ବୃକ୍ଷରୋପଣକୁ ନେଇ ଅସନ୍ତୋଷ : ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ୱାର୍ଡବାସୀ
ଚମ୍ପୁଆ, ୮ା୬(ଡି.ଏନ.ଏ)-ୱାର୍ଡର ଜବକାର୍ଡଧାରୀମାନେ କାମ ପାଉ ନ ଥିବା ବେଳେ ଅନ୍ୟ ୱାର୍ଡର ଶ୍ରମିକଙ୍କୁ କାମରେ ନିୟୋଜନକୁ ନେଇ ଚମ୍ପୁଆ ଏନଏସିର ୨ନଂ ୱାର୍ଡବାସୀମାନେ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବର୍ତ୍ତମାନ କରୋନା ପାଇଁ ଲକଡାଉନ ବ୍ୟବସ୍ଥା କରାଯାଇଥିବା ବେଳେ ହଜାର ହଜାର…
ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର
ଆନନ୍ଦପୁର,୮। ୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କାଠକଟା ହୁଡି ନିକଟ ଝରଣା କୂଳରେ ବଜ୍ରପାତରେ ଦିଲୀପ ଚକ୍ର ନାମକ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ତାଙ୍କ ଘର ତରତରା ପଞ୍ଚାୟତ ଦୁଡୁଗାଁ ଗ୍ରାମରେ। ସୋମବାର ଅପରାହ୍ନରେ କାଠକଟା ଅଞ୍ଚଳ ବୁଲିବାକୁ…
୪ ଦଫା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ନବ ନିର୍ମାଣ କୃଷକ ସଂଗଠନ
କେନ୍ଦୁଝର,୮ା୬(ସ୍ବ.ପ୍ର.): ଚଳିତ ଖରିଫ୍ ଋତୁରେ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଚାଷୀମାନେ ବିଭିନ୍ନ ସରକାରୀ ସଂସ୍ଥା ମାଧ୍ୟମରେ ଧାନ ବିକ୍ରି କରିଥିଲେ। ବହୁ ଚାଷୀଙ୍କର ଟୋକନ ଆସିଥିଲେ ମଧ୍ୟ ସରକାର ତାଙ୍କ ଧାନ କିଣି ନ ଥିଲେ। ଏପରିକି ମାସ ମାସ ବିତି…
ବୈତରଣୀ ନଦୀ ପୋଲରୁ ବୋଲେରୋ ବୋଝେଇ ଶାଳ ଚୌକାଠ ଜବତ: ୨ ଗିରଫ
ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ପୋଲ ନିକଟରୁ ଏକ ଶାଳ ଚୌକାଠ ବୋଝେଇ ବୋଲେରୋ ଗାଡିକୁ ସୋମବାର ଭୋରରୁ ପାଟଣା ବନ ବିଭାଗ ଜବତ କରିଛି। ଚୋରା କାଠ ବେପାରରେ ସମ୍ପୃକ୍ତ ୨…
ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ…
ଖଣ୍ଡାଧାରରେ ବୁଡ଼ି ଯୁବକଙ୍କ ଜୀବନ ଗଲା
କେନ୍ଦୁଝର,୭ା୬(ସ୍ବ.ପ୍ର./ଡି.ଏନ୍.ଏ.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ଖଣ୍ଡାଧାର ଜଳ ପ୍ରପାତରେ ବୁଡ଼ି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୌରଭ ମିଶ୍ର। ତାଙ୍କ ଘର କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଚର୍ଚ୍ଚ ଛକ ଅଞ୍ଚଳରେ। କେତେଜଣ ସାଙ୍ଗଙ୍କ…
ରଜ ପାଇଁ ପ୍ରସ୍ତୁତ ହେଉଛନ୍ତି ଲୋକେ
କେନ୍ଦୁଝର, ୭ା୬(ସ୍ବ.ପ୍ର.)-ଚଳିତବର୍ଷ ସାରାଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଲାଗି ସବୁ ପର୍ବପର୍ବାଣୀ ଫିକା ପଡିଛି। କେନ୍ଦୁଝରରେ ଧୁମ୍ଧାମ୍ରେ ପାଳନ ହେଉଥିବା ରଜ ମହୋତ୍ସବ ପ୍ରଶାସନ ପକ୍ଷରୁ ବାତିଲ କରାଯାଇଛି। ତେବେ ଆଉ ୭ଦିନ ପରେ ରଜପର୍ବ। କେନ୍ଦୁଝର ସଦର ବ୍ଲକ…
ହାଇଓ୍ବା ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର
ଯୋଡ଼ା, ୭।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବାମେବାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଏକ ହାଇଓ୍ବା ଧକାରେ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ହାଟଡିହୀ ବ୍ଲକ ସୋସୋ ଗ୍ରାମର ଘନଶ୍ୟାମ ପ୍ରଧାନ(୫୪) ଓ ତାଙ୍କ…
ସ୍ତ୍ରୀଙ୍କୁ ହତ୍ୟା ଘଟଣା: ସ୍ବାମୀ ଗିରଫ
ଯୋଡ଼ା, ୭।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଯୋଡାରେ ହୋଇଥିବା ଯୌତୁକଜନିତ ବଧୂହତ୍ୟା ଘଟଣାରେ ପୋଲିସ ମୃତ ମହିଳାଙ୍କ ସ୍ବାମୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ମାନସ ରଞ୍ଜନ ସାହୁ। ସୂଚନାନୁଯାୟୀ, ଯୋଡା ସିଗ୍ରିଗେସନ କଲୋନୀର କ୍ୱାର୍ଟରରେ ରହୁଥିବା ମାନସ…
ପାଟଣା ସବଷ୍ଟେଶନ ଦେଖିଲେ ବିଧାୟକ
ପାଟଣା,୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସବଷ୍ଟେଶନକୁ ଘଟଗାଁ ବ୍ଲକ ଟିକିରା ଗ୍ରୀଡରୁ ବିଦ୍ୟୁତ ସଂଯୋଗରେ ବିଳମ୍ବ ହେଉଥିବାରୁ ଏନେଇ ପାଟଣା ଅଞ୍ଚଳରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏଣେ ସାମାନ୍ୟ ବର୍ଷା ପବନରେ ଅଞ୍ଚଳରେ ୨୪ରୁ ୪୮…
ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ
କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ, ସରପଞ୍ଚ ମହାସଂଘ ପକ୍ଷରୁ ଘୋର ନିନ୍ଦା କରାଯାଇଛି। ଏନେଇ ଶନିବାର ଥାନାଧିକାରୀଙ୍କ ବିରୋଧରେ ଜିଲାପାଳଙ୍କୁ…
ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା
କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଜଣେ ଟ୍ରାନ୍ସପୋର୍ଟ କର୍ମଚାରୀଙ୍କୁ ଶନିବାର ଦୁର୍ବୃତ୍ତ ଭୁଜାଲିରେ ହାଣି ଆଠ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଲୁଟି ନେଇଛନ୍ତି। ଉକ୍ତ କର୍ମଚାରୀଙ୍କ ନାମ ବବଲୁ ବୋଲି ଜଣାପଡ଼ିଛି। ପୂର୍ବାହ୍ନରେ ବବ୍ଲୁ ଆଇଡିବିଆଇ…
Archives


