ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍
ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ ବି କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନଥିବା ସେମାନେ ଅଭିଯୋଗ କରିଛନ୍ତି। କରୋନା...
କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର
କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ ଛକ ନିକଟ କିମିରିଡୋଲି ସାହିରେ ରହୁଥିବା ଜଣେ ସ୍ବାସ୍ଥ୍ୟ ବିଭାଗ ଗାଡି...
ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ
ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଉକ୍ତ...
ଜିଲାପାଳଙ୍କ କ୍ଷମତା ବ୍ୟହାର କରି ମଲ୍ଲୀ ପଶି ବଜାରକୁ ୨୪ଘଣ୍ଟିଆ ସଟ୍ଡାଉନ କଲେ ସରପଞ୍ଚ
ପାଟଣା,୨୬।୫(ସ୍ବ.ପ୍ର.): କରୋନା ଭୁତାଣୁ ସଂକ୍ରମଣ ସକାଶେ ଦେଶରେ ଲକ୍ଡାଉନ ଜାରି ରହିଛି। ଇତିମଧ୍ୟରେ ପ୍ରବାସୀମାନେ ବିଭିନ୍ନ ପର୍ଯ୍ୟାୟରେ ନିଜ ନିଜ ରାଜ୍ୟକୁ ଫେରିବାରେ ଲାଗିଛନ୍ତି। ସୋମବାର ଗୁଜୁରାଟର ସୁରଟରୁ କିଛି ଲୋକଙ୍କୁ ନେଇ ଏକ ବସ୍ କୋଲକାତା ଅଭିମୁଖେ ଯାଉଥିଲା।...
ଟ୍ରକରେ ଖଣିଜ ପରିବହନକୁ ନେଇ ତୁଟିଲା ବିବାଦ -ଘଟଗାଁ ବୈଠକରେ ରୋଡମ୍ୟାପ୍ ପ୍ରସ୍ତୁତ
କେନ୍ଦୁଝର,୨୬ା୫(ଡି.ଏନ୍.ଏ.)-ପାରାଦ୍ୱୀପଠାରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲାର ଟ୍ରକଗୁଡିକରୁ ଖଣିଜ ପଦାର୍ଥ ଅନଲୋଡକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି ା କେନ୍ଦୁଝର ଜିଲାର ଘଟଗାଁଠାରେ ରାଜ୍ୟର ୧୦ଟି ଟ୍ରକମାଲିକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇ ସମାଧାନର ପନ୍ଥା...
କୋଭିଡ୍ ହସ୍ପିଟାଲ୍ କର୍ମଚାରୀ ଆନ୍ଦୋଳନରେ ବସିଲେ
କେନ୍ଦୁଝର,୨୬ା୫(ଡି.ଏନ୍.ଏ.)-ଛଟେଇ ପ୍ରତିବାଦରେ କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ସ୍ବତନ୍ତ୍ର କୋଭିଡ଼ ହସ୍ପିିଟାଲ୍ର କର୍ମଚାରୀମାନେ ସୋମବାର ଆନ୍ଦୋଳନରେ ବସିଥିଲେ। କୋଭିଡ ହସ୍ପିଟାଲ ପାଇଁ ସମସ୍ତ ଖର୍ଚ୍ଚ ଜିଲା ଖଣିଜ ପାଣ୍ଠିରୁ ପ୍ରଦାନ କରାଯାଉଥିବାବେଳେ ଏହାର ପରିଚାଳନା ଦାୟିତ୍ୱ ଉକତ୍ଳ ହସ୍ପିଟାଲ ନାମକ...
ପୋଲିସ ଜୁଲମ ପ୍ରତିବାଦରେ ଥାନା ଘେରାଉ
କେନ୍ଦୁଝର/ରାଇସୁଆ,୨୫।୫,(ସ୍ବ.ପ୍ର./ଡି.ଏନ୍.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୁହାଳଡ଼ିହି ରେଳ ସାଇଡ଼ିଂରେ କର୍ମସଂସ୍ଥାନ ପାଇଁ ଜମି ହରାଇ ଥିବା ସ୍ଥାନୀୟ ଅଧିବାସୀଙ୍କ ଉପରେ ପୋଲିସର ଜୁଲମ ପ୍ରତିବାଦରେ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ଲୋକେ ଥାନା ଘେରାଉ କରିଥିଲେ। ଏହି ରେଳ ସାଇଡ଼ିଂରେ...
