କେନ୍ଦୁଝର

ପୋତି ହୋଇପଡୁଛି କେନାଲ: ଚାଷ ଜମିକୁ ମାଡ଼ୁନି ପାଣି

ଚମ୍ପୁଆ, ୨୦ା୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୨ ନଂ. ୱାର୍ଡ ପାଞ୍ଚପୋଖରିଆଠାରେ କେନାଲ ପୋତି ହୋଇପଡିଥିବାରୁ ଚାଷଜମିକୁ ପାଣି ମାଡିପାରୁନାହିଁ। ଏପରିକି ପାଣି ରହୁଥିବା ପୋଖରୀରୁ ପଙ୍କ ଉଦ୍ଧାର କରାଯାଉ ନ ଥିବାରୁ ବର୍ଷାଜଳ ଠିକ୍‌ ଭାବେ ଗଚ୍ଛିତ…

ପଦ୍ମପୁରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସର ୭୨ ଘଣ୍ଟା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଶନିବାର ଜଣେ ୩୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର କାଉଁରକଳା ପଞ୍ଚାୟତ ବଉଳମାଳ ଗ୍ରାମରେ ବୋଲି ଜଣାପଡ଼ିଛି। ଏହି ବ୍ୟକ୍ତି…

ମହଙ୍ଗା ପଡ଼ିଲା ଥାନା ଅଧିକାରୀଙ୍କୁ ଦୁର୍ବ୍ୟବହାର: ବନ୍ଧା ହେଲେ ବାପ ପୁଅ

ଯୋଡା,୨୦।୬(ଡି.ଏନ.ଏ)-କେନ୍ଦୁଝର ଜିଲା ଯୋଡା ଥାନା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ବାପ ପୁଅ। ପୋଲିସ କହିଛି, ଶୁକ୍ରବାର ଯୋଡା ସହରରେ ଥାନା ଅଧିକାରୀ ରାଇସେନ୍‌ ମୁର୍ମୁ ମାସ୍କ ଚେକିଂ କରୁଥିଲେ। ଏହି ସମୟରେ ଯୋଡା ଅଞ୍ଚଳର ଯୁବକ ଜଜାତି…

ପାଟଣା ୧, ସାହାରପଡା ବ୍ଲକରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ: ମାଛଗଡ଼ ପଞ୍ଚାୟତ ୭୨ ଘଣ୍ଟା ଶର୍ଟଡାଉନ ଘୋଷଣା

ପାଟଣା,୨୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ଜଣକ ଚେମେଣା ପଞ୍ଚାୟତର ଦିଲ୍ଲୀ ଫେରନ୍ତା ୩୫ ବର୍ଷୀୟ ବ୍ୟକ୍ତି ବୋଲି ଶୁକ୍ରବାର ରାଜ୍ୟ…

ଗୁରୁବେଡାରେ ୨ ହାତୀ ମୃତ୍ୟୁ ଘଟଣା: ୩ ଅଭିଯୁକ୍ତ ଗିରଫ, ମିଳୁନି ହାତୀ ଦାନ୍ତ

ବଡ଼ବିଲ/ଯୋଡ଼ା,୧୯।୬(ଡି.ଏନ୍‌.ଏ/ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ଫରେଷ୍ଟ ରେଞ୍ଜର ଗୁରୁବେଡା ବୈତରଣୀ(ଖ)ସଂରକ୍ଷିତ ଜଙ୍ଗଲରେ୨ ହାତୀଙ୍କ ମୃତ୍ୟୁ ଘଟଣାରେ ଶୁକ୍ରବାର ୩ ଅଭିଯୁକ୍ତ ବନବିଭାଗ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବିନବିଭାଗ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁରୁବେଡା ଭୋଳବେ ଗ୍ରାମର ଶ୍ରୀଧର…

୧୧ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସଦର ବ୍ଲକ ଜେଇ

କେନ୍ଦୁଝର,୧୯ା୬(ସ୍ବ.ପ୍ର.): ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଭିଜିଲାନ୍ସ ୟୁନିଟ୍‌ ଶୁକ୍ରବାର ସଦର ବ୍ଲକ ଜେଇ ପ୍ରମୋଦ କୁମାର ପଣ୍ଡାଙ୍କୁ ଟଙ୍କା ସହ ଧରିଛନ୍ତି। କାଉଁରିକଳା ପଞ୍ଚାୟତ ଜଣେ ଓ୍ବାର୍ଡମେମ୍ବରଙ୍କଠାରୁ ଏକ କାମର ବିଲ୍‌ କରାଇ ଦେବା ପାଇଁ ୧୧ହଜାର ଟଙ୍କା ଲାଞ୍ଚ…

ଗଡିବନି ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା ଉପରେ ନିଷ୍ପତି ପରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି।…

କେନ୍ଦୁଝରରେ ପୁଣି ୫ କରୋନା ରୋଗୀ

କେନ୍ଦୁଝର,୧୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ରେ ପହଞ୍ଚିଛି। ସମସ୍ତ ରୋଗୀ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏମାନଙ୍କ ମଧ୍ୟରୁ ବଡ଼ବିଲରେ ଦୁଇ ଜଣ, ଝୁମ୍ପୁରାରେ ଦୁଇ ଜଣ…

ଅଜଗର ମାରି କାନ୍ଧରେ ପକାଇ ବୁଲିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବଡବିଲ,୧୭।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ଥାନା କଣ୍ଡରା ଗ୍ରାମର ଜଣେ ଯୁବକ ଏକ ଅଜଗର ସାପକୁ ମାରି କାନ୍ଧରେ ପକାଇ ବୁଲିବା ତାଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ ଯୁବକଙ୍କୁ ବନବିଭାଗ କର୍ମଚାରୀ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେ ହେଲେ ବୁଧୁରାମ…

ବାଲେଶ୍ୱର, କେନ୍ଦୁଝର ଜିଲା କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ମନୋନୀତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କଂଗ୍ରେସ ସଂଗଠନକୁ ସୁଦୃଡ଼ ଓ କର୍ମୀଙ୍କୁ ସକ୍ରିୟ କରିବା ପାଇଁ ଜାତୀୟ, ପ୍ରଦେଶ, ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଅଧିକ କ୍ରିୟାଶୀଳ କରିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି । ଏହି କଂଗ୍ରେସର ପ୍ରେରକ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ ନିଲମ୍ବିତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡା ବ୍ଲକ ବୈତରଣୀ ସଂରକ୍ଷିତ ଜଙ୍ଗଲରେ ଗତ ଶନିବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ, ଓ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବୁଧବାର କେନ୍ଦୁଝର ଡିଏଫଓ…

ଶୌଚ ହେବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ମହିଳା, ଡାକ୍ତରଖାନାରେ ଭର୍ତ୍ତି

ପାଟଣା,୧୭ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ବୁଧବାର ଭୋର୍‌ରୁ ଜଣେ ୬୦ ବର୍ଷୀୟା ମହିଳା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ମହିଳା ଜଣକ ଶୌଚ ହେବାକୁ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତାହାତୀ ଆକ୍ରମଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri