କେନ୍ଦୁଝର

ରାସ୍ତା, କଲ୍ୟାଣ ମଣ୍ଡପ କାର୍ଯ୍ୟର ସମୀକ୍ଷା କଲେ ଉପଜିଲାପାଳ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରିତୀମୟ ଗୁରୁବାର ସନ୍ଧ୍ୟାରେ ଯୋଡାଠାରେ ଥିବା କଲ୍ୟାଣ ମଣ୍ଡପ ଓ ରଣାଶାଳ ଘାଟିଠାରୁ ବାଂଶପାଣି ରାସ୍ତାର ସମୀକ୍ଷା କରିଛନ୍ତି। ଉପଜିଲାପାଳ ପ୍ରତାପ ପ୍ରିତୀମୟ ପ୍ରଥମେ ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ…

ଫଳ ବେପାରୀଙ୍କ କବ୍‌ଜାରେ ରାମରାମ ଗଳି

କେନ୍ଦୁଝର, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହରରେ ଅବୈଧ କବ୍‌ଜା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଟ୍ରାଫିକ ସମସ୍ୟା ଲାଗି ରହିଛି। ପୌରପାଳିକା ଅଧୀନ ଥିବା ବିଭିନ୍ନ ଗଳିକନ୍ଦି ଏପରିକି ଜାତୀୟ ରାଜପଥ କଡ଼ଗୁଡିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି କବଜା କରିଥିବାରୁ ସାଧାରଣରେ ଯିବା ଆସିବା…

ସାମାଜିକ ଦୂରତ୍ୱ, ମାସ୍କକୁ ପୋଲିସର ଗୁରୁତ୍ୱ

କେନ୍ଦୁଝର, ୨୯ା୫ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲଢେଇକୁ କଠୋର କରିବା ଲାଗି ଲକ୍‌ ଡାଉନର ପ୍ରଥମ ପର୍ଯ୍ୟାୟରେ ପୋଲିସ ହାତରେ ଧରିଥିଲା ଲାଠି। ଠିକ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଲକ୍‌ଡାଉନ୍‌କୁ ସଫଳ କରିଥିଲା। ତେବେ ଲକ୍‌ଡାଉନ ପର୍ଯ୍ୟାୟକ୍ରମେ କୋହଳ ହୋଇ ଚାଲିଥିବାରୁ…

ଲକ୍ଷାଧିକ ଟଙ୍କା ହଡ଼ପ କରି ଅଭିଯୁକ୍ତ ଗିରଫ

ଯୋଡ଼ା, ୨୮।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଆର୍ଥ ମୁଭର୍ସ ଓ ଡିପି ସିଂ ନାମକ ଦୁଇଗୋଟି ବ୍ୟବସାୟିକ ସଂସ୍ଥାରେ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ ପୋଲିସ ଚମ୍ପୁଆ ଥାନା କାଳିକାପ୍ରସାଦ ଗ୍ରାମର ନରହରି ରାଉତଙ୍କୁ ଗୁରୁବାର ଗିରଫ କରିଛି। ପୋଲିସ…

ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୮ା୫(ସ୍ବ.ପ୍ର.)-ରାସ୍ତାପାର ହେଉଥିବାବେଳେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁବାର ସକାଳ ସମୟରେ ଏକ ପିକଅପ୍‌ରେ ବ୍ୟକ୍ତି ଜଣଙ୍କ ଯାଉଥିଲେ। ବନାଯୋଡ଼ି ଯୋଗୀମଠ ଛକ ନିକଟରେ ଛିଡ଼ାକରି ରାସ୍ତାକଡ଼ ଦୋକାନରେ ଚା’ ପିଇବା ପରେ ରାସ୍ତା ରାସ୍ତା ପାର ହେଉଥିବାବେଳେ କେନ୍ଦୁଝର…

