କେନ୍ଦୁଝର

କିଟ୍‌ କିଣା ଦୁର୍ନୀତିକୁ ନେଇ ଦାବିପତ୍ର ପ୍ରଦାନ

କେନ୍ଦୁଝର, ୧୧।୬ (ସ୍ବ.ପ୍ର./ଡି.ଏନ.ଏ.)-କରୋନା ସମୟରେ କିଟ୍‌ କିଣାରେ ହୋଇଥିବା ଦୁର୍ନୀତି ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କୁ ଏକ ୬ ଦଫା ଦାବିପତ୍ର ଗୁରୁବାର ପ୍ରଦାନ କରାଯାଇଛି। ଏହି ଅବସରରେ ଅନୁଷ୍ଠିତ ଖବରଦାତା…

୫ ଗାଁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ

ପାଟଣା,୧୧।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି, ଏରଣ୍ଡେଇ ଓ ସରସକୋଲା ପଞ୍ଚାୟତର ଜଣେ ଲେଖାଏ କରୋନା ପଜିଟିଭ ବାହାରିଥିବାରୁ ଗୁରୁବାର ଜିଲା ପ୍ରଶାସନ ତରଫରୁ ଟୁଇଟର ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି।…

ଖୁଣ୍ଟ ଅଛି, ମିଟର ବସିଛି, ଅନ୍ଧାରରେ ଗ୍ରାମବାସୀ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବହୁ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଛି, ଘରେ ମିଟର ଓ ପାଇପ ଲଗାଯାଇଛି କିନ୍ତୁ ଲୋକମାନେ ବର୍ଷବର୍ଷ ଧରି ଅନ୍ଧାରରେ ରହୁଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ହରିଚନ୍ଦନପୁର ବ୍ଲକ ପୀଠଗୋଳା ଗ୍ରାମ…

କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ ପାଇ ବହୁ ସମସ୍ୟାରେ ରହୁଥିବା ବେଳେ ଆର୍ଥିକ ସହାୟତା ଦେବା ପରିବର୍ତ୍ତେ ନାମ ପଞ୍ଜୀକରଣ…

କେନ୍ଦୁଝର ଜିଲାରେ ପୁଣି ୮ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ପୁଣି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପଟେଣା ବ୍ଲକରେ ୩ଜଣ, ଘଟଗାଁ ବ୍ଲକରେ ୪ ଜଣ ଓ ସଦର ବ୍ଲକରେ ଜଣେ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩ରେ…

ସରକାରୀ ଭ୍ରାମ୍ୟମାଣ ଆମ୍ବ ଦୋକାନରେ ପାଳନ ହେଉନି ସାମାଜିକ ଦୂରତ୍ୱ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ସରକାରଙ୍କ ଓରମାସ ସଂସ୍ଥା ପକ୍ଷରୁ ଆରମ୍ଭ ହୋଇଛି ଭ୍ରାମ୍ୟମାଣ ଆମ୍ବ ବିକ୍ରି ବ୍ୟବସ୍ଥା। ଲୋକଙ୍କୁ ସୁଲଭ ମୂଲ୍ୟରେ ବିଭିନ୍ନ ପ୍ରକାରର ଆମ୍ବ ଯୋଗାଇ ଦିଆଯାଉଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି ବିକ୍ରି ଚାଲିଥିବା ଜଣାପଡ଼ିଛି। ତେବେ ଏହି ବିକ୍ରି ସମୟରେ…

ମଉଳିଲା ରଜ ଉତ୍ସବ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଉ ଶୁଭିବ ନାହିଁ ରଜ ଗୀତ ଓ ଦୋଳିର କଟମଟ ଶବ୍ଦ। କାଂ ଭା ଦେଖିବାକୁ ମିଳିବ ଦୋଳି। କିନ୍ତୁ ପୂର୍ବଭଳି ରଜ ମହୋତ୍ସବ, ରଜ ସମାବେଶ, ମୀନା ବଜାର ଓ ରଙ୍ଗବେରଙ୍ଗ ପୋଷାକରେ ଦୋଳି ଖେଳ ଚଳିତ ଥର…

