କ୍ବାରାଣ୍ଟାଇନ ସେଣ୍ଟରରେ ଅନଶନରେ ବସିଲେ ପ୍ରବାସୀ
କୋଳିମାଟି,୨୭ା୬:(ଡି.ଏନ୍.ଏ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ଗ୍ରାମ ପଞ୍ଚାୟତରେ ରହିଥିବା କ୍ବାରାଣ୍ଟାଇନ ସେଣ୍ଟରରେ ଶନିବାର ସକାଳୁ ୪୦ ଜଣ ପ୍ରବାସୀ ଅନଶନରେ ବସିଛନ୍ତି। ସକାଳ ଜଳଖିଆ ଠିକ୍ ଭାବରେ ଦିଆ ଯାଉ ନ ଥିବାରୁ ସେମାନେ ଅନଶନ କରିଥିବା କହିଛନ୍ତି।…
୧୦୭ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦୁଝର,୨୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଛି। ଚିହ୍ନଟ ୨ ଜଣ ଘଷିପୁରା ବ୍ଲକ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଜଣଙ୍କ…
ଘର ବାରଣ୍ଡାରୁ ମିଳିଲା ଶିଶୁକନ୍ୟାର ମୃତଦେହ
କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ଗ୍ରାମରେ ଜଣେ ପାଞ୍ଚ ବର୍ଷ ଶିଶୁକନ୍ୟାର ମୃତଦେହ ଘର ବାରଣ୍ଡାରୁ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଶିଶୁକନ୍ୟା ଜଣକ ହେଲେ ସୋନୁ ମୁଣ୍ଡାଙ୍କ ଝିଅ। ପାଟିରୁ ରକ୍ତ ବାହାରୁ ଥିବା…
ଦେଶୀ ଆମ୍ବର ମିଳୁନି ଉଚିତ୍ ମୂଲ୍ୟ
କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ଆଦିବାସୀମାନେ ଜଙ୍ଗଲରୁ ବିଭିନ୍ନ ଫଳ ସଂଗ୍ରହ କରି ଖାଇବା ସହ ବଳକା ହାଟବଜାରରେ ବିକି ଗୁଜୁରାଣ ମେଣ୍ଟାଉଛନ୍ତି। ଚଳିତ ବର୍ଷ ଜଳବାୟୁରେ ପରିବର୍ତ୍ତନ ଯୋଗୁଁ ଦେଶୀ ଆମ୍ବର ଉପତ୍ାଦନ କମିଥିବାରୁ…
କେନ୍ଦୁଝରରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫ରେ ପହଞ୍ଚିଲା
କେନ୍ଦୁଝର,୨୫।୬: (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଗୁରୁବାର ଆଉ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ହୋଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଘଷିପୁରା ବ୍ଲକର ୩ଜଣ…
ସାହାରପଡା ବ୍ଲକରେ ଆଉ ୨ ନୂଆ ପଜିଟିଭ ଚିହ୍ନଟ: ୫ ଦିନ ଯାଏଁ ମାଛଗଡ଼ ପଞ୍ଚାୟତ ଶଟ୍ଡାଉନ
ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତରେ ଗୁରୁବାର ଆଉ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସାହାରପଡା ବ୍ଲକରେ ପଜିଟିଭ ସଂଖ୍ୟା ୭ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରର ବୋଲି…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଚମ୍ପୁଆ ରେଞ୍ଜର ନିଲମ୍ବିତ
କେନ୍ଦୁଝର, ୨୩ା୬(ଡି.ଏନ୍.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ଜୁରୁଡି ବିଟ୍ର ଗୁରୁବେଡ଼ା ଗାଁ ପାାଖ ବୈତରଣୀ(ଖ) ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରେ ୨ଟି ହାତୀ ମୃତ୍ୟୁ ଘଟଣାରେ ପିସିସିଏଫ୍ (ମୁଖ୍ୟ ବନସଂରକ୍ଷକ) ଡ.ସନ୍ଦିପ ତ୍ରିପାଠୀ ଚମ୍ପୁଆ ରେଞ୍ଜର କାଶୀନାଥ…
ବ୍ୟାରିକେଟ୍ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ
କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଚଳଚଞ୍ଚଳ ହୋଇ ଉଠୁଥିବା ବଡ଼ ଦାଣ୍ଡ, ବଡ଼ ଦେଉଳ ପରିସର ମଙ୍ଗଳବାର ଖାଁ…
ପୂର୍ବରୁ ଦୁଇଥର ଗଡ଼ିନି ସର୍ବୋଚ୍ଚ ରଥ
କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ବଳଦେବଜୀଉ। ସେ ବଡଠାକୁର ଭାବେ ବିଦିତ ହୋଇଥିଲେବି ଏଠାରେ ତାଙ୍କ ରଥର ନାମ ନନ୍ଦିଘୋଷ। ଚଳିତ ବର୍ଷ କରୋନା ମହାମାରୀକୁ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏଠାରେ ରଥଯାତ୍ରା ହେବନାହିଁ। ଅର୍ଥାତ କେନ୍ଦୁଝରର ବଡଦାଣ୍ଡରେ ଏବର୍ଷ…
କେନ୍ଦୁଝରରେ ୨ କରୋନା ପଜିଟିଭ୍ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ ହାଟଡିହିର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ କ୍ୱାରାଣ୍ଟାଇନ୍ରେ ଥିଲେ। ତାଙ୍କୁ କେନ୍ଦୁଝର କୋଭିଡ୍-୧୯ ହସ୍ପିଟାଲକୁ ଚିକିତ୍ସା…
ଟଙ୍କା ପାଇଁ ୩୦ କି.ମି ଘୁଷୁରି ଘୁଷୁରି ଗଲେ ଭିନ୍ନକ୍ଷମ
କେନ୍ଦୁଝର,୨୧ା୬(ସ୍ବ.ପ୍ର.)-ଆଜିର ଡିଜିଟାଲ ଯୁଗରେ ଏବେ ମଧ୍ୟ ଅନେକ ଗ୍ରାମ ରହିଛି ଯେଉଁଠି ବ୍ୟାଙ୍କିଙ୍ଗ ସେବା ଅପହଞ୍ଚ ହୋଇରହିଛି। ଫଳରେ ଲୋକମାନେ ଟଙ୍କା ଉଠାଣ ଓ ଜମା କରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଭିନ୍ନକ୍ଷମ…
ପୋତି ହୋଇପଡୁଛି କେନାଲ: ଚାଷ ଜମିକୁ ମାଡ଼ୁନି ପାଣି
ଚମ୍ପୁଆ, ୨୦ା୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୨ ନଂ. ୱାର୍ଡ ପାଞ୍ଚପୋଖରିଆଠାରେ କେନାଲ ପୋତି ହୋଇପଡିଥିବାରୁ ଚାଷଜମିକୁ ପାଣି ମାଡିପାରୁନାହିଁ। ଏପରିକି ପାଣି ରହୁଥିବା ପୋଖରୀରୁ ପଙ୍କ ଉଦ୍ଧାର କରାଯାଉ ନ ଥିବାରୁ ବର୍ଷାଜଳ ଠିକ୍ ଭାବେ ଗଚ୍ଛିତ…
Archives