ଆରମ୍ଭ ହେଲା ‘ସ୍ବଚ୍ଛ ସବାରୀ’
କେନ୍ଦୁଝର, ୨୫ା୫(ଡି.ଏନ୍.ଏ.)-କେନ୍ଦୁଝରଗଡ ପୌରପାଳିକାରେ ସଫେଇ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଦିଆଯାଇଥିବା ୧୪ଟି ସ୍ବଚ୍ଛ ସବାରୀ ସୋମବାର ଲୋକାର୍ପିତ ହୋଇଛି। ଜିଲାପାଳ ଆଶିଷ ଠାକରେ ସବୁଜ ପତାକା ଦେଖାଇ ଏହି ସ୍ବଚ୍ଛ ସବାରୀ...
ଲକଡାଉନ୍ ନିୟମ ମାନି ଯୋଡ଼ାରେ ପାଳନ ହେଲା ଇଦ୍
ଯୋଡା, ୨୫।୫ (ଡି.ଏନ.ଏ.)-ରମଜାନର ୩୦ ଦିନ ଉପବାସ ପରେ ରବିବାର ରାତିରେ ଚାନ୍ଦ ଦେଖାଯିବାରୁ ସୋମବାର ଇଦ୍ ପର୍ବ ପାଳନ କରାଯିବା ନେଇ ଘୋଷଣା କରାଯାଇଥିଲା। ମାତ୍ର କରୋନା ମହାମାରୀ କାରଣରୁ କେନ୍ଦୁଝର ଜିଲା ଯୋଡା ସହରରେ ଇଦ୍ ପର୍ବ...
ଷ୍ଟକ୍ ଯାଞ୍ଚ ପରେ ଅନ୍ଲାଇନରେ ହେବ ମଦ ବୁକିଂ: ଗସ୍ତ ବାବଦ ୧୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡ଼ିବ ପ୍ରାପ୍ୟ
କେନ୍ଦୁଝର, ୨୫।୫(ସ୍ବ.ପ୍ର.): ସରକାର ମଦ ବିକ୍ରି ଉପରେ ଥିବା କରୋନା କଟକଣାକୁ କୋହଳ କରିଛନ୍ତି। କେବଳ ଅନ୍ଲାଇନରେ ମଦ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଫଳରେ ସୋମବାର ଅବକାରୀ ବିଭାଗ ପକ୍ଷରୁ କେନ୍ଦୁଝର ଜିଲା ମଦ ଦୋକାନ ଗୁଡ଼ିକରେ...
ବଳଦାରେ ହାତୀପଲ ଉପଦ୍ରବ: ଘର ଭାଙ୍ଗିଲେ, ଚାଉଳ ଖାଇଲେ
ଯୋଡା,୨୪ା୫,(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବଳଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ହାତୀପଲ ଉପଦ୍ରବ କରିଛନ୍ତି। ବିଳମ୍ବିତ ରାତିରେ ହାତୀପଲ ଗୋବର୍ଦ୍ଧନ ଦେହୁରିଙ୍କ ଘର ଭାଙ୍ଗି ଦେବା ସହ ସେ ଘରେ ରଖିଥିବା ପ୍ରାୟ ୨...
ଲକଡାଉନ୍ ନିୟମକୁ ଅବମାନନା: ୧୦ ଦୋକାନ ସିଲ୍ କଲା ପ୍ରଶାସନ
ଯୋଡା,୨୪ା୫,(ଡି.ଏନ.ଏ.)-ଲକଡାଉନ୍ ୪.୦ ନିୟମକୁ ଅବମାନନା କରିବା ଅଭିଯୋଗରେ ଶନିବାର ସାରେ କେନ୍ଦୁଝର ଜିଲା ଯୋଡା ପୌରପାଳିକାରେ ଥିବା ୧୦ ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ଏଥିସହ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କଠାରୁ ୫ଶହ ଟଙ୍କା...
Archives