ଲକ୍‌ଡାଉନ୍‌ରେ ଜୀବିକା: ସଙ୍କଟରେ ଟେରାକୋଟା ଶିଳ୍ପୀ

କେନ୍ଦୁଝର,୧୧। ୬ (ସ୍ବ.ପ୍ର.)-ଜୀବନ ଜୀବିକାକୁ ଲକ୍‌ କରିଦେଇଛି କରୋନା ଲକ୍‌ଡାଉନ। ଏହି ଲକ୍‌ଡାଉନରେ ଜୀବିକା ହରାଇଛନ୍ତି ଘଟଗାଁ ବ୍ଲକ ବାଟହରିଚନ୍ଦନପୁର(ବଳଭଦ୍ରପୁର)ର ଟେରାକୋଟା କାରିଗର। ନିର୍ଜୀବ ମାଟିର କଣ୍ଢେଇରେ ରଙ୍ଗର ଆସ୍ତରଣ ଦେଇ ଜୀବନ୍ତ କରି ସମସ୍ତଙ୍କୁ ଲୋଭିତ କରି ଆସୁଥିବା ଏହି…

ଚୋରା ମହୁଲ ବୋଝେଇ ଟ୍ରକ ଜବତ

କେନ୍ଦୁଝର, ୧୦ା୬ (ସ୍ବ.ପ୍ର.)-କେନ୍ଦୁଝର ଅବକାରୀ ସ୍କ୍ବାଡ ମଙ୍ଗଳବାର ଏକ ଚୋରା ମହୁଲ ବେଝେଇ ଟ୍ରକ ଜବତ କରିଛି। ଅବକାରୀ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଟ୍ରକରେ ଲୋଡ ହୋଇଥିବା ୪ଶହ ବସ୍ତା(ଆନୁମାନିକ ୧୬୦ କ୍ୱିଣ୍ଟାଲ) ମହୁଲ ଯାହାର…

ବଜ୍ରପାତରେ କ୍ଷତିଗ୍ରସ୍ତ ହେଲା ମନ୍ଦିର ଦଧିନଉତି

ଚମ୍ପୁଆ,୯ା୬ (ଡି.ଏନ.ଏ.)- ଚଳିତ ବର୍ଷ ବଜ୍ରପାତ ଯୋଗୁ ନାହିଁ ନ ଥିବା କ୍ଷୟକ୍ଷତି ଘଟିବାରେ ଲାଗିଛି। କେତେବେଳେ ଜନଜୀବନ ନଷ୍ଟ ହେଉଛି ତ କେତେବେଳେ ଗୃହ ପାଳିତ ପଶୁଙ୍କ ଜୀବନ ଚାଲିଯାଉଛି। ନିୟମିତ ବ୍ୟବଧାନରେ ଅପରାହ୍ନରେ ବର୍ଷା ସହ ଏହି ବଜ୍ରପାତ…

ଛାତ୍ରୀନିବାସରୁ ଫ୍ୟାନ୍‌ ଚୋରି, ୬ ଗିରଫ

ପାଟଣା,୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ମୁଖ୍ୟାଳୟ ସ୍ଥିତ କୁନ୍ତଳା କୁମାରୀ ଆଦିବାସୀ ବାଳିକା ହଷ୍ଟେଲରୁ ଜୁନ୍‌ ୨ ତାରିଖ ରାତିରେ ୧୦ଟି ଫ୍ୟାନ୍‌ ଚୋରି ହୋଇଥିବାର ମାଟ୍ରନ ଫୁଲମଣି ମହାନ୍ତ ପାଟଣା ଥାନାରେ ଅଭିଯୋଗ କରିଥିଲେ। କରୋନା ପାଇଁ ଲକ୍‌ଡାଉନ…

କେନ୍ଦୁଝର ଜିଲାରେ ଆଉ ୨ ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୨ଜଣ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦୁଇ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟଙ୍କ ମଧ୍ୟରୁ ସହରପଡା ବ୍ଲକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri