କେନ୍ଦୁଝର

ଦୁଃଖି ପରିବାରକୁ ମିଳୁନି ସହାୟତା

ହାଟଡ଼ିହୀ,୩୦ା୯(ଡି.ଏନ.ଏ.)- କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ କପୁଣ୍ଡି ଗ୍ରାମର ବୃନ୍ଦାବନ ପଲେଇଙ୍କ ପରିବାର ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ସ୍ତ୍ରୀ, ଦୁଇ ବିଧବା ବୋହୂ ଓ ୪ ନାତୁଣି ନାତିଙ୍କୁ ମିଶାଇ ଆଠ ପ୍ରାଣୀ କୁଟୁମ୍ବଙ୍କ ପେଟ ଚିନ୍ତା ଘାରୁଛି ବୟସର…

ଘରେ ପଶିଲା ପାଣି, ଆଦିବାସୀ ଲୋକେ ହିନସ୍ତା

କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ବୋଦାପଳସା ପଞ୍ଚାୟତର ସଦର ପଡ଼ା ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାଣି ଘରେ ପଶିଯାଇଥିବା ଦେଖିବାକୁ ମିଳିଛି। ଆଦିବାସୀ ଲୋକଙ୍କ ଘରେ ପାଣି ପଶୁଥିବାରୁ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାଣି ପଶି…

ମଞ୍ଚାରେ ଶୋଇଥିଲେ ଯୁବକ, ରାତିରେ ଆସିିଲା ହାତୀ…

ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚାମରା ମୁଣ୍ଡା। ସୂଚନା ଅନୁଯାୟୀ, ପୁରୁଣାପାଣି ଜଙ୍ଗଲରେ ୧୧ଟି ହାତୀ…

କୃଷି ଆଇନକୁ ବିରୋଧ: କଂଗ୍ରେସର ରାଜପଥ ଅବରୋଧ

ପାଟଣା,୨୭।୯(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ସାରା ଦେଶରେ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିଲେ। ତେବେ ଏହାକୁ କଂଗ୍ରେସ, ବାମଦଳ ସହ ବିଭିନ୍ନ କୃଷକ ସଂଗଠନ…

କେନ୍ଦୁଝରରେ ଭାରତ ବନ୍ଦ

କେନ୍ଦୁଝର,୨୭ା୯(ସ୍ବ.ପ୍ର.): ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଡାକରା ଦିଆଯାଇଥିବା ଭାରତ ବନ୍ଦ କେନ୍ଦୁଝର ଜିଲାରେ ଶାନ୍ତପୂର୍ଣ୍ଣ ଭାବରେ ଆରମ୍ଭ ହୋଇଛି। କେନ୍ଦୁଝରରେ ଏନ୍‌ଏଚ୍‌ ୪୯ ଗାନ୍ଧିଛକରେ ଏଆଇଟିୟୁସି, ସିଟୁ, ସିପିଆଇ, ସିପିଏମ, କଂଗ୍ରେସ, ନବ ନିର୍ମାଣ କୃଷକ ସଙ୍ଗଠନ, କୃଷକ ସଭା…

ପ୍ରତିଶ୍ରୁତିରେ ବିତିଲାଣି ୨୨ ବର୍ଷ

କେନ୍ଦୁଝର, ୨୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଶିବନାରାୟଣପୁର ଗୋଡା ପଞ୍ଚାୟତର ତମାଙ୍ଗ ଗ୍ରାମର କାଞ୍ଜିଆଝରଣ ସାହିରେ ବସବାସ କରୁଥିବା ପାହାଡିଆ ଭୂୟାଁ ଆଦିବାସୀମାନେ ଦୀର୍ଘ ବର୍ଷ ହେଲା ଅବହେଳିତ ଅବସ୍ଥାରେ ରହିଛନ୍ତି। ସାହିକୁ ସବୁଦିନିଆ ରାସ୍ତା ନାହିଁ କି ପାନୀୟ…

ଅସ୍ତ୍ରୋପଚାର ସତ୍ତ୍ୱେ ଆଖି ବୁଜିଲା ହାତୀ

କେନ୍ଦୁଝର,୨୬।୯(ସ୍ବ.ପ୍ର): କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳରେ ତିନିଦିନ ଧରି ପ୍ରସବ କଷ୍ଟରେ ଛଟପଟ ହେଉଥିବା ମାଈହାତୀର ଶନିବାର ଅସ୍ତ୍ରୋପଚାର କରାଯାଇଥିଲା। ବନ ବିଭାଗ ଓ ପ୍ରାଣୀ ଚିକିତ୍ସିକଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ରବିବାର ସନ୍ଧ୍ୟାରେ ମାଈହାତୀଟି ଆଖି ବୁଜିଛି। ସୂଚନା ଅନୁସାରେ,…

ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ ତେଲ ବୋଝେଇ ଟ୍ୟାଙ୍କର ଏକ ବାଇକ୍‌କୁ ଧକ୍କା ଦେବାରୁ ପରୀକ୍ଷା ଦେବାକୁ ଆସୁଥିବା ୨ଜଣ…

ଝିଆରୀଙ୍କୁ ବଳାତ୍କାର କରି ଜେଲ ଗଲେ କକା

ପାଟଣା,୨୬ା୯(ସ୍ବ.ପ୍ର.): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ରବିବାର ସମ୍ପର୍କୀୟ କକାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ନାବାଳିକା ଜଣକ ଶୌଚ ପାଇଁ ଯାଇଥିଲେ। ସେତିକିବେଳେ ନାବାଳିକାଙ୍କୁ ଏକୁଟିଆ…

ଯୁବଚିତ୍ରକାରଙ୍କ କାନ୍‌ଭାସରେ ଅରିନ୍ଦମ ଦାସ

ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ…

ମା’ ବାପାଙ୍କ କଥା ସହିପାରିଲେନି ପୁଅ, ଶେଷରେ …

ପାଟଣା,୨୬।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ବଡ଼ଗମ୍ଭାରିଆ ହାଟ ନିକଟରେ ଥିବା ଏକ ଗଛରୁ ରବିବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ବଡ଼ ଗମ୍ଭାରିଆ ଗ୍ରାମର ଯୋଗେଶ୍ୱର ମହାନ୍ତଙ୍କ…

ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି

କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?