କରୋନା ବୁଡ଼ାଇଲା କୌଳିକ ବୃତ୍ତି : ସଙ୍କଟରେ ବାଉଁଶ କାରିଗର

କେନ୍ଦୁଝର, ୨୮ା୫(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଚାଲିଛି। କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସାଧାରଣ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଦେଖାଦେଇଥିବା ବେଳେ ଅନେକ ପରିବାର ଜୀବିକା ହରାଇ ଘରେ…

ବଜ୍ରପାତରେ ୨ ଗୁରୁତର

ଚମ୍ପୁଆ,୨୮ା୫ (ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ପତଳା ଗ୍ରାମରେ ଗୁରୁବାର ସକାଳେ ବଜ୍ରପାତରେ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାର୍ବତୀ ପାତ୍ର ଓ ଝୁମି ପାତ୍ର। ଗାଧେଇବାକୁ ଯାଉଥିବା ବେଳେ ସେମାନେ ବଜ୍ରପାତର ଶିକାର ହୋଇଥିଲେ। ପରିବାରେ ଉଭୟଙ୍କୁ…

ସ୍ବୟଂ ସହାୟିକା ଗୋଷ୍ଠୀ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ଘଟଣା: ପ୍ରତିବାଦରେ ପୌର କାର୍ଯ୍ୟାଳୟରେ କର୍ମଚାରୀଙ୍କ ଆନ୍ଦୋଳନ

ଆନନ୍ଦପୁର,୨୮।୫(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ବୁଧବାର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାର ପ୍ରତିବାଦରେ ଗୁରୁବାର ପୌର କାର୍ଯ୍ୟାଳୟ ଗେଟରେ ତାଲା ପକାଇ କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରିଛନ୍ତି। ଅନ୍ୟପଟେ ଥାନା…

ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ

ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ ମହାଦେବଙ୍କ ବିବାହ କାର୍ଯ୍ୟ ଆଡ଼ମ୍ବରରେ ସମ୍ପନ୍ନ ହୋଇଛ। ଦେବଦମ୍ପତିଙ୍କ ବିବାହ ଉତ୍ସବ ସକାଶେ ମନ୍ଦିର…

ଯୁବତୀଙ୍କୁ ହତ୍ୟା ଧମକ ଅଭିଯୋଗ, ଜଣେ ଗିରଫ

ପାଟଣା,୨୭।୫(ସ୍ବ.ପ୍ର)-ଜଣେ ଯୁବତୀଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ବୁଧବାର କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ କରଞ୍ଜିଆ ଥାନା କରଞ୍ଜିଆର ରାଜେଶ କୁମାର ସାହୁ(୨୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ଯୁବତୀ କଲେଜରେ…

ଆବଦ୍ଧାଞ୍ଚଳ ହେଲା ନୋଡାଲ ଉଚ୍ଚ ବିଦ୍ୟାଳୟ

ପାଟଣା,୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ବୁଧବାର କେନ୍ଦୁଝର ଜିଲାପାଳ ଆଶୀଷ ଠାକ୍‌ରେ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରିଛନ୍ତି। ଏହା ଶୁକ୍ରବାର ପର୍ଯ୍ୟନ୍ତ ବଳବତ୍ତର ରହିବ। ଜଣେ ୧୮ ବର୍ଷୀୟ ଗୁଜରାଟ…

ପାଟଣାରେ ମିଳୁନି ଧାନ ବିହନ

ପାଟଣା, ୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକରେ ବିହନ ଧାନର ଘୋର ଅଭାବ ପରିଲକ୍ଷିତ ହୋଇଛି। ଚାଷୀ ସମବାୟ ସମିତିକୁ ପ୍ରତିଦିନ ଦୌଡ଼ିଲେ ବି ଧାନ ବିହନ ନ ପାଇ ହତାଶ ହୋଇ ଫେରୁଛି। ଫଳରେ ଚାଷୀ କୁଳ ଅସନ୍ତାଷ ପ୍ରକାଶ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri