପମ୍ପରେ ଛିଡା ହୋଇଥିବା ଏକ ଟ୍ରକରୁ ଲୁଟ ଅଭିଯୋଗରେ କେନ୍ଦୁଝର ଜିଲା ବଡବିଲ ପୋଲିସ ଶୁକ୍ରବାର ୨ ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଯୋଡା ଥାନା ଅନ୍ତର୍ଗତ...

ଔଷଧ ପ୍ରସ୍ତୁତିରେ ବିତୁଛି ବେଳ

କେନ୍ଦୁଝର, ୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ସଦର ବ୍ଲକ ଅଧୀନ ବେଲପଶି ଗ୍ରାମର କବିରାଜ ହରେକୃଷ୍ଣ ମହାନ୍ତ ବେଶ ଜଣାଶୁଣା। ତାଙ୍କ ଜଡିବୁଟି ଔଷଧରେ ଅନେକ ରୋଗ ଭଲ ହେଉଥିବାରୁ ତାଙ୍କ ପାଖକୁ ଲୋକ ଛୁଟି ଆସିଥାନ୍ତି। ଏବେ କରୋନା ସଂକ୍ରମଣ...

କୂଅରୁ ନବଜାତ ଶିଶୁ କନ୍ୟା ମୃତଦେହ ଉଦ୍ଧାର

ପାଟଣା,୩|୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଭଗପଶି ଗ୍ରାମ ମୁଣ୍ଡା ସାହି ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ନବଜାତ ଶିଶୁ କନ୍ୟାର ଗଳିତ ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ କିଛି ବଗାଳିଆ...

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ସମୟରେ ଲୋକମାନଙ୍କ...

୩ଦିନରୁ ଭୋକିଲା ପେଟରେ ଶ୍ରମିକ

କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍‌ଡାଉନ୍‌ ଯୋଗୁ କେହି ନିଜ ରାଜ୍ୟକୁ ଫେରିପାରି ନ ଥିବା ବେଳେ ସମସ୍ତଙ୍କୁ ରନ୍ଧା...

ଜମନକିରାକୁ ଚାଲି ଚାଲି ଯାଉଥିବା ଶ୍ରମିକ ଥଇଥାନ

କେନ୍ଦୁଝର,୨।୪(ସ୍ବ.ପ୍ର.): ମୟୁରଭଞ୍ଜ ଜିଲା କରଞ୍ଜିଆ ଗାଁରୁ ସମ୍ବଲପୁର ଜିଲା ଜମନକିରା ଗାଁକୁ ଚାଲି ଚାଲି ଯାଉଥିବା ୩୦ଜଣ ଶ୍ରମିକଙ୍କୁ ସଦର ବ୍ଲକ ନେଲୁଙ୍ଗ ଗାଁର ଗ୍ରାମବାସୀମାନେ ଆଶ୍ରୟ ଦେଇଥିବା ଜଣାପଡ଼ିଛି। ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ସେମାନଙ୍କ ରହିବା ବ୍ୟବସ୍ଥା...