କେନ୍ଦୁଝର

୨ ବିରଳ ପ୍ରଜାତିର ସାପ

ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍‌ ଫ୍ଲାଇଂ ସ୍ନେକ୍‌ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ...

ମଣ୍ଡପ ବୁଲି ବିଶ୍ୱକର୍ମାଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ରବିବାର ବିଶ୍ୱକର୍ମା ପୂଜା ଆରମ୍ଭ ହୋଇଛି। ବିଶେଷକରି ବିଦ୍ୟୁତ୍‌ ବିଭାଗ, ସରକାରୀ ଏବଂ ଘରୋଇ ବସ ସଂଘ, ଟ୍ୟାକ୍ସି, ଅଟୋ ସଂଘ, ଗ୍ୟାରେଜ ଆଦିରେ ଦେବ ଶିଳ୍ପୀଙ୍କୁ ପୂଜା କରାଯାଇଥିଲା। ଜିଲାର ବିଭିନ୍ନ...

ପରିସ୍ରାଗାର ପାଲଟିଛି ମୃଣ୍ମୟ ମୂର୍ତ୍ତିଙ୍କ ଗୋଦାମ ଘର, କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର,୧୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାପାଳଙ୍କ କାଯର୍‌ୟାଳୟ ପରିସରରେ ଥିବା ଶୌଚାଳୟରେ ବିଶ୍ୱକର୍ମା ଓ ଗଣେଶ ପୂଜା ପାଇଁ ବାହାରୁ ମୃଣ୍ମୟ ମୂର୍ତ୍ତି ଆଣି ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ଉକ୍ତ ଅପରିଷ୍କାର ପରିସ୍ରାଗାରରେ ବାହାରୁ ଆଣିଥିବା ମୂର୍ତ୍ତିଗୁଡ଼ିକୁ...

ସରକାରୀ ବିରି ବିହନରେ ଧରୁନି ଫୁଲ

ପାଟଣା,୧୭ା୯(ବୀରକିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରୁ ଚାଷୀ ଖରିଫ ଋତୁରେ ବିନା ମୂଲ୍ୟରେ ବିରି ବିହନ ଆଣି ଚାଷ କରିଥିଲେ। ଠିକ୍‌ ପ୍ରଣାଳୀରେ ଚାଷ କରିବା ସହ ସାର ପ୍ରୟୋଗ ଦ୍ୱାରା ଗଛ ହୃଷ୍ଟପୁଷ୍ଟ ହୋଇଛି।...

ସଙ୍ଗୀତା ସିଂହ ଜିଲା କଂଗ୍ରେସ ମୁଖପାତ୍ର

କେନ୍ଦୁଝର,୧୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କଂଗ୍ରେସ ଦଳର ଆଭିମୁଖ୍ୟ, ପ୍ରଚାର ଓ ପ୍ରସାର ପାଇଁ ଶନିବାର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ପୂର୍ବତନ ମନ୍ତ୍ରୀ ତଥା ପିସିସିର ମୁଖ୍ୟ ମୁଖପାତ୍ର ଗଣେଶ୍ୱର ବେହେରା ଆଜି ୩୩ଟି...

ଚୋରି ପରେ ଗୋଦାମ ଘରେ ନିଆଁ ଲଗେଇଲେ ଦୁର୍ବୃତ୍ତ

ପାଟଣା,୧୬।୯(ବୀର କିଶୋର ଦାଶ): ମାର୍କେଟ କମ୍ପ୍ଲେକ୍ସର ମମତା ନାମକ ଏକ ଜୋତା ଦୋକାନର ଗୋଦାମଘରୁ ଶୁକ୍ରବାର ରାତିରେ ଦୁର୍ବୃତ୍ତ ଚୋରି କରିବା ପରେ ଜୋତା ଦୋକାନର ଗୋଦାମ ଘରେ ନିଆଁ ଲଗାଇ ଫେରାର ହୋଇଯାଇଛନ୍ତି । ସୂଚନାଯୋଗ୍ୟ, ଜୋତା ଦୋକାନର...

କେନ୍ଦୁଝରରେ ବ୍ୟାପୁଛି ସ୍କ୍ରବ୍‌ ଟାଇଫସ୍‌

କେନ୍ଦୁଝର,୧୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ସ୍କ୍ରବ୍‌ ଟାଇଫସ ରୋଗୀଙ୍କ ସଂଖ୍ୟା ବଢୁଛି। ବିଶେଷ କରି ଚାଷୀ, ମୂଲିଆ ଲୋକମାନେ ବେଶି ଏହି ରୋଗରେ ଆକ୍ରାନ୍ତ ହେଉଥିବା ଜଣାପଡ଼ିଛି। ଜିଲାରେ ୬୦୦ରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ ହୋଇଥିବା ବେଳେ ଜିଲା...

୪ ଘର ଭାଙ୍ଗିଲେ ହାତୀପଲ

ପାଟଣା,୧୫ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନରେ ୨୨ ଟିକିଆ ବଣୁଆ ଝାଡ଼ଖଣ୍ଡି ହାତୀପଲ ଗୁରୁବାର ରାତିରେ ପାଟଣା ରେଞ୍ଜ ଛାଡ଼ି କରଞ୍ଜିଆ ରେଞ୍ଜ ବଡ଼ ଦେଉଳି ଜଙ୍ଗଲରେ ଡେରା ପକାଇଛନ୍ତି। ଏଥିସହ ଏହି ହାତୀପଲ ଉପଦ୍ରବରେ...

ପ୍ରଧାନ ଶିକ୍ଷକ, ୨ କର୍ମଚାରୀଙ୍କ ଦରମା ବନ୍ଦ

କେନ୍ଦୁଝର,୧୫ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର (ପିଏଆଇଟିଡିଏ) ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାୟକ ଗୁରୁବାର ଅଚାନକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପରିଚାଳିତ ୨ ଆଶ୍ରମ ସ୍କୁଲ ପରିଦର୍ଶନ କରିଛନ୍ତି। କାର୍ଯ୍ୟରେ...

ଯୋଡ଼ାରେ ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଯୋଡ଼ା,୧୫ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ଡେଙ୍ଗୁ କାୟା ବିସ୍ତାର କରିଛି। ବର୍ତ୍ତମାନ ସୁଦ୍ଧା ଶତାଧିକ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏପରି କି ଡେଙ୍ଗୁରେ ଜୁରୁଡ଼ି ଅଞ୍ଚଳର ଜଣକର ମୃତ୍ୟୁ ଘଟିଛି।...

ଡିଭାଇଡରରେ ପିଟିହେଲା ସ୍କର୍ପିଓ, ଚାଳକ ମୃତ

ପାଟଣା,୧୪ା୯(ବୀରକିଶୋର ଦାଶ): କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ସୀମାନ୍ତ ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ବୈତରଣୀ ପୋଲ ନିକଟରେ ଗୁରୁବାର ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଡିଭାଇଡରରେ ଧକ୍କା ଦେବାରୁ ଘଟଣାସ୍ଥଳରେ ଚାଳକଙ୍କ...

ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ

ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri